Home

ୟୁକ୍ରେନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ହେଲା ଭବ୍ୟ ସ୍ବାଗତ

କିଭ୍‌,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁକ୍ରେନରେ ପହଞ୍ଚିଛନ୍ତି। ୟୁକ୍ରେନରେ ପ୍ରଧାନମନ୍ତ୍ରୀ ପ୍ରାୟ ସାତ ଘଣ୍ଟା ରହିବେ। ସେଠାରୁ ସ୍ଥାନୀୟ ସମୟ ଅପରାହ୍ନ ୪.୪୦ରେ (ଭାରତୀୟ ସମୟ ସା ୭.୧୦)ରୁ ଫେରିବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ଟ୍ରେନ ଯୋଗେ ପୋଲାଣ୍ଡରେ…

ଘାରିଲାଣି ଡେଙ୍ଗୁ, ମ୍ୟାଲେରିଆ ଭୟ

ବରଗଡ,୨୩।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବଢ଼ି ଚାଲିଛି। ଏଥିରୁ ବରଗଡ଼ ଜିଲା ମଧ୍ୟ ବାଦ୍‌ ପଡ଼ିନାହିଁ। ଜିଲାରେ ଏପର୍ଯ୍ୟନ୍ତ ୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜିଲା ସ୍ବାସ୍ଥ୍ୟ ବିଭାଗରୁ ସୂଚନା ମିଳିଛି। ମାତ୍ର ବେସରକାରୀ ଭାବେ ଏହା ଆହୁରି…

ବିଏମ୍‌ସିକୁ ସୁହାଇଲା ଏନ୍‌ଜିଟି ରାୟ

ଭୁବନେଶ୍ୱର,୨୩ା୮ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟ ଅସ୍ଥାୟୀ ଡମ୍ଫିୟାର୍ଡ ବା ଟେମ୍ପରାରି ଟ୍ରାଞ୍ଜିଟ୍‌ ଷ୍ଟେଶନ (ଟିଟିଏସ୍‌) ମାମଲାକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି) ଶୁଣାଣି ଶେଷ କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଦାଖଲ କରାଯାଇଥିବା ସତ୍ୟପାଠରେ…

ଶୋଇଥିବା ବେଳେ ଘର ଭାଙ୍ଗିଦେଲା ହାତୀ, ଆଉ ତା’ ପରେ…

ପାଟଣା,୨୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ୨୮ଟିକିଆ ବଣୁଆ ହାତୀପଲ ଉପଦ୍ରବ ସହ ଭୟ ଦେଖାଦେଇଛି। ଏହି ହାତୀପଲ ୨ ଭାଗରେ ବିଭକ୍ତ ହୋଇ ଧାନ,ମକା, ପରିବା ଚାଷ ନଷ୍ଟ କରିବା ସହ ଘର ଭାଙ୍ଗି ଧାନ ଚାଉଳ…

କୋଲକାତା ଅଭିଯୁକ୍ତ ସଞ୍ଜୟଙ୍କ ମା’ ଖୋଲି କହିଦେଲେ ସବୁକଥା: ସେ ଏମିତି କାମ…

କୋଲକାତା,୨୩।୮: କୋଲକାତାସ୍ଥିତ ଆର୍‌.ଜି. କର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ଘଟଣା ଦେଶକୁ ଦୋହଲାଇ ଦେଇଛି। ଘଟଣାର ତଦନ୍ତ ଯେତିକି ବଢୁଛି ସେତିକି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ପରିବାର ମଧ୍ୟ…

କୋଲକାତା ବଳାତ୍କାର ଘଟଣାରେ ସିବିଆଇ ହାତରେ ଲାଗିଲା ବଡ଼ ସୁରାକ, ପୀଡିତାଙ୍କ ସହ ହୋଇନାହିଁ…

କୋଲକାତା,୨୩।୮: କୋଲକାତାର ଟ୍ରେନି ଡାକ୍ତରଙ୍କ ବଳାତ୍କାର-ହତ୍ୟା ମାମଲାର ତଦନ୍ତ କରୁଥିବା ସିବିଆଇ ଏହି ମାମଲାରେ ତଦନ୍ତ ରିପୋର୍ଟ ସୁପ୍ରିମକୋର୍ଟରେ ଦାଖଲ କରିଛି। ଏହି ସମୟରେ ନୂଆ ପ୍ରମାଣ ସାମ୍ନାକୁ ଆସିଛି। ଯେଉଁଥିରେ ସିବିଆଇ ଜାଣିବାକୁ ପାଇଛି ଯେ ପୀଡିତାଙ୍କ ସହିତ କୌଣସି…

ଅଳକା ଖନନ ଠିକ୍‌ ଭାବେ ହୋଇ ପାରିନାହିଁ: ମୁଖ୍ୟମନ୍ତ୍ରୀ

ଜଗତସିଂହପୁର,୨୩ା୮(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାର ଏକଦା ଲାଇଫଲାଇନ୍‌ କୁହାଯାଉଥିବା ଅଳକା ନଦୀ ଆଜି ମୃତପ୍ରାୟ। ଏହି ନଦୀର ଅନେକ ସ୍ଥାନ ଜବରଦଖଲରେ ଅଛି। ଏହାକୁ ନେଇ ଜଗତ୍‌ସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଚିନ୍ତାପ୍ରକଟ କରିଛନ୍ତି। ଏହି ନଦୀକୁ ଜମି ମାଫିଆ…

ନିର୍ବାଚନ ଘୋଷଣା ହେଉ ହେଉ ଜମ୍ମୁ କଶ୍ମୀରରେ ହାଇ ଆଲର୍ଟ, ବଡ଼ ଆତଙ୍କବାଦୀ ଆକ୍ରମଣ ସୂଚନା

ଶ୍ରୀନଗର,୨୩।୮: ଜମ୍ମୁ କଶ୍ମୀରରେ ବହୁତ ଶୀଘ୍ର ନିର୍ବାଚନ ହେବାକୁ ଯାଉଛି। ଏହାରି ଭିତରେ ଶୁଣିବାକୁ ମିଳୁଛି ଯେ, ଆତଙ୍କବାଦୀ ଜମ୍ମୁର ପୋଲିସ ଷ୍ଟେଶନ, କିଛି ସୁରକ୍ଷା ସ୍ଥଳୀ ଉପରେ ଆକ୍ରମଣ କରିବାକୁ ଯାଉଛନ୍ତି। ସିକ୍ରେଟ ଇନପୁଟଙ୍କୁ ଏନେଇ ଖବର ମିଳିବା ପରେ…

୫ ବର୍ଷରେ ୧୫,୦୦୦କୋଟିର ଋଣ ବଣ୍ଟନ

ନୂଆଦିଲ୍ଲୀ,୨୩।୮:ଘରୋଇ ବଜାରରେ ବର୍ତ୍ତମାନ ଋଣ ବଣ୍ଟନ ଓ ପ୍ରଦାନକୁ ନେଇ ଡିଜିଟାଲ ପ୍ଲାଟ୍‌ଫର୍ମଗୁଡିକ ପ୍ରତିଯୋଗିତାମୂଳକ ସୁଧ ହାରରେ ଋଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏପରିକି ଦେଶର ପ୍ରମୁଖ ଡିଜିଟାଲ ଆର୍ଥିକ ନେଣଦେଣକାରୀ ସଂସ୍ଥା ଭାରତ ପେ ମଧ୍ୟ ତା’ର ମର୍ଚ୍ଚାଣ୍ଟ…

୪ଜଣଙ୍କୁ ବିବାହ କରିଛନ୍ତି ସଞ୍ଜୟ, ପୁଅଝିଅ ଥିବା…କୋଲକାତା ଅଭିଯୁକ୍ତଙ୍କ ଫ୍ୟାମିଲ ଲାଇଫ୍‌ ଜାଣି ସିବିଆଇ ତାଜୁବ

କୋଲକାତା,୨୩।୮: କୋଲକାତାର ବିଭତ୍ସ ଘଟଣାକୁ ନେଇ ସାରା ଦେଶରେ ବିରୋଧ କରାଯାଉଛି। ଜନତା ସୋସିଆଲ ମିଡିଆରେ ବିରୋଧ କରିବା ସହ ରାଜରାସ୍ଥାକୁ ମଧ୍ୟ ଓହ୍ଲାଇଛନ୍ତି। ତେବେ ଏହାରି ଭିତରେ କୋଲକାତା ଅଭିଯୁକ୍ତଙ୍କର ପାରାବାରିକ ଜୀବନ ଉପରେ ଏମିତି କିଛି ଜଣାପଡିଛି ଯାହାକୁ…

ଓଡ଼ିଶାରେ ଜିଓ ୧ ନମ୍ବର: ପଛରେ ପଡିଲା ବିଏସ୍‌ଏନ୍‌ଏଲ୍‌

ଭୁବନେଶ୍ୱର,୨୩।୮:ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍‌ ରେଗୁଲେଟୋରି ଅଥରିଟି…

OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୩ା୮: ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?