Home

ଇଂରାଜୀ ମାଧ୍ୟମ ସ୍କୁଲରେ ସଂସ୍କୃତ ପ୍ରାର୍ଥନା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରସ୍ଥିତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ବିକାଶ ଫାଷ୍ଟଷ୍ଟେପ୍‌ରେ ସପ୍ତାହର ଗୋଟିଏ ଦିନ ଛାତ୍ରୀଛାତ୍ର ସମସ୍ତ କାର୍ଯ୍ୟକ୍ରମକୁ ସଂସ୍କୃତ ଭାଷାରେ ଉପସ୍ଥାପନ କରିଥାନ୍ତି। ସେହିଦିନ ପ୍ରାର୍ଥନା ସମେତ ଖବର ପଠନ, ବକ୍ତୃତା, ସାଧାରଣଜ୍ଞାନ ପ୍ରଶ୍ନୋତ୍ତର, ବିଜ୍ଞାନ ଆଧାରିତ ତଥ୍ୟ, କ୍ଷୁଦ୍ର…

ଜିଲାପାଳଙ୍କୁ ଫେରାଦ ହେଲେ ସିଆରପିସିଏମ୍‌:ଦାବି ପୂରଣ କର

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ବିଜେପୁର ବ୍ଲକର ୭ପଞ୍ଚାୟତରେ କାର୍ଯ୍ୟରତ ସିଆରପିସିଏମ୍‌ମାନେ ଶୁକ୍ରବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ସେମାନଙ୍କୁ ପ୍ରାପ୍ୟ ପ୍ରଦାନ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ସେମାନେ ନିବେଦନ କରିଛନ୍ତି।…

ଅନିଲ ଅମ୍ବାନୀଙ୍କ ଉପରେ ଲାଗିଲା ୨୫ କୋଟି ଟଙ୍କା ଜୋରିମନା, ୫ ବର୍ଷ ବ୍ୟାନ୍‌

ନୂଆଦିଲ୍ଲୀ,୨୩।୮: ମାର୍କେଟ ରେଗୁଲେଟର ସେବି ବ୍ୟବସାୟୀ ଅନିଲ ଅମ୍ବାନୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସେବି ତାଙ୍କୁ ୫ ବର୍ଷ ପାଇଁ ସିକ୍ୟୁରିଟି ବଜାରରୁ ପ୍ରତିବନ୍ଧକ ଲଗାଇଛି। ଏହା ବ୍ୟତୀତ ସେବି ମଧ୍ୟ ଅନିଲ ଅମ୍ବାନୀଙ୍କ ଉପରେ କୋଟି କୋଟି…

ଲକ୍ଷ ଲକ୍ଷ ଟଙ୍କା ଚଳୁ କରିଦେଲେ କଲେଜ ଅଧ୍ୟକ୍ଷ: ଛାତ୍ରୀଛାତ୍ର ଆଣିଲେ ସାଙ୍ଘାତିକ ଅଭିଯୋଗ

ବାଲିଗୁଡ଼ା,୨୩।୦୮(ସଞ୍ଜୟ କୁମାର ପାଣିଗ୍ରାହୀ): ଅଧ୍ୟକ୍ଷ ସାଜିଲେ ଲୁଟେରା। କଥାଟା ଟିକେ ଅଡ଼ୁଆ ଲାଗୁଥିଲେ ମଧ୍ୟ ସତ। କଲେଜ ସଭାପତି ଓ ଛାତ୍ରୀଛାତ୍ର ଆଣିଛନ୍ତି କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ବିରୋଧରେ ଏଭଳି ଅଭିଯୋଗ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା…

ଭାରତର ଏହି ରେଳ ଲାଇନ୍‌ ବ୍ରିଟିଶ୍‌ କବଜାରେ, ସରକାର ଦେଉଛନ୍ତି ଟଙ୍କା

ନୂଆଦିଲ୍ଲୀ,୨୩।୮: ଭାରତ ସ୍ବାଧୀନତାର ୭୭ବର୍ଷ ପରେ ଏମିତି କିଛି ରେଳ ଲାଇନ୍‌ ଅଛି ଯାହା ଏବେ ବ୍ରିଟିଶ୍‌ କବଜାରେ। କହରିରଖୁଛୁ ବିଶ୍ୱରେ ସବୁଠାରୁ ବଡ଼ ରେଳ ଲାଇନ୍‌ ଭାରତରେ ଅଛି। ଆଉ ସବୁଠାରୁ ଅଧିକ ଲୋକ ଭାରତୀୟ ରେଳରେ ହିଁ ଯାତ୍ରା…

ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌

ଭୁବନେଶ୍ୱର,୨୩।୮: ବିଧାନସଭାରେ ଶୁକ୍ରବାର ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍‌ ବନ୍ଦ କରାଯିବ। ଗୃହରେ ଅବକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ…

ବ୍ଲକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କଲା ବିଜେଡି

ମୋରଡ଼ା,୨୩ା୮(ସ୍ମାରକ ମାଜୀ): ନିର୍ବାଚନ ସମୟରେ ଭାଜପା ଦେଇଥିବା ପ୍ରତିଶ୍ରୁତି ପାଳନ ନ କରିବା ତଥା ବୃଦ୍ଧା, ବୃଦ୍ଧ, ଭିନ୍ନକ୍ଷମ ଓ ବିଧବାମାନଙ୍କ ପ୍ରତି ହେଉଥିବା ଅବିଚାର ବିରୋଧରେ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଶୁକ୍ରବାର ମୟୂରଭଞ୍ଜ ଜିଲା…

ନଦୀକୁ ଖସିଲା ବସ୍‌: ୧୪ ଜଣଙ୍କ ଜୀବନ ଗଲା, ଉଦ୍ଧାର କାର୍ଯ୍ୟ ଜାରି

କାଠମାଣ୍ଡୁ,୨୩ା୮: ନେପାଳର ପୋଖରାରୁ କାଠମାଣ୍ଡୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଫଳରେ ବସ୍‌ରେ ୪୦ ଜଣ ଭାରତୀୟ ଥିଲେ। ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା…

ନେପାଳରେ ବଡ଼ ଦୁର୍ଘଟଣା: ନଦୀକୁ ଖସିଲା ଭାରତୀୟ ଯାତ୍ରୀବାହୀ ବସ୍‌

କାଠମାଣ୍ଡୁ,୨୩।୮: ନେପାଳରେ ଏକ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ୪୦ ଜଣ ଭାରତୀୟଙ୍କୁ ନେଇ ଯାଉଥିବା ବସ୍‌ ନଦୀରେ ଖସିପଡିଥିବା ସୂଚନା ମିଳିଛି। ଉଦ୍ଧାର କାର୍ଯ୍ୟ ଚାଲିଛି। ଅନେକ ଲୋକଙ୍କର ମୃତ୍ୟୁ ହେବାର ସମ୍ଭାବନା ରହିଛି। ନେପାଳ ପୋଲିସର ଅଧିକାରୀ…

ସେବାଶ୍ରମରେ ତାଲା ପକାଇ ଫାଟକ ସାମ୍ନାରେ ଧାରଣାରେ ବସିଲେ ଅଭିଭାବକ, ଦାବି ପୂରଣ ନ ହେଲେ…

ଦାରିଙ୍ଗବାଡ଼ି,୨୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ସରକାରୀ ସେବାଶ୍ରମକୁ ତାଲା ପକାଇ ବିକ୍ଷୋଭ କରୁଛନ୍ତି ଅଭିଭାବକ ଓ ପଞ୍ଚାୟତ ଅଞ୍ଚଳବାସୀ। ଶିକ୍ଷକ ଅଭାବକୁ ପୁରଣ କରିବା ସେମାନଙ୍କ ମୁଖ୍ୟ ଦାବି ହୋଇଥିବା ବେଳେ ବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟାର…

ୟୁକ୍ରେନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ହେଲା ଭବ୍ୟ ସ୍ବାଗତ

କିଭ୍‌,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁକ୍ରେନରେ ପହଞ୍ଚିଛନ୍ତି। ୟୁକ୍ରେନରେ ପ୍ରଧାନମନ୍ତ୍ରୀ ପ୍ରାୟ ସାତ ଘଣ୍ଟା ରହିବେ। ସେଠାରୁ ସ୍ଥାନୀୟ ସମୟ ଅପରାହ୍ନ ୪.୪୦ରେ (ଭାରତୀୟ ସମୟ ସା ୭.୧୦)ରୁ ଫେରିବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ଟ୍ରେନ ଯୋଗେ ପୋଲାଣ୍ଡରେ…

ଘାରିଲାଣି ଡେଙ୍ଗୁ, ମ୍ୟାଲେରିଆ ଭୟ

ବରଗଡ,୨୩।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବଢ଼ି ଚାଲିଛି। ଏଥିରୁ ବରଗଡ଼ ଜିଲା ମଧ୍ୟ ବାଦ୍‌ ପଡ଼ିନାହିଁ। ଜିଲାରେ ଏପର୍ଯ୍ୟନ୍ତ ୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜିଲା ସ୍ବାସ୍ଥ୍ୟ ବିଭାଗରୁ ସୂଚନା ମିଳିଛି। ମାତ୍ର ବେସରକାରୀ ଭାବେ ଏହା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?