୨୦ ବର୍ଷ ପରେ ମୁହଁ ଖୋଲିଲେ ଇମ୍ରାନ ହାସମି
ମୁମ୍ବାଇ: ଅନୁରାଗ ବସୁଙ୍କ ଦ୍ୱାରା ନିର୍ଦ୍ଦେଶିତ ରୋମାନ୍ସ ଥ୍ରୀଲର ମୁଭି ‘ମର୍ଡର’ରେ ଇମ୍ରାନ ହାସମି ଏବଂ ମଲାଇକା ଶେରାୱତ ଏକାଠି କାମ କରିଥିଲେ। ଏହି ମୁଭିଟି ହିଟ ଅପେକ୍ଷା ଇମ୍ରାନ ଏବଂ ମଲ୍ଲିକାଙ୍କ ଅନ୍ତରଙ୍ଗ ଦୃଶ୍ୟକୁ ନେଇ ଅଧିକ ଆଲୋଚନା କରାଯାଇଥିଲା।…
ଆଇନଗତ କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପ୍ରଦାନ ପାଇଁ ଏଡିଏମ୍ଙ୍କୁ ନିବେଦନ
ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): ସୂଚନା ଅଧିକାର ଆଇନ ଅନୁସାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତି ଏକ ସୂଚନା ସମ୍ପର୍କରେ ତଥ୍ୟ ପାଇବା ପାଇଁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟର ଜନ ସୂଚନା ଅଧିକାରୀଙ୍କ ନିକଟରେ ୧୦.୧୦.୨୦୨୩ରେ ଆବେଦନ କରିଥିଲେ। ଜନ…
ଆୟୁଷ୍ମାନ କାର୍ଡଧାରୀଙ୍କ ପାଇଁ ଖୁସି ଖବର, ୧୦ ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା
ନୂଆଦିଲ୍ଲୀ,୭।୭: ‘ଆୟୁଷ୍ମାନ କାର୍ଡ’ ଥିବା ଲୋକଙ୍କ ପାଇଁ ବଡ଼ ଖବର । ଯଦି ଆପଣଙ୍କର ଏହି କାର୍ଡ ଅଛି, ଆପଣଙ୍କ ଘରେ କେହି ଅସୁସ୍ଥ ହୋଇପଡନ୍ତି, ତେବେ ଆପଣ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ପାଇପାରିବେ। ଆପଣଙ୍କୁ କେବଳ ଏହି…
ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ
ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ,…
ବଡ଼ଦାଣ୍ଡରେ ଗଡ଼ିଲା ରଥ
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…
ବଡ଼ଦାଣ୍ଡରେ ଲୀଳାମୟଙ୍କୁ ଚାହିଁ ହାତ ଯୋଡ଼ିଲେ ନବୀନ
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଠାକୁରଙ୍କୁ ଦେଖିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ। ସେ ଦୁଇହାତ ଯୋଡ଼ି…
ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କ ସହ ମିଶି ରଥ ଟାଣିଲେ ଏମପି ସୁକାନ୍ତ ପାଣିଗ୍ରାହୀ
ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ପବିତ୍ର ରଥଯାତ୍ରା ପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡ଼ିଛି। ଉକ୍ତ ବ୍ଲକର ସିମନବାଡ଼ି ସମେତ ଗବାଟବାଡ଼ି, ସୁଗାନକେତା, ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଗଦାପୁର ଏବଂ କାଟିଙ୍ଗିଆଠାରେ ବଡ଼ ଧୂମ୍ଧାମରେ ପାଳନ କରାଯାଉଥିବା ବେଳେ ଦୁର୍ଗମ ଅପହଞ୍ଚ ଗବାଟବାଡ଼ି ଗ୍ରାମରେ…
ଭାରତ ସହ ଗେମ ଖେଳିଲା ଶ୍ରୀଲଙ୍କା! ସରକାରଙ୍କ ଏହି ନିଷ୍ପତ୍ତି ବଢାଇଲା ଟେନସନ
କଲମ୍ବୋ/ନୂଆଦିଲ୍ଲୀ,୭।୭: ଆସନ୍ତା ବର୍ଷ ଠାରୁ ବିଦେଶୀ ଅନୁସନ୍ଧାନକାରୀ ଜାହାଜ ଆସିବା ଉପରେ ଥିବା ପ୍ରତିବନ୍ଧକକୁ ହଟାଇବାକୁ ଶ୍ରୀଲଙ୍କା ନିଷ୍ପତ୍ତି ନେଇଛି। ଜାପାନ ଗଣମାଧ୍ୟମରେ ଆସିଥିବା ଖବରରୁ ଏହି ସୂଚନା ଗ୍ରହଣ କରାଯାଇଥିଲା। ଉଚ୍ଚ-ବୈଷୟିକ ଯୁକ୍ତ ଚାଇନାର ଗୁପ୍ତଚର ଜାହାଜଗୁଡ଼ିକ ଶ୍ରୀଲଙ୍କା ବନ୍ଦରରେ…
ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି
ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ ଧରି ଅନବସର ଘରେ ଜ୍ବରରେ ପୀଡ଼ିତ ଥିବା ବିଗ୍ରହମାନେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବା…
୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…
ଏହି ଖେଳାଳିଙ୍କ ପାଇଁ ଭାରତ ରତ୍ନ ଦାବି କଲେ ଗାଭାସ୍କର
ନୂଆଦିଲ୍ଲୀ,୭।୭: ପୂର୍ବତନ ଖେଳାଳି ତଥା ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବାକୁ ଭେଟେରାନ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଦାବି କରିଛନ୍ତି। ପ୍ରଶିକ୍ଷକ ଭାବରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଟି -୨୦…
ନବୀନଙ୍କୁ ନେବା ପାଇଁ ମଞ୍ଚରୁ ଧାଇଁ ଆସିଲେ ଧର୍ମେନ୍ଦ୍ର, ଭିଡିଓ ଦେଖିଲେ…
ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ସବୁ ଦଳର ନେତା। ଏହି ଉପଲକ୍ଷେ ବଡ଼ଦାଣ୍ଡରେ ହୋଇଥିବା ଏକ ମଞ୍ଚରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କେନ୍ଦ୍ର…
Archives


