Home

‘ଲାହୋର ୧୯୪୭’ର ଶୁଟିଂ ଶେଷ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆମିର ଖାନ୍‌ଙ୍କ ନିର୍ମିତ, ରାଜକୁମାର ସନ୍ତୋଷୀଙ୍କ ନିର୍ଦ୍ଦେଶିତ ‘ଲାହୋର ୧୯୪୭’ ଫିଲ୍ମର ଶୁଟିଂ ସୋମବାର ଶେଷ ହୋଇଛି। ଫିଲ୍ମ ନିର୍ମାତାଙ୍କ ସୂତ୍ରରୁ ଏହା ଜଣାପଡ଼ିଥିବା ନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଛି। ଏହି ଚଳଚ୍ଚିତ୍ରରେ ପ୍ରଥମ ଥର…

ଅନ୍ୟମାନଙ୍କ ଖୁସିର କାରଣ ସାଜନ୍ତୁ

ସାମ୍ପ୍ରତିକ ରୋଗଗ୍ରସ୍ତ କିମ୍ବା ଦୁର୍ଘଟଣାରେ ଗୁରୁତର ଆହତ ବ୍ୟକ୍ତିବିଶେଷଙ୍କୁ ସାହାଯ୍ୟ କରିବାକୁ ଅଙ୍ଗଦାନ ଏକ ଗୁରୁତ୍ତ୍ୱପୂର୍ଣ୍ଣ ମାଧ୍ୟମ ପାଲଟିଛି। ଅନେକେ ସ୍ବତଃସ୍ଫୂର୍ତ୍ତ ଭାବରେ ଅଙ୍ଗଦାନ କରିବାକୁ ଆଗଭର ହେଉଛନ୍ତି। ଏନେଇ ଅଧିକ ଜନସଚେତନତା ସୃଷ୍ଟିକରିବା ପ୍ରତିବର୍ଷ ଅଗଷ୍ଟ ୧୩ ତାରିଖରେ ‘ବିଶ୍ୱ…

ଅନନ୍ୟ ପ୍ରତିଭାର ଅଧିକାରୀ ବାମହାତୀ

ଅନ୍ତର୍ଜାତୀୟ ବାମହାତୀ ଦିବସ ପ୍ରତିବର୍ଷ ଅଗଷ୍ଟ ୧୩ରେ ସାରା ବିଶ୍ୱରେ ପାଳନ କରାଯାଏ। ବାମହାତର ଅର୍ଥ ହେଉଛି, ଯେଉଁମାନେ ନିଜ କାମକୁ ବାମହାତରେ ଅର୍ଥାତ୍‌ ବିପରୀତ ହାତରେ କରନ୍ତି। କୁହାଯାଏ, ଯେଉଁମାନେ ବାମହାତରେ କାମ କରନ୍ତି କିମ୍ବା ଲେଖନ୍ତି, ସେମାନଙ୍କଠାରେ ଅନନ୍ୟ…

ପାକ୍‌ ସେନା ଆତ୍ମସମର୍ପଣ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ଢାକା,୧୩ା୮: ବାଂଲାଦେଶ ସ୍ବାଧୀନତାର ସ୍ମାରକ ଭାବେ ପରିଚିତ ୧୯୭୧ ଯୁଦ୍ଧ ପରବର୍ତ୍ତୀ ପାକିସ୍ତାନୀ ସେନା ଆତ୍ମସମର୍ପଣ କରୁଥିବାର ପ୍ରତିମୂର୍ତ୍ତିକୁ ଭାଙ୍ଗିଦିଆଯାଇଛି। ଭାରତ ବିରୋଧୀ ଆନ୍ଦୋଳନକାରୀମାନେ ଉକ୍ତ ପ୍ରତିମୂର୍ତ୍ତିକୁ ଭାଙ୍ଗିଥିବା କଂଗ୍ରେସ ନେତା ଶଶୀ ଥରୁର କହିବା ସହ ଭଙ୍ଗା ପ୍ରତିମୂର୍ତ୍ତିର ଫଟୋ…

ଆମେରିକାରେ ରହି ଦରମା ନେଉଛନ୍ତି ଗୁଜରାଟ ସ୍କୁଲ୍‌ ଶିକ୍ଷୟିତ୍ରୀ

ଅହମଦାବାଦ, ୧୩।୮: ଗୁଜରାଟ ବନାସକାଣ୍ଠା ଜିଲା ଅମ୍ବାଜୀସ୍ଥିତ ପଞ୍ଚା ସରକାରୀ ସ୍କୁଲର ଭାବନା ପଟେଲ ନାମ୍ନୀ ଜଣେ ଶିକ୍ଷୟିତ୍ରୀ ୮ ବର୍ଷ ଧରି ଆମେରିକାର ଶିକାଗୋରେ ବସବାସ କରୁଛନ୍ତି। ଏହାସତ୍ତ୍ୱେ ବିନା ଡ୍ୟୁଟି କରି ସ୍କୁଲର ଶିକ୍ଷୟିତ୍ରୀ ଭାବେ ସେ ଦରମା…

ଶମ୍ଭୁ ସୀମା ଅବରୋଧମୁକ୍ତ କରିବାକୁ ଚାଷୀଙ୍କୁ ମନାଅ

କୋଲକାତା,୧୩ା୮: ଶମ୍ଭୁ ସୀମାରୁ ଅବରୋଧ ହଟାଇବା ପାଇଁ ଚାଷୀମାନଙ୍କୁ ମନାଇବା ନିମନ୍ତେ ସୁପ୍ରିମକୋର୍ଟ ସୋମବାର ପଞ୍ଜାବର ଭଗଓ୍ବନ୍ତ ମାନ୍‌ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜପଥ ପାର୍କିଂ ପ୍ଲେସ୍‌ ନୁହେଁ। ଆମ୍ବୁଲାନ୍ସ, ଜରୁରୀ ଯାନ ଏବଂ ସ୍ଥାନୀୟ ଲୋକଙ୍କ ଯାତାୟାତ ଲାଗି…

ବ୍ରଡକାଷ୍ଟିଂ ବିଲ୍‌ ବଦଳିବ

ନୂଆଦିଲ୍ଲୀ,୧୩ା୮: ବ୍ରଡକାଷ୍ଟିଂ ସର୍ଭିସେସ୍‌ ରେଗୁଲେଶନ ବିଲ୍‌କୁ ବିଭିନ୍ନ ମହଲରୁ ସମାଲୋଚନା କରାଯିବା ପରେ ସାନି ଚିଠା ବିଲ୍‌ ପ୍ରସ୍ତୁତ କରିବାକୁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏନେଇ ବିଚାରବିମର୍ଶ ଚାଲିଥିବା କେନ୍ଦ୍ର ସୂଚନା ଦେଇଛି। ବ୍ରଡ୍‌କାଷ୍ଟିଂ ବିଲ୍‌ର କେତେକ ବ୍ୟବସ୍ଥାକୁ ନେଇ ଅନ୍‌ଲାଇନ…

‘ନିଜକୁ ସ୍ବଚ୍ଛ ପ୍ରମାଣିତ କରନ୍ତୁ ସେବି ଅଧ୍ୟକ୍ଷା’

ନୂଆଦିଲ୍ଲୀ,୧୩ା୮(ପି.ଟି.): ସେବି ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଅଫସୋର କମ୍ପାନୀରେ ପୁଞ୍ଜିନିବେଶ କରିଥିବା ସ୍ବୀକାର କରିଛନ୍ତି। ତାଙ୍କର ସିଙ୍ଗାପୁର ଏବଂ ଭାରତୀୟ କନ୍‌ସଲ୍ଟିଂ ଫାର୍ମରେ ଗ୍ରାହକମାନଙ୍କ ସହ ଡିଲ୍‌ ସମ୍ପର୍କରେ ନିଜର ସ୍ବଚ୍ଛତା ପ୍ରମାଣିତ କରିବାକୁ ଆମେରିକୀୟ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍‌ବର୍ଗ…

ଆଦାନୀ ତଦନ୍ତ ସିବିଆଇ କିମ୍ବା ଏସ୍‌ଆଇଟିକୁ ଦିଆଯାଉ

ନୂଆଦିଲ୍ଲୀ,୧୩ା୮(ପି.ଟି.): ପୁଞ୍ଜି ବଜାର ନିୟନ୍ତ୍ରକ ସେବିର ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ବିରୋଧରେ ଆମେରିକୀୟ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍‌ବର୍ଗ ଗମ୍ଭୀର ଅଭିଯୋଗ ଆଣିବା ପରେ କଂଗ୍ରେସ ପକ୍ଷରୁ ତାଙ୍କ ଇସ୍ତଫା ଦାବି କରାଯାଇଛି। ଆଦାନୀ ମାମଲାରେ ସେବି ସାଲିସ କରିବା ସମ୍ଭାବନା…

ଅନନ୍ୟ ପ୍ରତିଭାର ଅଧିକାରୀ ବାମହାତୀ

ଅନ୍ତର୍ଜାତୀୟ ବାମହାତୀ ଦିବସ ପ୍ରତିବର୍ଷ ଅଗଷ୍ଟ ୧୩ରେ ସାରା ବିଶ୍ୱରେ ପାଳନ କରାଯାଏ। ବାମ ହାତର ଅର୍ଥ ହେଉଛି, ଯେଉଁମାନେ ନିଜ କାମକୁ ବାମ ହାତରେ ଅର୍ଥାତ୍‌ ବିପରୀତ ହାତରେ କରନ୍ତି। କୁହାଯାଏ, ଯେଉଁମାନେ ବାମ ହାତରେ କାମ କରନ୍ତି କିମ୍ବା…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ଯୋଗୁ ଏବେ ତାପମାତ୍ରା ବଢ଼ିଚାଲିଛି। ଏଥିରେ ଘରେ କିମ୍ବା ବାହାରେ ରହିବା କଷ୍ଟକର ହୋଇପଡ଼ୁଛି। ଏସି ବ୍ୟବହାର କରୁଛନ୍ତି। କିନ୍ତୁ ମନେରଖିବା ଦରକାର ଯେ, ଏସି ଯୋଗୁ ବି ଘର ଭିତର ବାୟୁ ପ୍ରଦୂଷିତ ହୁଏ। ଏଭଳି ପ୍ରଦୂଷଣ…

ଧର୍ମ ନା ଅଧର୍ମ

ପବିତ୍ର ଶ୍ରାବଣ ମାସଟା ଯାକ ନିରାମିଷ ଭକ୍ଷଣ କରିବା ସହିତ ସୋମବାରଗୁଡ଼ିକରେ ଉପବାସ ରଖି ମହାଦେବଙ୍କୁ ଜଳଲାଗି କରାଯାଏ। ହଜାର ହଜାର ଭକ୍ତ ଦିନେ କିମ୍ବା ଦୁଇଦିନ ଆଗରୁ ପାଣି ନେଇ ସୋମବାର ମନ୍ଦିରରେ ଜଳ ଅର୍ପଣ କରି ଶିବ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?