Home

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ ବିଜ୍ଞାନରେ ‘ନନ୍-ଲିନିୟର୍ ଇଫେକ୍ଟସ୍ ଏବଂ ଅଟୋକାଟାଲିସିସ୍ ଇନ୍ ଆସିମେଟ୍ରିକ୍ ଅର୍ଗାନିକ୍ ସିନ୍ଥେସିସ୍’ ସମ୍ପର୍କିତ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି ସରଗରମ ହୋଇଛି । ଧର୍ମେନ୍ଦ୍ର କଶ୍ୟପ ନିଜ ଫେସବୁକ୍ ଆକାଉଣ୍ଟରେ କେବଳ ‘ଟାଟା…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଛି ।…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ରୁହନ୍ତି। ପୁଣିଥରେ କଶ୍ମୀରାଙ୍କ ଏକ ମନ୍ତବ୍ୟ ଆଲୋଚନାର ବିଷୟ ପାଲଟିଛି। ନିକଟରେ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ ବଡ଼ ବାର୍ତ୍ତା ମଧ୍ୟ ଦେଇଛି। ବେନିନ ବିପକ୍ଷରେ ୩-୦ର ବିଜୟ ପରେ ମେସି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ପଦୋନ୍ନତି ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ରେଟକୁ୨୫ ବେସିସ ପଏଣ୍ଟ ବୃଦ୍ଧି କରିଛି, ଯାହା ଫଳରେ ଏହା…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଗଜପତି ଜିଲା…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ସ୍ଥାନରେ ବଡ଼ ପରିବର୍ତ୍ତନ ଦେଖାଯାଇଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ନିଜ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ ବୁଡ଼ି ୨ ଜଣ ନାବାଳିକା ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି ସ୍ବପ୍ନ ସତ ହୋଇଛି। ଦଳର ପ୍ରଦର୍ଶନର ପ୍ରଶଂସା କରିବା ସହିତ ସେ ନମନ…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ ସେ ସପ୍ତମ ଭାରତୀୟ ପୁରୁଷ ବ୍ୟାଟର ହୋଇପାରିଛନ୍ତି। ମଙ୍ଗଳବାର ଲକ୍ଷ୍ନୌର ଇକାନା ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?