Home

ମୁମ୍ବାଇ ଇଣ୍ଡିଆନ୍ସକୁ ପ୍ରବଳ ଫାଇଦା: ଆରସିବିର ବଢିଲା ଟେନସନ୍‌

ମୁମ୍ବାଇ,୧୨।୪: ଆଇପିଏଲର ୨୫ତମ ମ୍ୟାଚ ଗୁରୁବାର ଖେଳାଯାଇଥିଲା। ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପଡ଼ିଆରେ ଥିଲା। ଯଦି ଦେଖାଯାଏ, ତେବେ ଏହି ଲିଗରେ ରହିବା ପାଇଁ ଉଭୟ ଦଳ ଏହି ମ୍ୟାଚ ଜିତିବା ଆବଶ୍ୟକ ଥିଲା।…

ସୂର୍ଯ୍ୟମଣି-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ ହେବ କଡ଼ା ଟକ୍କର

ପୁରୁଷୋତ୍ତମପୁର, ୧୨ା୪(ସୀମାଞ୍ଚଳ ମିଶ୍ର): ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୮୫ରୁ ଜନତା ଦଳ ଓ ବିଜେଡି କବଜାରେ ରହିଛି। ଏଠାରୁ କ୍ରମାଗତ ଭାବରେ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ ବିଧାୟିକା ନିର୍ବାଚିତ ହୋଇ ଆସୁଥିଲେ। ମାତ୍ର ୨୦୦୮ ସୀମା ନିର୍ଦ୍ଧାରଣ…

ଶିଶୁ ଉଦ୍ୟାନ ଏବେ କ୍ଷୁଦ୍ର ଜଙ୍ଗଲ

ହାଟଡ଼ିହୀ,୧୨।୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଶଢ଼ା ପଞ୍ଚାୟତ ମିଠିଗାଁ ଗ୍ରାମରେ ଥିବା ଶିଶୁ ଉଦ୍ୟାନ ଏବେ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ପରିସର ଅନାବନା ଗଛ, ଲତାରେ ଭର୍ତ୍ତି ହୋଇଛି। ଶିଶୁ ଉଦ୍ୟାନଟି ଏବେ ସରୀସୃପଙ୍କ ବାସସ୍ଥଳୀ ପାଲଟିଥିବା…

ସୂର୍ଯ୍ୟଙ୍କ ଆଗରେ ଆତ୍ମସମର୍ପଣ କଲା ଆରସିବି: ମୁମ୍ବାଇର ରେକର୍ଡ ବର୍ଷା

ନୂଆଦିଲ୍ଲୀ,୧୨।୪: ଆଇପିଏଲ ୨୦୨୪ରେ ସୁର୍ଯ୍ୟକୁମାର ଯାଦବ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଦ୍ୱିତୀୟ ମ୍ୟାଚ ଖେଳିଥିଲେ। ଏଥିରେ ସେ ୨୭୩.୬୮ ଷ୍ଟ୍ରାଇକ ରେଟ୍‌ରେ ୧୯ଟି ବଲରେ ୫୨ ରନ ସ୍କୋର କରି ଅନେକ ରେକର୍ଡ ଭାଙ୍ଗିଥିଲେ। ସିଜନର ପ୍ରଥମ ମ୍ୟାଚ୍‌ ସୂର୍ଯ୍ୟକୁମାର…

ହସ୍ତତନ୍ତ ପୋଷାକରେ ଚମକିଲେ ତାରକା

ଭୁବନେଶ୍ୱର,୧୨।୪(ଅନୁରାଧା ମହାରଣା): ଓଡ଼ିଶା ଫ୍ୟାଶନ୍‌ ଓ୍ବିକ୍‌ ଏବଂ ଆଇଟିଆଇ ଭୁବନେଶ୍ୱର ପକ୍ଷରୁ ଏଲ୍‌ସିଜେ ସିଲ୍‌ଭର ସହଯୋଗରେ ପ୍ରଥମଥର ପାଇଁ ଏକ ସ୍ବତନ୍ତ୍ର ଫ୍ୟାଶନ୍‌ ଶୋ’ ଅନୁଷ୍ଠିତ ହୋଇଯାଇଛି। ଅଭିନେତ୍ରୀ ଦେବଯାନୀ ଦେଘୁରିଆ, ଅନିଶା ଶର୍ମା, ଅଭିନେତା ଶୁଭାଶିଷ ଶର୍ମା, ଭିୟୋନା, ସ୍ମୃତିରେଖା…

ଜଙ୍ଗଲ ନିଆଁରେ ଉଜୁଡ଼ିଯାଉଛି ମୂଲ୍ୟବାନ୍‌ ଗଛ

ବେଗୁନିଆ,୧୨।୪(ହରପ୍ରସନ୍ନ ପଣ୍ଡା): ଦିନକୁ ଦିନ ଗ୍ରୀଷ୍ମପ୍ରବାହ ଅସହ୍ୟ ହେଉଥିବାବେଳେ ଜଙ୍ଗଲରେ ନିଆଁ ଲାଗିଯିବାରୁ ସ୍ଥାନୀୟ ଅଞ୍ଚଳର ବାସିନ୍ଦାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତବର୍ଷ ଫଗୁଣ ଆରମ୍ଭରୁ ଦୈନିକ ଏବେ ଗ୍ରାମ୍ୟ ଜଙ୍ଗଲ ହେଉ ଅବା ଘରୋଇ କାଜୁ ବଗିଚାରେ ନିଆଁ…

ଟିକେଟ ଚିନ୍ତାରେ କଂଗ୍ରେସ ଆଶାୟୀ

ନିମାପଡ଼ା,୧୨ା୪(ରଞ୍ଜନ ପଟ୍ଟନାୟକ): ୨୦୦୦ ପରଠାରୁ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସର ପ୍ରାର୍ଥୀମାନେ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖିନାହାନ୍ତି। ଏଥର ନିର୍ବାଚନ ତାରିଖ ଘୋଷଣା ପରେ ବି ଦଳ ଏହି ନିର୍ବାଚନମଣ୍ଡଳୀ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିପାରିନାହିଁ। ଫଳରେ ନେତା…

କୋହଲିଙ୍କୁ ୪୪୦ ବୋଲ୍ଟର ଝଟ୍‌କା ଦେଲେ ବୁମ୍‌ରା

ମୁମ୍ବାଇ,୧୨।୪: ଆଇପିଏଲ ୨୦୨୪ରେ, ମୁମ୍ବାଇ ଇଣ୍ଡିଆନ୍ସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମ୍ୟାଚ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ମୁମ୍ବାଇ ଟସ ଜିତି ଆରସିବିକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ଫର୍ମରେ ଥିବା ବିରାଟ କୋହଲି ମାତ୍ର ୩ ରନ ସ୍କୋର…

ନିର୍ବାଚନ ଲଢ଼ିବେ ଇନ୍ଦିରା ହତ୍ୟାକାରୀଙ୍କ ପୁଅ: ମିଳିଲା ଟିକେଟ୍‌

ଅମୃତସର, ୧୨।୪: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କର ହତ୍ୟାକାରୀ ବିଅନ୍ତ ସିଂଙ୍କ ପୁଅ ସରବଜିତ ସିଂ ଖାଲ୍‌ସା (୪୫) ଚଳିତ ଲୋକ ସଭା ନିର୍ବାଚନ ଲଢ଼ିବେ ବୋଲି ସୂଚନା ଦେଇଛନ୍ତି। ଫରୀଦ୍‌କୋଟ ଆସନରୁ ସେ ସ୍ବାଧୀନ ପ୍ରାର୍ଥୀ ଭାବେ ନିଜ…

ସୋସିଆଲ ମିଡିଆର ଦୁରୁପଯୋଗ ଚିନ୍ତାଜନକ

ନୂଆଦିଲ୍ଲୀ,୧୨ା୪(ପି.ଟି.):ବିଚାରାଧୀନ ମାମଲା ଉପରେ ବିଭିନ୍ନ ବାର୍ତ୍ତା, ମନ୍ତବ୍ୟ ଓ ନିବନ୍ଧ ପୋଷ୍ଟିଂ ପାଇଁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକର ବ୍ୟାପକ ଦୁରୁପଯୋଗ ଗମ୍ଭୀର ଚିନ୍ତାଜନକ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ରାୟ ସଂରକ୍ଷିତ ଥିବା ଏକ ମାମଲା ସମ୍ପର୍କରେ ଆସାମ ବିଧାୟକ କରିମ ଉଦ୍ଦିନ…

କାଟିଆ-ବୈଷପାନ ରାସ୍ତା କାମରେ ଅନିୟମିତତା

ଯାଜପୁର,୧୨ା୪(ହର୍ଷବର୍ଦ୍ଧନ ବେହେରା): ନିର୍ବାଚନ ସମୟରେ ପୂର୍ତ୍ତ ବିଭାଗର ମନମୁଖୀ ଓ ନିମ୍ନମାନର ରାସ୍ତା ନିର୍ମାଣ ସଂପୃକ୍ତ ଅଞ୍ଚଳବାସୀଙ୍କୁ ଚିନ୍ତା କରିବାକୁ ବାଧ୍ୟ କରିଛି। ଏନେଇ ଅଞ୍ଚଳବାସୀ ଯେତେ ଅଭିଯୋଗ କଲେ ବି ଯାଜପୁର ଜିଲା ପାଣିକୋଇଲି ଆର୍‌ ଏଣ୍ଡ ବି (ପୂର୍ତ୍ତ)…

ନିର୍ବାଚନ ପୂର୍ବରୁ ଭାଜପାକୁ ଶକ୍ତ ଝଟ୍‌କା: ଦକ୍ଷିଣ ଭାରତ ଜିତିବା ସ୍ବପ୍ନ ରହିଯିବ କି ଅଧୁରା

ନୂଆଦିଲ୍ଲୀ,୧୨।୪: ଲୋକ ସଭା ନିର୍ବାଚନ ପାଇଁ ଆଉ କିଛି ଦିନ ବାକି ଅଛି। ଏଥିପାଇଁ ସମସ୍ତ ଦଳ ପ୍ରଚାର କରୁଛନ୍ତି। ତାମିଲନାଡୁରେ ଫୁଲ ଫୁଟାଇବାକୁ ଚେଷ୍ଟା କରୁଥିବା ଭାରତୀୟ ଜନତା ପାର୍ଟିକୁ ଏକ ଝଟ୍‌କା ଲାଗିଛି। ଏଠାରେ ଭାଜପାର ନେତା ବିଦ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri