Home

ରୋଲ୍‌ବଲ୍‌ରେ ପୁଣି ଓଡ଼ିଶାର ଚମକ

ଭୁବନେଶ୍ୱର, ୯।୪ (ତପନ ସ୍ବାଇଁ): ରୋଲ୍‌ ବଲ୍‌ରେ ପୁଣି ଓଡ଼ିଶା ଖେଳାଳିମାନେ ଚମକ ସୃଷ୍ଟି କରିଛନ୍ତି। ଆସାମ ଗୁଆହାଟୀସ୍ଥିତ ରୁଦ୍ର ସିଂ ରୋଲ ବଲ୍‌ ଷ୍ଟାଡିୟମରେ ଅନୁଷ୍ଠିତ ୧ମ ଜାତୀୟ ପୂର୍ବାଞ୍ଚଳ ୧୭ ବର୍ଷରୁ କମ୍‌ ରୋଲ ବଲ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶାର…

ସୁରଙ୍କ ପରିବାରକୁ ପୁତୁରାଙ୍କ ଟାର୍ଗେଟ

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ଜଟଣୀ ବିଧାନସଭା ଆସନକୁ ନେଇ ଏବେ କଂଗ୍ରେସ ଚିନ୍ତାରେ ପଡ଼ିଯାଇଛି। ଏହି ଆସନରୁ ବିଧାୟକ ଥିବା କଂଗ୍ରେସର ବରିଷ୍ଠ ନେତା ସୁରେଶ କୁମାର ରାଉତରାୟ ଏଥର ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିସାରିଛନ୍ତି। ହେଲେ ଏହାରି ଭିତରେ ସୁରଙ୍କ…

ଜାତୀୟ ମହିଳା ହକି କ୍ୟାମ୍ପରେ ୩୩ ଖେଳାଳି: ଓଡ଼ିଶାରୁ ୩ ସାମିଲ

ବେଙ୍ଗାଲୁରୁ, ୯ା୪(ପି.ଟି.): ସୋମବାର ହକି ଇଣ୍ଡିଆ ପକ୍ଷରୁ ଜାତୀୟ ହକି କ୍ୟାମ୍ପ ପାଇଁ ୩୩ ଜଣ ସମ୍ଭାବ୍ୟ ଖେଳାଳିଙ୍କ ତାଲିକା ପ୍ରକାଶ ପାଇଛି। ଗୋଲକିପର ସବିତା ପୁନିଆ ଓ ଫରଓ୍ବାର୍ଡ ବନ୍ଦନା କାଟାରିୟାଙ୍କ ଭଳି ସିନିୟର ଖେଳାଳିଙ୍କୁ ସ୍ଥାନ ମିଳିଥିବା ବେଳେ…

ଇପିଏଫ୍‌ ପେନ୍‌ସନ୍‌ ବୃଦ୍ଧି ମାମଲାରେ କେନ୍ଦ୍ର ସରକାରଙ୍କୁ ନୋଟିସ

କଟକ,୯ା୪ (କାର୍ତ୍ତିକ ସାହୁ):ଇପିଏଫ୍‌ ପେନ୍‌ସନ୍‌ ବୃଦ୍ଧି ମାମଲାରେ ଜବାବ ଦାଖଲ ଲାଗି ଓଡ଼ିଶା ହାଇକୋର୍ଟ କେନ୍ଦ୍ର ସରକାରଙ୍କ ଶ୍ରମ ଓ ଅର୍ଥ ମନ୍ତ୍ରଣାଳୟ ସଚିବଙ୍କ ସମେତ କେନ୍ଦ୍ରୀୟ ଭବିଷ୍ୟନିଧି ସଙ୍ଗଠନ ଆୟୁକ୍ତଙ୍କୁ ନୋଟିସ ଜାରି କରିଛନ୍ତି। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର…

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ ପାରାର ଦୁଇ ଗୋଡ଼ରେ ବିଦେଶୀ ଭାଷାରେ ଲେଖାଥିବା ଜିପିଏସ୍‌ ଟ୍ରାକର ଭଳି ଚିପ୍‌ ଲାଗିଛି।…

କେବଳ ଶଙ୍ଖ ଚିହ୍ନ ପାଇଁ ୬ଥର ହୋଇଛନ୍ତି ଏମ୍‌ପି

କଟକ, ୯ା୪(ଶିଳ୍ପା ପ୍ରିୟଦର୍ଶିନୀ):ବାରବାଟୀ-କଟକ ବିଜେଡିର କର୍ମୀ ସମ୍ମିଳନୀ କଟକ ସାରଳା ଭବନରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ଯୋଗଦେବା ପରେ ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା କଟକ ଲୋକ ସଭା…

ନବୀନ ନିବାସରେ ସମ୍ବିତଙ୍କ ବିରୋଧରେ ସ୍ବର

ଜଗତ୍‌ସିଂହପୁର,୯ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ ପାରାଦୀପରେ ଏ ପର୍ଯ୍ୟନ୍ତ ବିଜେଡି ପ୍ରାର୍ଥୀ ଘୋଷଣା କରି ନାହିଁ। ପ୍ରାର୍ଥୀ ଘୋଷଣାରେ ଯେତିକି ବିଳମ୍ବ ହେଉଛି ନିର୍ବାଚନ ମଣ୍ଡଳୀରେ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ ଅସନ୍ତୋଷ ସେତିକି ବଢ଼ିବାରେ…

ପଣ୍ୟ ପରିବହନରେ ଏପିଏସ୍‌ଇଜେଡ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୯।୪: ପ୍ରତି ବର୍ଷ ଭଳି ଚଳିତ ମଧ୍ୟ ଆଦାନୀ ପୋର୍ଟସ୍‌ ଆଣ୍ଡ୍‌ ସ୍ପେଶିଆଲ ଇକୋନମିକ୍‌ ଜୋନ ବା ଏପିଏସ୍‌ଇଜେଡ୍‌ ପଣ୍ୟ ପରିବହନରେ ଉଲ୍ଲେଖନୀୟ ସଫଳତା ହାସଲ ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀ ବିଶ୍ୱବ୍ୟାପୀ ୪୨୦…

ଷ୍ଟେଶନରେ ମିଳିବ ଅଟା, ଚାଉଳ

ଭୁବନେଶ୍ୱର,୯।୪(ଅନୁରାଧା ମହାରଣା): ଏଣିକି ଦେଶର ରେଳ ଷ୍ଟେଶନଗୁଡ଼ିକରେ ଅଟା ଏବଂ ଚାଉଳ ମିଳିବ। ଏକ ପାଇଲଟ ପ୍ରୋଜେକ୍ଟ ଅଧୀନରେ ଭାରତୀୟ ରେଳପଥ ଷ୍ଟେଶନରେ ଥିବା ଲୋକଙ୍କୁ ଅଟା ଏବଂ ଚାଉଳ ବିକ୍ରୟ କରିବାକୁ ନିଷ୍ପତ୍ତି ନେଇଛି। ଷ୍ଟେଶନରେ ଯାତ୍ରୀମାନଙ୍କୁ ଅଟା ଏବଂ…

ୟୁପିଆଇ ମାଧ୍ୟମରେ ଏଟିଏମ୍‌ରୁ ଉଠିବ ଟଙ୍କା

ଭୁବନେଶ୍ୱର,୯।୪(ଅନୁରାଧା ମହାରଣା): ଗତ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ୟୁପିଆଇ (ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ) ସମ୍ବନ୍ଧରେ ଏକ ବଡ଼ ଘୋଷଣା କରିଥିଲେ। ତାଙ୍କ କହିବାନୁସାରେ, ଖୁବ ଶୀଘ୍ର ୟୁପିଆଇ ବ୍ୟବହାରକାରୀମାନେ ନିଜ ଫୋନରେ ୟୁପି ଆପ…

ନିର୍ବାଚନ ଲଢ଼ିପାରିବେ ଦିଲୀପ ରାୟ

ନୂଆଦିଲ୍ଲୀ,୯ା୪:କୋଇଲା ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦୋଷୀସାବ୍ୟସ୍ତ ରାୟ ଉପରେ ଦିଲ୍ଲୀ ହାଇକୋର୍ଟ ସୋମବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ସେ ୨୦୨୪ ନିର୍ବାଚନ ଲଢ଼ିପାରିବେ। ୧୯୯୯ରେ ଝାଡ଼ଖଣ୍ଡର କୋଇଲା ଖଣି ଆବଣ୍ଟନରେ ଅନିୟମିତତାକୁ ନେଇ ପୂର୍ବରୁ ଦିଲୀପ ଦୋଷୀସାବ୍ୟସ୍ତ…

ଦୀପକ ଏଇଏସ୍‌ଏଲ୍‌ର ନୂଆ ଏମ୍‌ଡି ତଥା ସିଇଓ

ନୂଆଦିଲ୍ଲୀ,୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ପରୀକ୍ଷା ପ୍ରସ୍ତୁତିକାରୀ ସଂସ୍ଥା (ଟେଷ୍ଟ ପ୍ରିପାରେଟୋରି ସର୍ଭିସେସ) ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ(ଏଇଏସ୍‌ଏଲ୍‌)ର ନୂଆ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ଦୀପକ ମେହରୋତ୍ରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri