Home

ଅନିଶ୍ଚିତତାରେ ସୁନୀତାଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବାଶିଂଟନ୍‌,୨୪ା୮: ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍‌ ଓ୍ବିଲମୋର ଗତ ଜୁନ୍‌ ୬ରେ ୮ ଦିନ ପାଇଁ ମହାକାଶ ଯାତ୍ରା କରିଥିଲେ। ମହାକାଶଯାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟେ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ଫସିରହିଛନ୍ତି। ଦୁଇ…

ବ୍ରିଜ୍‌ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁପଡ଼ିଲେ ଛାତ୍ରୀ

ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍‌ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି। ପ୍ରାତଃ ଭ୍ରମଣରେ କିଛି ଲୋକ ଆସିଥିବା ବେଳେ ଏହା ଦେଖି ଅଗ୍ନିଶମ ବାହିନୀକୁ…

ଟ୍ରମ୍ପ୍‌ ଫେରିଲେ ଭୟଙ୍କର ପରିଣାମ

ଓ୍ବାଶିଂଟନ୍‌,୨୪ା୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନଭେମ୍ବର ୫ ନିର୍ବାଚନରେ ପୁଣି ବିଜୟୀ ହୋଇ ହ୍ବାଇଟ୍‌ ହାଉସ୍‌କୁ ଫେରିଲେ ଦେଶବାସୀଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଉପରାଷ୍ଟ୍ରପତି କମଲା ହାରିସ୍‌ ଚେତାଇ ଦେଇଛନ୍ତି। ଡେମୋକ୍ରାଟିକ୍‌ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ…

ଆଜି ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୨୪ା୮: ମହାରାଷ୍ଟ୍ରର ଠାଣେ ଜିଲା ଅନ୍ତର୍ଗତ ବଦଲାପୁରରେ ଏକ ନର୍ସରି ସ୍କୁଲର ୨ ଶିଶୁକନ୍ୟାଙ୍କୁ ଯୌନ ନିର୍ଯାତନା ଘଟଣାର ପ୍ରତିବାଦରେ ଶନିବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି। ବିରୋଧୀ ମେଣ୍ଟ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ଶିବସେନା(ୟୁବିଟି)…

ଟ୍ୟୁଶନରୁ ଫେରିବାବେଳେ ନାବାଳିକାଙ୍କୁ ଗଣବଳାତ୍କାର

ଗୁଆହାଟୀ,୨୪ା୮(ପି.ଟି.): ଆସାମର ନାଗାଁଓ ଜିଲାରେ ଜଣେ ୧୪ ବର୍ଷୀୟା ବାଳିକାଙ୍କୁ ୩ ଜଣ ଗଣବଳାତ୍କାର କରିଥିବା ଅଭିଯୋଗ ପରେ ଶୁକ୍ରବାର ଜୋର୍‌ଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନାବାଳିକାଙ୍କୁ ନ୍ୟାୟ ଦାବିରେ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଥିବାବେଳେ ଅନିର୍ଦ୍ଦିଷ୍ଟ କାଳ ପାଇଁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ଶିଖର ଧାଓ୍ବନ୍‌

ନୂଆଦିଲ୍ଲୀ,୨୪।୮: ଶିଖର ଧାୱନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘରୋଇ ତଥା ଅନ୍ତର୍ଜାତୀୟ କ୍ରିକେଟ ପାଇଁ ସେ ବିଦାୟ ନେଇଛନ୍ତି। ଏହି ୩୭ ବର୍ଷୀୟ ଖେଳାଳି ୨୦୨୦ରେ ଭାରତ ପାଇଁ ଡେବ୍ୟୁ କରିଥିଲେ। ତାଙ୍କର…

ଭାରତ ଆମକୁ ସମର୍ଥନ କରୁ: ଜେଲେନ୍‌ସ୍କି

କିଭ୍‌,୨୪ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ଗସ୍ତକର କିଭ୍‌ରେ ମହାମତ୍ା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ଚିରନ୍ତନ ଶାନ୍ତି ବାର୍ତ୍ତାର ପ୍ରାସଙ୍ଗିକତା ଓ ମହତ୍ତ୍ୱ ବୁଝାଇଛନ୍ତି। ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୯୧୦ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ…

ଡାକ୍ତର ଛାତ୍ରୀଙ୍କ ମୃତଦେହ ଦେଖି ଲାଗୁଥିଲା…ଚକିତ କଲା ଭଳି ଖୁଲାସା କଲେ ଫରେନ୍‌ସିକ ବିଶେଷଜ୍ଞ

ନୂଆଦିଲ୍ଲୀ,୨୪।୮: ଆରଜି କର ମେଡିକାଲ କଲେଜରେ ଜଣେ ଜୁନିଅର ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ହେବାର ୧୩ ଦିନ ବିତିଗଲା। କିନ୍ତୁ ସେଠାରେ ଅନେକ ପ୍ରଶ୍ନ ଅଛି, ଯାହାର ଉତ୍ତର ଆଜି ପର୍ଯ୍ୟନ୍ତ ମିଳିନାହିଁ। ଏନେଇ ଫରେନ୍‌ସିକ ବିଶେଷଜ୍ଞ ଡ. ଅରିନ୍ଦମ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ମଣ୍ଡଳ ସଭାପତି, ପର୍ଯ୍ୟଟନର ଉନ୍ନତି ପାଇଁ କଲେ ନିବେଦନ

ଦାରିଙ୍ଗବାଡ଼ି,୨୪ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଭାଜପା ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦାରିଙ୍ଗବାଡ଼ିରେ ବାକି ରହିଥିବା ବିକାଶ କାର୍ଯ୍ୟ କିଭଳି କରାଯାଇପାରିବ ସେ ନେଇ ଆଲୋଚନା କରିଥିଲେ। ବିଶେଷକରି…

ଡାକ୍ତରଙ୍କ ବଳାତ୍କାର ମାମଲା: ସନ୍ଦୀପ ଘୋଷଙ୍କ ଉପରେ ମୁଖ୍ୟମନ୍ତ୍ରୀ ମମତାଙ୍କ ହାତ! ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

କୋଲକାତା,୨୪।୮: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସିବିଆଇ ଏହି ମାମଲାର ତଦନ୍ତ କରୁଛି। ଅଭିଯୁକ୍ତ…

ଅଭିନେତ୍ରୀଙ୍କ ଉପରେ ଆକ୍ରମଣ: କାନ୍ଦି କାନ୍ଦି ବଖାଣିଲେ ଦୁଃଖ

କୋଲକାତା,୨୪।୮: କୋଲକାତାର ଆାର୍‌.ଜି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏବେ ସେଠାରୁ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଦକ୍ଷିଣ କୋଲକାତାର ସାଉଥ ଆଭେନ୍ୟୁରେ…

ଓଡ଼ିଶାରେ ଛେନା ଜିଲାପିର ଆଦର ସ୍ବତନ୍ତ୍ର, ଜାଣନ୍ତୁ ଏହାର ପ୍ରସ୍ତୁତି ପ୍ରଣାଳୀ

ମିଠା ଏମିତି ଏକ ଶବ୍ଦ ଯାହା ଦୁଃଖ ମିଠା ଏମିତି ଏକ ଶବ୍ଦ ଯାହା ଦୁଃଖ ମନରେ ଆନନ୍ଦ ଆଣିଥାଏ। ଯାହାକୁ ମନରେ ଆନନ୍ଦ ଆଣିଥାଏ। ଯାହାକୁ ଖାଇଲେ ମନରେ ଏକ ପ୍ରକାର ଖାଇଲେ ମନରେ ଏକ ପ୍ରକାର ଖୁସିର ଶିହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?