Home

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ ଭଡାରେ ବିଭିନ୍ନ ପନିପରିବା ଆଣୁଥିବାରୁ ବର୍ଷା ଋତୁରେ ଦରଦାମ ବଢ଼ିବାରେ ଲାଗିଛି। କେସିଙ୍ଗା…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଭିଡିଓଟି ବରଗଡ଼ ପଞ୍ଚାୟତ କଲେଜ ରାସ୍ତାର ନାକାପଡା…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଂକେତ ୬.୫…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି ଭାଙ୍ଗି ଯାଇଯାଇଛି। ସେହିପରି କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ପିଡବ୍ଲୁଡି ରାସ୍ତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ ଟୋକନ୍ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛି । ଏହାର ଉଦ୍ଦେଶ୍ୟ ହେଉଛି…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ ୨୩ ତାରିଖରେ ପଞ୍ଚାୟତର ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ ସରପଞ୍ଚ ଓଝାଙ୍କ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ସହ ସମସ୍ତ ଅଙ୍ଗନବାଡ଼ି…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଘଟଣାର ୨୪ଘଣ୍ଟା ମଧ୍ଯରେ ସୋମବାର ରାତ୍ରରେ ଗିରଫ…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ​​ଏବଂ ଲୁହ ବୁହା ଗ୍ୟାସ୍ ସେଲ୍ ଫୁଟାଇଥିଲା।…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ ସ୍ବାମୀଜୀଙ୍କ ଅନୁଗତ୍ୟ ମାନଙ୍କ ମଧ୍ୟରେ ଖୁସିର ଲହରୀ ଦେଖାଯାଇଛି। ଦାରିଙ୍ଗବାଡି ଭାଜପା ମଣ୍ଡଳ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ ଯାତ୍ରୀ ପରିବହନ ସମସ୍ୟା ଦେଖିବାକୁ ମିଳୁଛି। ସୋମବାର ଅପରାହ୍ନରେ ଉତ୍ତର ପଶ୍ଚିମଦିଗରୁ ପ୍ରବଳ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଶକ୍ତ ଧକ୍କା ଲାଗିଛି। ନିଯୁକ୍ତିକୁ ଚ୍ୟାଲେଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?