Home

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ଲୋକେ ଆକ୍ରାନ୍ତ ହେଉଛନ୍ତି। ଆଜିକୁ କିଛିଦିନ ପୂର୍ବେ ଗ୍ରାମର…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ ଥିବା ନେଇ ଗଣମାଧ୍ୟମ ପ୍ରଶ୍ନରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ ସ୍ପଷ୍ଟ ସୂଚନା ଜଣାପଡିଛି। କଲରାପତରିଆ ବାଘ ଆକ୍ରମଣରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା…

କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ରେ ସୋମବାର ଅପରାହ୍ନ ପ୍ରାୟ ୪ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀର ତାଣ୍ଡବ ପ୍ରଭାବରେ ଘନ ଘନ ବଜ୍ରପାତ ସାଙ୍ଗକୁ ପ୍ରବଳ ପବନ ଓ ଝଡ଼ ବର୍ଷା ସାଧାରଣ…

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି। ଘୁମୁସର ତାଲୁକା ରଜକ ସମାଜ କାଯ୍ୟକର୍ତ୍ତା ନିଳାଞ୍ଚଳ ସେଠୀ, ରାମଚନ୍ଦ୍ର ସେଠୀ ଏଥିରେ…

ମମତାଙ୍କୁ ୪୨୦ ଭୋଲ୍ଟର ଝଟ୍‌କା: ୨୦ ଏମ୍‌ପି ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୬: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ଦଳର ୨୦ ଜଣ ଏମ୍‌ପି ଏନଡିଏରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରି ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖିଛନ୍ତି। କାକୋଲି ଦସ୍ତିଦାର କହିଛନ୍ତି, ତାଙ୍କ ସମେତ…

ବଦଳିଗଲା ନିୟମ! ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୬: ଭାରତରେ, ଯଦି ଜଣେ ମହିଳା କିମ୍ବା ପୁରୁଷ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସମାଜରେ ତାଙ୍କୁ ଖରାପ ନଜରରେ ଦେଖାଯାଏ । ତଥାପି, ସୁପ୍ରିମକୋର୍ଟ କହିଛନ୍ତି ଯେ ସହମତିରେ ବିବାହ ପୂର୍ବରୁ ଯୌନ ସମ୍ପର୍କକୁ ଜଣେ…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ ଅବତରଣ କରିଛି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର। ଫଳରେ ଏକ ବଡ଼ ଅଘଟଣ ଟଳିଛି।…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ, ବାଣିଜ୍ୟିକ ଏବଂ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ ଇଣ୍ଡିଆ ପାଇଁ ମନୋନୀତ ହେବାର ସ୍ବପ୍ନକୁ ସାକାର କରିବା ପର୍ଯ୍ୟନ୍ତ ବୈଭବଙ୍କ ପାଇଁ…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ ବରଗଡ଼ ସଦର ବ୍ଲକ ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଗୋଇସର ଗ୍ରାମରେ ପାନୀୟଜଳ ସଂକଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri