ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍କେ, କହିଲେ ସର୍ତ୍ତ ନ ରଖିଲେ…
ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ ଛାତ୍ରମାନଙ୍କୁ ହଇରାଣ ହରକତ କରିବା ଜାରି ରହେ, ତେବେ କକରୋଚ ଜନତା ପାର୍ଟି…
ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି
ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଜିଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ,…
ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…
ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର ଜନ୍ତର ମନ୍ତର କିମ୍ୱା ଅନ୍ୟ କୌଣସି ରାଜ୍ୟରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ବିରୋଧରେ…
ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…
ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ। ନୂତନ ଶିକ୍ଷା ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ସମ୍ପର୍କରେ ତାଙ୍କର ମନ୍ତବ୍ୟ ଯୋଗୁଁ ଏକ…
ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା
ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। ପ୍ରତି ମାସରେ 2,500 ପ୍ରଦାନ କରୁଥିବା ‘ଲକ୍ଷ୍ମୀ…
କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP
ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର ମୁଖପାତ୍ର ସୌରଭ ଦାସ ଏବେ ଏହାର ଜବାବ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି…
ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ
ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ ପ୍ରତି ଆଗ୍ରହ ଦେଖାଇଛନ୍ତି, ଦିଲ୍ଲୀ କ୍ୟାପିଟାଲ୍ସ ଏବେ ଏହି ତାଲିକାରେ ସାମିଲ ହୋଇଛି।…
CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…
ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି ଯେ ସମ୍ବିଧାନ ନାଗରିକମାନଙ୍କୁ ଶାନ୍ତିପୂର୍ଣ୍ଣ ବିକ୍ଷୋଭ କରିବାର ଅଧିକାର ଦେଇଥାଏ। ତେବେ ଅନେକ…
ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା
କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ ହିନ୍ଦୀ ଚଳଚ୍ଚିତ୍ରରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ମଧ୍ୟରେ ନିହାରିକା ନିଜ କ୍ୟାରିୟରକୁ…
ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ
ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ ଭାରୋତ୍ତୋଳକ ଶିବା ରାଓ ଚମତ୍କାର ସଫଳତା ହାସଲ କରିଛନ୍ତି। ୧୨ ଓ ୧୪…
ବିଚ୍ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ
ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ ସ୍ଥାନୀୟ ଅଞ୍ଚଳର ସୁଶିଲ ଜାନୀ (୨୮) ବୋଲି ସୂଚନା ମିଳିଛି। ସମ୍ପୃକ୍ତ ଯୁବକ…
ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ
ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ନୁହେଁ। ମା’ମାନଙ୍କ ସ୍ବାସ୍ଥ୍ୟ, ଶିଶୁର ପୃଷ୍ଟି ଏବଂ ପରିବାର ଆର୍ଥିକ ସ୍ଥିତିକୁ ସୁଦୃଢ଼…

