ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…
ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ…
ଧକ୍କାଦେଲା ଆମ୍ବୁଲାନ୍ସ: ବାପାଙ୍କ ଆଗରେ ଚାଲିଗଲା ପୁଅ ଜୀବନ
ଝରିଗାଁ,୬।୭: ନବରଙ୍ଗପୁରର ଝରିଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି। ଟାଉନ ଥାନା ମହେନ୍ଦ୍ରୀ ଗାଁ ରାଜ୍ୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ବାପାପୁଅ ସାଇକେଲରେ…
କୋହଲିଙ୍କଠାରୁ ଏମିତି କଥା ଶୁଣି ଖୁସି ହୋଇଗଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୬।୭: ଟି -୨୦ ବିଶ୍ୱକପ ଟ୍ରଫି ଜିତିବା ପରେ ଟିମ ଇଣ୍ଡିଆର ଖେଳାଳିମାନେ ଭାରତରେ ପହଞ୍ଚିଥିଲେ। ଭାରତୀୟ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ଏଥିସହ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖେଳାଳିଙ୍କୁ ଭେଟିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ରୋହିତ ଶର୍ମା, ବିରାଟ…
ଏନ୍ଏମ୍ଡିସି ପରିଦର୍ଶନକଲେ କେନ୍ଦ୍ର ଇସ୍ପାତ ସଚିବ
ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ସଂସ୍ଥା ତଥା ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ(ଏନ୍ଏମ୍ଡିସି) ଲିମିଟେଡ୍ର ହାଇଦ୍ରାବାଦର ପାଟନଚେରୁସ୍ଥିତ ନ୍ୟୁ ଷ୍ଟେଟ୍ ଅଫ୍ ଆର୍ଟ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ସେଣ୍ଟରକୁ କେନ୍ଦ୍ର ଇସ୍ପାତ ସଚିବ ନଗେନ୍ଦ୍ର ନାଥ ସିହ୍ନା…
୨୦୩୧-୩୨ସୁଦ୍ଧା ୩୮୪ଜିଡ଼ବ୍ଲ୍ୟୁ ଶକ୍ତି ଚାହିଦା ଆକଳନ
ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ (ଆଇସିସି)ର ଓଡ଼ିଶା ଶଖା ପକ୍ଷରୁ ଭୁବନେଶ୍ୱର ଠାରେ ପୂର୍ବାଞ୍ଚଳରେ ବିକଳ୍ପ ଶକ୍ତି ଉସତ୍ର ସୁଚିନ୍ତିତ ତଥା ଅନୁସନ୍ଧାନ ପାଇଁ ଏକ ପ୍ଲାଟ୍ଫର୍ମ ସୃଷ୍ଟି କରିବା ପାଇଁ ‘ତୃତୀୟ ପୂର୍ବାଞ୍ଚଳ ଶକ୍ତି…
ବଜାରରେ ବଜାଜ୍ର ଫ୍ରିଡମ୍୧୨୫
ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍ ଅଟୋ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍ଡ ନ୍ୟାଚୁରାଲ ଗ୍ୟାସ୍ ବା ସିଏନ୍ଜି ବାଇକ୍ ‘ଫ୍ରିଡମ ୧୨୫’ର ଆନୁଷ୍ଠାନିକ ଅନାବରଣ ଶୁକ୍ରବାର ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ…
ଇସ୍ରାଏର ଚାର୍ଟରିଂ ସେରିମନି
ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍ ସୋସାଇଟି ଅଫ୍ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍ନିଂ ଇଞ୍ଜିନିୟର୍ସ (ଆଇଏସ୍ଏଚ୍ଏଆର୍ଏଇ ବା ଇସ୍ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଚାର୍ଟରିଂ ସେରିମନି’ର ଆୟୋଜନ ଭୁବନେଶ୍ୱରର ଏକ ୫ ତାରକା…
ଲାଲ୍ଚାନ୍ଦ୍ ଜୁଏଲର୍ସର ମନ୍ସୁନ୍ ସେଲ୍
ଭୁବନେଶ୍ୱର ,୬।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍ ଲାଲ୍ଚାନ୍ଦ୍ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍ସୁନ୍ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ)…
ବ୍ୟବସାୟ ସମ୍ପ୍ରସାରଣକୁ ସର୍ବାଧିକ ଗୁରୁତ୍ୱ
ଭୁବନେଶ୍ୱର ,୬।୭ (ଅଭୟ ଦାଶ): କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରି ପକ୍ଷରୁ ଭୁବନେଶ୍ୱରଠାରେ ଏକ ଦିନିକିଆ ଗ୍ରାହକ ସମ୍ମିଳନୀ (ରିଟେଲ ପାର୍ଟନରମାନଙ୍କ ପାଇଁ ଏକ ବ୍ୟବସାୟିକ ବୈଠକ)ର ଆୟୋଜନ କରାଯାଇଥିଲା। ଏହି ଏକତ୍ରୀକରଣର ପ୍ରାଥମିକ ଲକ୍ଷ୍ୟ ଥିଲା ଦେଶବ୍ୟାପୀ କିସ୍ନା…
ଆଜି ଭାରତ-ଜିମ୍ବାଓ୍ବେ ପ୍ରଥମ ଟି-୨୦: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍
ହରାରେ,୬।୭: ଭାରତୀୟ କ୍ରିକେଟ ଦଳ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ଆଫ୍ରିକୀୟ ଦେଶରେ ଦ୍ୱିପାକ୍ଷିକ ସିରିଜ ଖେଳିବ। ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳ ଜିମ୍ବାୱେ ଗସ୍ତରେ ଯାଇ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଇଛନ୍ତି। ଆଜି…
ମାଲାବାରରେ ମାଇନ ଡାଇମଣ୍ଡ ଶୋ
ଭୁବନେଶ୍ୱର ,୬।୭ (ଅଭୟ ଦାଶ): ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡର ବହୁ ପ୍ରତୀକ୍ଷିତ ‘ଡାଇମଣ୍ଡ ’ ଶୋ ସର୍ବଭାରତୀୟ ସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଭୁବନେଶ୍ୱରସ୍ଥିତ ଶହୀଦନଗର ଶୋ’ରୁମ୍ରେ ମାଇନ ଡାଇମଣ୍ଡ ଶୋ’ ଶୁକ୍ରବାରଠାରୁ…
ବୈଦେଶିକ ମୁଦ୍ରାଭଣ୍ଡାରରେ ୧.୭୧ ବିଲିୟନ ଡଲାର ହ୍ରାସ
ଭୁବନେଶ୍ୱର,୬।୭(ଅନୁରାଧା ମହାରଣା): ଦେଶରେ ବୈଦେଶିକ ମୁଦ୍ରାଭଣ୍ଡାରରେ ହ୍ରାସ ଘଟିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଶୁକ୍ରବାର ତଥ୍ୟ ପ୍ରକାଶକରି କହିଛି, ଚଳିତବର୍ଷ ଜୁନ୍ ଶେଷ ସପ୍ତାହରେ ୧.୭୧୩ ବିଲିୟନ ଡଲାର ହ୍ରାସ ସହିତ ବୈଦେଶିକ ବିନିମୟ ସଂରକ୍ଷଣ ୬୫୧.୯୯୭ ବିଲିୟନ ଡଲାର ଥିଲା।…
Archives


