ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ସହାୟତା ରାଶି ଘୋଷଣା କଲେ….
ଛତ୍ରପୁର,(ଦିଲ୍ଲୀପ ସାମଲ)୧୧/୧: ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣକ ହେଲେ ଗାଙ୍ଗପୁର- ୨ ଗ୍ରାମର ସାଗର ନାହାକ (୨୮) । ଏପରି ଦୁଖଃଦ ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ଥାନା ଅଞ୍ଚଳରେ । ଶନିବାର…
ଲାଇନ୍ଚ୍ୟୁତ ହେଲା ମାଲବାହୀ ଟ୍ରେନ, ଠିଆ ହୋଇଥିବା ବେଳେ….
ବେଲପାହାଡ, ୧୧/୧(ସୁବାସ ପ୍ରଧାନ): ବର୍ତ୍ତିଗଲା ବଡ଼ ଟ୍ରେନ ଦୁର୍ଘଟଣା । ଝାରସୁଗୁଡ଼ା ଜିଲାରେ ମାଲବାହୀ ଟ୍ରେନ୍ର ୩ଟି ବଗି ଲାଇନ୍ଚ୍ୟୁତ ହୋଇଛି । ଝାରସୁଗୁଡା ଜିଲା ବେଲପାହାଡ଼ ରେଳ ଫାଟକରେ ରବିବାର ଅପରାହ୍ନ ୫ ଟା ସମୟରେ କୋଇଲା ପରିବହନ କରୁଥିବା ରେଳଗାଡି…
ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୧୧ା୧: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ୫ ଜାନୁଆରୀ ୨୦୨୬ରେ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯାହା ତାଙ୍କ ବ୍ରୋଙ୍କିଆଲ ଆଜ୍ମାକୁ ଆହୁରି ତୀବ୍ର କରିଥିଲା। ସାର୍…
ତଦନ୍ତ ପାଇଁ ଯାଇଥିବା ବେଳେ ତଦନ୍ତ ଅଧିକାରୀଙ୍କ ସହ ଧସ୍ତାଧସ୍ତି, ଥାନାରେ…
ଗଜପତି,୧୧।୧(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ରାଣୀପେଣ୍ଠା ଗ୍ରାମ ନିକଟରେ ଗୋଟିଏ ଆବାସିକ ଘରେ କୌଣସି ଏକ ସଂଗଠନ ତରଫରୁ ଚାକିରି ଦେବା ନାମରେ ତାଲିମ ଦିଆଯାଉଥିଲା । ଏନେଇ ଖବର ପାଇ ପାରଳାଖେମୁଣ୍ଡି ପୋଲିସ ତଦନ୍ତ ପାଇଁ…
ଧାନ କିଣାବିକାରେ ଅବ୍ୟବସ୍ଥା: ଚାଷୀ ପ୍ରତିନିଧି ଅଟକ, ରାଜନେତାଙ୍କୁ ଘାରିଲାଣି ଭୟ
ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଅବ୍ୟବସ୍ଥା ଅଭିଯୋଗରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଚାଷୀମାନେ କେବଳ ରାଜରାସ୍ତାକୁ ଓହ୍ଲାଉଛନ୍ତି, ତାହା ନୁହେଁ। ଶାସକ ଦଳର ନେତା, ମନ୍ତ୍ରୀଙ୍କୁ ସେଥିପାଇଁ ଆକ୍ରୋଶର ସମ୍ମୁଖୀନ ହେବାକୁ ପଡୁଛି। ଶନିବାର ସୁବର୍ଣ୍ଣପୁରରେ ଚାଲିଥିବା ଏକ…
ପୁନମଙ୍କ ସେଲ୍ଫି ନେବା ବେଳେ ଫ୍ୟାନ୍ସ କଲେ ଘୃଣ୍ୟ କାମ, ଭାଇରାଲ ହେଉଛି ଭିଡିଓ
ନୂଆଦିଲ୍ଲୀ,୧୧ା୧: ବଲିଉଡ୍ ନାୟିକାମାନଙ୍କ ସହିତ ଫଟୋ ଉଠାଇବା ପାଇଁ ପ୍ରଶଂସକମାନେ ସର୍ବଦା ପାଗଳ ହୋଇଥାନ୍ତି । ନିକଟରେ ଜଣେ ପ୍ରଶଂସକ ଜଣେ ବୋଲ୍ଡ ବଲିଉଡ୍ ଅଭିନେତ୍ରୀଙ୍କ ସହିତ ସେଲଫି ନେଉଥିବା ସମୟରେ ଏକ ଘୃଣ୍ୟ କାର୍ଯ୍ୟ କରିଥିଲେ, ଯାହାକୁ ବ୍ୟାପକ ନିନ୍ଦା…
ଆମ ବସକୁ ନେଇ ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ, କହିଲେ ଯମ ବସ୍…
ଭୁବନେଶ୍ବର,୧୧ା୧: ବାରମ୍ବାର ଆମ ବସ୍ ଦୁର୍ଘଟଣା ପରେ ମୁହଁ ଖୋଲି ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା । ଆମ ବସ୍କୁ ନେଇ ପ୍ରତ୍ୟେକ ଲୋକଙ୍କ ପାଟିରୁ ବର୍ତ୍ତମାନ ଯମ ବସ୍ ବାହାରୁଛି । ଏବେ ଯେଉଁଭଳି…
ରାହାଗିରିରେ ପାରମ୍ପରିକ କଳା ସହ ଆଧୁନିକତାର ଝଲକ, ଝୁମିଲେ ଦର୍ଶକ
ଗଜପତି,୧୧ା୧(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଜିଲାସ୍ତରୀୟ ମହୋତ୍ସବ ଗଜପତି ଉତ୍ସବ-୨୦୨୫ ଉତ୍ସବ ପୂର୍ବରୁ ପାରଳାଖେମୁଣ୍ଡି ବଡ଼ଦାଣ୍ଡରେ ପ୍ରସାସନ ପକ୍ଷରୁ ରବିବାର ରାହାଗିରି ଅନୁଷ୍ଠିତ ହୋଇଯାଇଛି। ଆଜି ରାହାଗିରି ପାଇଁ ପୌରପାଳିକା ତରଫରୁ ସମସ୍ତ ଉଠାଦୋକାନୀ, ଯାନବାହନ ଚଳାଚଳ…
‘ଛାତ୍ରୀଛାତ୍ର ଦେଶ ବିକାଶରେ ଭାଗିଦାରୀ ହୁଅନ୍ତୁ’
ଭଞ୍ଜନଗର,୧୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦରସ୍ଥିତ ଗ୍ରାମ ବିକାଶ ବିଦ୍ୟା ବିହାରର ୨୩ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ।…
PM Kisan: ଚାଷୀଙ୍କ ଅପେକ୍ଷାର ଅନ୍ତ! ଏହି ଦିନ ଆକାଉଣ୍ଟକୁ ଆସିବ ୨୦୦୦ ଟଙ୍କା
ନୂଆଦିଲ୍ଲୀ,୧୧ା୧: ଦେଶର ଲକ୍ଷ ଲକ୍ଷ ଚାଷୀଙ୍କ ପାଇଁ, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (ପିଏମ କିଷାନ ଯୋଜନା) କେବଳ ଏକ ସରକାରୀ ଯୋଜନା ନୁହେଁ ବରଂ ଆର୍ଥିକ ସହାୟତାର ଏକ ପ୍ରମୁଖ ଉତ୍ସ ପାଲଟିଛି। କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ଏହି…
ରାତି ହେଲେ ମା’ବାପାଙ୍କୁ ନିଦ ଔଷଧ ଦେଇ ପ୍ରେମିକଙ୍କୁ ଭେଟିବାକୁ ଯାଉଥିଲେ…୮ମ ଶ୍ରେଣୀ ଛାତ୍ରୀଙ୍କ ଏମିତି…
ଲକ୍ଷ୍ନୌ,୧୧।୧: ପାଗଳ କଲା ପ୍ରେମ। ନାବାଳିକା ହେଲେ ହେଁ ହିତାହିତ ଜ୍ଞାନକୁ ଭୁଲିଗଲେ। ମା’ବାପାଙ୍କୁ ନିଦ ବଟିକା ଦେଇ ଶୁଆଇ ଦେଇ ପ୍ରେମିକଙ୍କୁ ଭେଟିବାକୁ ଚାଲିଯାଉଥିଲେ ସେ। ଏବେ ଉତ୍ତର ପ୍ରଦେଶର ଗୋରଖପୁରରୁ ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି।…
ବାଚସ୍ପତିଙ୍କୁ ସମ୍ବର୍ଦ୍ଧନା ଦେଲା ରାଇକିଆ ଭାଜପା
ରାଇକିଆ,୧୧ା୧(ପ୍ରଦୀପ ବେହେରା): ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କ କନ୍ଧମାଳ ଗସ୍ତ ଅବସରରେ ରାଇକିଆ ବ୍ଲକ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସ୍ବଳ୍ପକାଳୀନ ରହଣି ମଧ୍ୟରେ ବାଚସ୍ପତି ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିବା ସହ କନ୍ଧମାଳ ଜିଲାର ପରିଚୟ ହଳଦୀ,…
Archives


