Home

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଞ୍ଜୟ ସିଂ କହିଛନ୍ତି ଯେ ଆଜିର…

ମାଓବାଦୀ-ଯବାନ ଗୁଳିବିନିମୟ: ଯବାନ ଗୁରୁତର

ନୂଆପଡ଼ା,୨୦।୫,(ମକାରୁ ବେମାଲ): ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଏସଓଜି ଯବାନଙ୍କୁ ଗୁଳି ଲାଗିଥିବାରୁ ସେ…

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ ଆଦିତ୍ୟ ଧର ଏହି ଖୁସି ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଉଭୟ ଏକ…

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାୟକ ତଥା ବିଜେଡ଼ିର ବରଗଡ଼…

ଆରସିବି ଫାଇନାଲ୍‌ ଯିବା ନିଶ୍ଚିତ! ଏହି ରେକର୍ଡ କହୁଛି ସବୁକିଛି

ନୂଆଦିଲ୍ଲୀ,୨୦।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଗୋଟିଏ ପ୍ରତିଶତ ଆଶାକୁ ୧୦୦ ପ୍ରତିଶତରେ ପରିଣତ କରି ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛି। ବର୍ତ୍ତମାନ ଏଠାରୁ ବେଙ୍ଗାଲୁରୁ ଦଳ ଫାଇନାଲରେ ପ୍ରବେଶ କରିବ ବୋଲି କ୍ରିକେଟପ୍ରେମୀ ଆକଳନ କରୁଛନ୍ତି।…

ଧୋନୀଙ୍କ ଅବସରକୁ ନେଇ ଆସିଲା ବଡ଼ ଅପଡେଟ୍‌: ଜାଣନ୍ତୁ କେବେ ସିଏସ୍‌କେକୁ କହିବେ ବାଏ ବାଏ

ଚେନ୍ନାଇ,୨୦।୫: ଚେନ୍ନାଇ ସୁପର କିଙ୍ଗ୍ସର ଏମଏସ ଧୋନୀ ସବୁଠାରୁ ସଫଳ ଅଧିନାୟକ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ପାଞ୍ଚଟି ଆଇପିଏଲ ଟ୍ରଫି ଜିତିଛି। କିନ୍ତୁ ଏହି ସିଜିନ୍‌ରେ ଅର୍ଥାତ୍‌ ଆଇପିଏଲ ୨୦୨୪, ଧୋନୀ ଚେନ୍ନାଇର ଅଧିନାୟିକତ୍ୱ କରୁ ନ ଥିଲେ। ଧୋନୀଙ୍କ…

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ ପରେ ହେଲିକପ୍ଟର ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ, ଯେଉଁଠାରେ କେହି ବଞ୍ଚିବାର କୌଣସି ଚିହ୍ନ ନଥିଲା। ଏହି…

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ…

ରାଇକିଆରେ ଚାଲିଛି ମତଦାନ

ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି। ଏଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଇଭିଏମ୍‌ ତ୍ରୁଟି ଯୋଗୁ ବିଳମ୍ବରେ କେତେକ…

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଗୁରୁତର ହୋଇ ପ୍ରଥମେ ପାଟଣା ଓ ପରେ…

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର ଅବଦୁଲ୍ଲାୟାନ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସ୍ପେକ୍ଟର୍‌ ଇଣ୍ଡେକ୍ସ ଏହି ସୂଚନା ଦେଇଛି।…

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri