ଦାଦା-ପୁତୁରା, ଅଜା-ନାତି ଲଢ଼େଇ
ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ ଗମାଙ୍ଗ, କଂଗ୍ରେସର ସତ୍ୟଜିତ ଗମାଙ୍ଗ ଏବଂ ଭାଜପାର ତ୍ରିନାଥ ଗମାଙ୍ଗ ପ୍ରାର୍ଥୀ ହୋଇଛନ୍ତି। ତେବେ…
ଜୟଦେବ ଆସନ ଝୁଲାଇ ରଖିଛି ବିଜେଡି
ଭୁବନେଶ୍ୱର, ୫।୪(ସୁନିତ୍ ମିଶ୍ର):ଭୁବନେଶ୍ୱର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଏହାର ପ୍ରାର୍ଥୀ ଘୋଷଣା କରିଥିବାବେଳେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଛନ୍ତି। ୨୦୧୯ରେ ଏଠାରୁ ବିଜେଡି ଟିକେଟରେ ଜିତି ବିଧାୟକ ହୋଇଥିବା ଅରବିନ୍ଦ ଢାଲି ଏବେ…
ବିଜେଡିରେ ଆଶାୟୀ ଅନେକ, ଆଗରେ ବିଦୁବେନ୍ଦୁ
ବାଲେଶ୍ୱର, ୫।୪(ମାନସ ବିଶ୍ୱାଳ):ବାଲେଶ୍ୱର ଜିଲାର ଭୋଗରାଇ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଦୁଇ ପ୍ରମୁଖ ରାଜନୈତିକ ଦଳ ଭାଜପା ଓ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ବିଶେଷକରି ବିଜେଡି ଆଶାୟୀଙ୍କୁ ନେଇ କଳ୍ପନାଜଳ୍ପନା ବଢ଼ିଚାଲିଛି। ବର୍ତ୍ତମାନର ବିଧାୟକ ଅନନ୍ତ ଦାସଙ୍କୁ ବାର୍ଦ୍ଧକ୍ୟଜନିତ…
ଭାଜପାକୁ ଘାରିଲାଣି ଅସନ୍ତୁଷ୍ଟଙ୍କ ଚିନ୍ତା
ଭୁବନେଶ୍ୱର, ୫।୪(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନରେ ରାଜ୍ୟରେ ଭାଜପା ସରକାରକୁ ଆସିବ ବୋଲି ଭାଜପା ରାଜ୍ୟ ନେତୃବୃନ୍ଦ ଦୃଢ଼ୋକ୍ତି ପ୍ରକାଶ କରୁଛନ୍ତି। ଅନେକ ସମୟରେ ବିଜେଡିରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ବହୁ ପରିମାଣରେ ବଢ଼ିଯାଇଥିବା ବେଳେ ଶାସକ ଦଳର ବହୁ ନେତା ଯୋଗାଯୋଗରେ ଥିବା…
ଘଡ଼େଇ-ଦାସ ପରିବାର ମଧ୍ୟରେ ବଢ଼ୁଛି ଫାଟ
କୋରେଇ(ଚନ୍ଦ୍ରକାନ୍ତ ପତି), ୫ା୪:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଏକଦା ସୁକିନ୍ଦାର ପ୍ରଫୁଲ୍ଲ ଘଡ଼େଇଙ୍କ ପରିବାର ଓ ଯାଜପୁରର ଅଶୋକ ଦାସଙ୍କ ପରିବାର ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ନେଇ ଚର୍ଚ୍ଚା ହୋଇଥାଏ। ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ୨ ପରିବାରଙ୍କ…
ସମାନତା ଆଣିବାର ବିଶ୍ୱାସ ହେଉଛି ସମତା ଦିବସ
ଆଜି ଅର୍ଥାତ୍ ଏପ୍ରିଲ ୫ରେ ସମଗ୍ର ରାଜ୍ୟରେ ପାଳନ ହେଉଛି ସମତା ଦିବସ। ଜାତୀୟତାବାଦୀ ରାଜନେତା ବାବୁ ଜଗଜୀବନ ରାମଙ୍କ ଜନ୍ମ ବାର୍ଷିକୀକୁ ସମତା ଦିବସ ଭାବରେ ପାଳନ କରାଯାଏ। ସମାଜରେ ସମସ୍ତଙ୍କ ମଧ୍ୟରେ ସମାନତା ଆଣିବାର ବିଶ୍ୱାସ ଜନ୍ମାଇବା ପାଇଁ…
ରାଜ ପରିବାର ଉପରେ ଭାଜପାର ଭରସା
ନୂଆଦିଲ୍ଲୀ,୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭାଜପା ସମେତ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଏହି ନିର୍ବାଚନରେ, ଭାଜପା ଅନେକ ପ୍ରାର୍ଥୀଙ୍କ ଟିକେଟ କାଟିଛି । ଏହି ସମୟରେ ପାର୍ଟିର ଭେଟେରାନ ନେତାମାନେ ଏନଡିଏ ପାଇଁ…
କରୋନ ଭାଇରସଠାରୁ ବି ଅଧିକ ଘାତକ H5N1 ଭାଇରସ, ଏକ୍ସପର୍ଟ ଦେଲେ ଚେତାବନୀ
ନୂଆଦିଲ୍ଲୀ,/ଓ୍ବାଶିଂଟନ,୪।୪: ଆଜି ପର୍ଯ୍ୟନ୍ତ ସାରା ବିଶ୍ୱ କରୋନା ଭାଇରସ ଭଳି ମହାମାରୀଠାରୁ ସମ୍ପୂର୍ଣ୍ଣ ମୁକୁଳି ପାରିନାହିଁ। ଇତି ମଧ୍ୟରେ, କୋଭିଡ ଠାରୁ ଅଧିକ ମାରାତ୍ମକ ରୋଗ ହେଉଛି H5N1 ବା ବାର୍ଡ ଫ୍ଲୁ ଯାହା ବହୁପରିମାଣରେ ବିସ୍ତାର କରିବାର ସମ୍ଭାବନା ରହିଥିବା…
ଲୋକ ସଭା ନିର୍ବାଚନ: ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍
ନୂଆଦିଲ୍ଲୀ,୪।୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଗୁଜରାଟରେ ତିନିଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଦଳ ସୁରେନ୍ଦ୍ରନଗର ଆସନରୁ ଋତ୍ୱିକ ଭାଇ ମକୱାନା, ଜୁନାଗଡରୁ ହିରବାଇ…
ICC Men’s Player of the Month ପାଇଁ ସର୍ଟ ଲିଷ୍ଟ ହେଲେ ଖେଳାଳି, ଏହି ତାଲିକାରେ ନାହାଁନ୍ତି ଜଣେ ବି ଭାରତୀୟ
ନୂଆଦିଲ୍ଲୀ,୪।୪: ମାର୍ଚ୍ଚରେ ହୋଇଥିବା ଦମଦାର ପ୍ରଦର୍ଶନ ପାଇଁ ଆଇସିସି ପୁରୁଷ ଏବଂ ମହିଳା ପ୍ଲେୟାର ଅଫ ଦି ମନ୍ଥ ପୁରସ୍କାର ପାଇବାକୁ ପ୍ରତିଯୋଗୀମାନଙ୍କ ସର୍ଟଲିଷ୍ଟ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପ୍ରକାଶ କରିଛି। ମାର୍ଚ୍ଚ ୨୦୨୪ ପାଇଁ ଆଇସିସି ପୁରୁଷ…
କେବଳ ରୋହିତ ଶର୍ମା ନୁହଁନ୍ତି, ଏହି ଖେଳାଳିମାନେ ଛାଡିପାରନ୍ତି ମୁମ୍ବାଇ ଇଣ୍ଡିଆନ୍ସର ହାତ
ନୂଆଦିଲ୍ଲୀ,୪।୪: ଆଇପିଏଲ ୨୦୨୪ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଆଲୋଚନାର ବିଷୟ ପାଲଟିଛି। ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯିବା, ହାର୍ଦ୍ଦିକ ନୂତନ ଅଧିନାୟକ ହେବା ଏବଂ ବର୍ତ୍ତମାନ ଦଳରେ ରୋହିତଙ୍କ ନିଷ୍ପତ୍ତିକୁ ସମ୍ମାନ ନହେବା ଖବର ଏମ୍ଆଇ ଫ୍ରାଞ୍ଚାଇଜ୍ର…
ଗୋଟିଏ ପଟେ ନୀତୀଶ ଦେଉଥିଲେ ଭାଷଣ, ଅନ୍ୟପଟେ କୁଶଓ୍ବାହଙ୍କୁ ପାଖ ଆସନ ଦେଇ ମୋଦି କହିଲେ…
ପାଟନା,୪।୪: ରାଜ୍ୟରେ ଲୋକ ସଭା ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କ ବିଜୟ ସମ୍ଭାବନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚାର ସଭାପତି ଉପେନ୍ଦ୍ର କୁଶୱାହଙ୍କ ସହ କଥା ହୋଇଛନ୍ତି। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାମୋଇରେ ବିଧାନସଭା ମଞ୍ଚକୁ ଆସିବା…
Archives


