ବିବାହ ଭୋଜି ଚୁଲିରେ ପଡ଼ିଗଲା ଶିଶୁ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
କୋକସରା,୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗାଁରେ ଘଟିଯାଇଛି ଅଭାବନୀୟ ଘଟଣା। ଦୁର୍ଯୋଧନ ମାଝୀଙ୍କ ୩ ବର୍ଷର ଶିଶୁପୁତ୍ର ମୋଟୁ ମାଝୀ ଶୁକ୍ରବାର ନିଆଁରେ ପୋଡ଼ି ଆହତ ହୋଇଛନ୍ତି । ଗାଁରେ ଏକ ବିବାହ…
ଆସୁଛି କାଳ ବୈଶାଖୀ, ରବିବାର ଠୁ ବଡ଼ ବର୍ଷା!
ଭୁବନେଶ୍ୱର,୫।୪: ନିଆଁରେ ଫୁଟୁଛି ଭୁବନେଶ୍ୱର। ଆଜି ତତଲା ତାୱାରେ ଭାଜି ହୋଇଛନ୍ତି ରାଜଧାନୀବାସୀ। ଆଜି ପରି ଆସନ୍ତାକାଲି ଶନିବାର ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ତେବେ ରବିବାରଠାରୁ ପାଗର ପରିବର୍ତ୍ତନ ହୋଇପାରେ। ରାଜ୍ୟର କେତେକ ଜିଲାରେ ବର୍ଷା ଓ କାଳବୈଶାଖୀ…
ମୋନିଦୀପା ସର୍ଖେଲଙ୍କୁ ନୂଆ ଦାୟିତ୍ୱ ଦେଲେ ନବୀନ
ଭୁବନେଶ୍ୱର,୫।୪: ମୋନିଦୀପା ସର୍ଖେଲଙ୍କୁ ମିଳିଲା ନୂଆ ଦାୟିତ୍ୱ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ତୁରନ୍ତ ପ୍ରଭାବ ସହ ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ କରିଛନ୍ତି। ତେବେ କିଛିଦିନ ତଳେ ମୋନିଦୀପା ବିଜେଡିରେ ସାମିଲ ହୋଇଥିଲେ। ମୋନିଦୀପା…
ଆସିଲା ବିଜେଡି ପ୍ରାର୍ଥୀ ତାଲିକା, ପ୍ରକାଶ-ପ୍ରଶାନ୍ତଙ୍କୁ ଟିକେଟ୍
କଟକ,୫।୪: ପୁଣି ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ (BJD) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ୩ୟ ପର୍ଯ୍ୟାୟରେ ଆଉ କିଛି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ…
ପ୍ରକାଶ ଆର୍ କଟକର ନୂଆ ଡିସିପି
ଭୁବନେଶ୍ୱର,୫।୪: ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଏବଂ ନିରପେକ୍ଷ କରିବା ଲାଗି ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରହିବା ଲାଗି ବଦଳି ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ଆଶୀଷ କୁମାର ସିଂଙ୍କ…
କାଲି ବିଜେଡି ଛାଡ଼ିଥିଲେ, ଆଜି ଭାଜପାରେ ମିଶିଲେ
ଭୁବନେଶ୍ୱର,୫।୪: ବିଜେଡିରୁ ଇସ୍ତଫା ଦେଇଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ତେବେ ବ୍ୟକ୍ତିଗତ କାରଣରୁ ରମେଶ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଥିବା କହିଥିଲେ ।…
ଭାଜପା ଛାଡିଲେ ବରିଷ୍ଠ କୁଡୁମୀ ନେତା ଛଟେଲାଲ ମହାନ୍ତ
ଭୁବନେଶ୍ୱର,୫।୪; ଭାଜପା ଛାଡିଲେ ବରିଷ୍ଠ ନେତା ଛଟେଲାଲ ମହାନ୍ତି। ସେ ଆଜି ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ସେ ଭାଜପା ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି। ଛଟେଲାଲ ମହାନ୍ତ ହେଉଛନ୍ତି ମୟୂରଭଞ୍ଜ ଜିଲାର…
ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି: ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍?
ଭୁବନେଶ୍ୱର,୫।୪: ଆଗାମୀ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଶୁକ୍ରବାର ଆଉ ୯ ବିଧାନସଭା ଆସନ ଲାଗି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। କେଉଁଠୁ କାହାକୁ ମିଳିଲା ଟିକେଟ: -ରେଙ୍ଗାଲି-ସୁଦର୍ଶନ…
ଜେଲ୍ରେ ଥିବା କଏଦୀ ମାସକୁ କେତେ ଚିଠି ଲେଖି ପାରିବେ, ଜାଣନ୍ତୁ…
ନୂଆଦିଲ୍ଲୀ,୫।୪: ଗିରଫ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇସ୍ତଫା ଦେଇନାହାନ୍ତି । ବର୍ତ୍ତମାନ ତାଙ୍କ ଦଳ ଘୋଷଣା କରିଛି ଯେ, ମୁଖ୍ୟମନ୍ତ୍ରୀ ଜେଲରୁ ସରକାର ଚଳାଇବେ। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ, ଜେଲରୁ କେହି କିପରି ସରକାର ଚଳାଇ…
ଭାଜପା ଛାଡ଼ିଲେ ରବି ନାରାୟଣ ପାଣି
ଭୁବନେଶ୍ୱର,୫।୪: ଭାଜପା ଛାଡ଼ିଲେ ପୂର୍ବତନ ଏମ୍ପି, ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନିକଟକୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି। ବର୍ତ୍ତମାନର ରାଜନୀତିରେ ନୀତି ଆଦର୍ଶର ଆଉ ସ୍ଥାନ ନାହିଁ। କ୍ଷମତା ପାଇଁ…
ଆରତୀ କରିବେ ଆରେଞ୍ଜ ମ୍ୟାରେଜ୍,ଜାଣନ୍ତୁ କିଏ ହେବେ ଜୀବନସାଥୀ
ବମ୍ବେ: ବିବାହ କରିବାକୁ ଯାଉଛନ୍ତି ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ବସ୍ ଜରିଆରେ ସମସ୍ତଙ୍କ ହୃଦୟ ଜିତିଥିବା ଆରତୀ ସିଂ। ମୁମ୍ବାଇର ବ୍ୟବସାୟୀ ଦୀପକ ଚୌହ୍ବାନଙ୍କ ହାତ ଧରିବେ ସେ। ଏପ୍ରିଲ ୨୫ରେ ଏହି ବିବାହ ଅନୁଷ୍ଠିତ ହେବ। ଘରେ ହିଁ ବିବାହର…
ବଢିଲା ଆଳୁ-ପିଆଜ-ଟମାଟୋ ଦର
ନୂଆଦିଲ୍ଲୀ,୫।୪: ହୁ ହୁ ହୋଇ ବଢୁଛି ପରିବା ଦାମ୍। ସେଥିରେ ଆଳୁ, ପିଆଜ ଓ ଟମାଟୋରେ ଲାଗୁନି ଲଗାମ। ସେଥିପାଇଁ ମାର୍ଚ୍ଚ ମାସରେ ଭେଜ୍(ନିରାମିଷ) ଥାଳିର ଦାମ ୭% ମହଙ୍ଗା ହୋଇଛି। ପିଆଜ, ଟମାଟୋ ଓ ଆଳୁର ଦାମ ବୃଦ୍ଧି ପାଇଥିବାରୁ…
Archives


