Home

ଅସୁରକ୍ଷିତ ଡାକ୍ତର

କୋଲକତାର ଡ. ରାଧାଗୋବିନ୍ଦ କର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଜଣେ ପିିଜି ଦ୍ୱିତୀୟ ବର୍ଷ ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଏବେ ସାରା ଦେଶରେ ଆନ୍ଦୋଳନ ଜୋର୍‌ ଧରିଛି। ଅଗଷ୍ଟ ୯ ଶୁକ୍ରବାର ରାତିରେ ପୀଡ଼ିତା…

ଭାବୀ ପିଢ଼ି କ୍ଷମା ଦେବନି

ପାଠକ ବନ୍ଧୁ ! ଶୀର୍ଷକଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଆମ ସାମାଜିକ, ଅର୍ଥନୈତିକ, ଓଡ଼ିଆ ଅସ୍ମିତା ଓ ଆମ ଭବିଷ୍ୟତ ଉପରେ ଗଭୀର ପ୍ରଭାବ ରଖେ ବୋଲି ମୋର ମତ। ଓଡ଼ିଶା ୧୫.୫ ନିୟୁତ ହେକ୍ଟର କ୍ଷେତ୍ରଫଳ ସହିତ ଦେଶର ଅଷ୍ଟମ…

ଚାଷୀଙ୍କ ପାଇଁ ଖୁସି ଖବର: କୃଷକଙ୍କୁ ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ ମୋହନ, ଜାଣନ୍ତୁ କେବେ ଆଉ କେଉଁମାନଙ୍କୁ ମିଳିବ

ଭୁବନେଶ୍ୱର,୧୨।୮: ଚାଷୀଙ୍କ ପାଇଁ ଖୁସି ଖବର ଆସିଛି। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା। ଏନେଇ ପ୍ରସ୍ତୁତି ଚୂଡାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ବଜେଟରେ ମୋହନ ସରକାର ସିଏମ କିଷାନ ଯୋଜନା ବିଷୟରେ ଘୋଷଣା…

ଥମୁନି ହାତୀ ମୃତ୍ୟୁ: ପୁଣି ଏକ ହାତୀଛୁଆର ମୃତଦେହ ଜବତ

କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ହାତୀ ଦିବସରେ ଯେତେବେଳେ ଚାରିଆଡ଼େ ହାତୀ ସୁରକ୍ଷାକୁ ନେଇ ବିତର୍କ ଚାଲିଛି ସେତେବେଳେ କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ୍‌ରେ ଏକ ମାଈହାତୀ ଛୁଆର ମୃତ୍ୟୁ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବନ…

ଏଟିଏମ୍‌ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଗୋପାଳପୁର,୧୨ା୮(ନବୀନ ରାଜ ଆଚାରୀ): ବେଶ୍‌ କିଛି ଦିନର ନୀରବତା ପରେ ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅଞ୍ଚଳରେ ମୁଣ୍ଡ ଟେକିଛନ୍ତି ଦୁର୍ବୃତ୍ତ। ରବିବାର ବିଳମ୍ବିତ ରାତିରେ ଏଟିଏମ୍‌କୁ କଟର ସାହାଯ୍ୟରେ କାଟି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା ମିଳିଛି।…

କେଜ୍‌ରିଓ୍ବାଲଙ୍କ ସ୍ଥାନରେ ଅଗଷ୍ଟ ୧୫ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ସ୍ବାଧୀନତା ଦିବସରେ ମନ୍ତ୍ରୀ ଆତିଶୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ବଦଳରେ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ ସରକାରଙ୍କ ପରିବେଶ ମନ୍ତ୍ରୀ ଗୋପାଳ ରାୟ…

କୋଲକାତା ବଳାତ୍କାର-ହତ୍ୟା ମାମଲାକୁ ନେଇ ମମତାଙ୍କଠାରେ ଏହି ବଡ଼ ଦାବି କଲେ ପ୍ରିୟଙ୍କା, କହିଲେ ପୀଡ଼ିତାଙ୍କ…

ନୂଆଦିଲ୍ଲୀ,୧୨ା୮: ଅଗଷ୍ଟ ୯ରେ କୋଲକାତାର ଆର୍‌ଜି କର ମେଡିକାଲ କଲେଜରେ ଜଣେ ପିଜି ତାଲିମପ୍ରାପ୍ତ ମହିଳା ଡାକ୍ତରଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିଲା। ସେବେଠାରୁ ଏହି ପ୍ରସଙ୍ଗରେ ବିରୋଧ ବଢ଼ିବାରେ ଲାଗିଛି। ଏହି ସମୟରେ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଭଦ୍ରା…

ଅଗଷ୍ଟ ୧୫ରେ ରିଲିଜ ହୋଇଥିଲା ଏସବୁ ଫିଲ୍ମ, ବକ୍ସ ଅଫିସରେ ଭାଙ୍ଗିଥିଲା ରେକର୍ଡ

ମୁମ୍ବାଇ: ଅଗଷ୍ଟ ୧୫ ସମଗ୍ର ଦେଶ ପାଇଁ ଏକ ସ୍ବତନ୍ତ୍ର ତଥା ବିଶେଷ ଦିନ। ଏହିଦିନ ଲୋକମାନେ ସ୍ବାଧୀନତାକୁ ମହାନ ପର୍ବ ବୋଲି ପାଳନ କରିଥାନ୍ତି। ସମସ୍ତେ ନିଜ ନିଜ ଢଙ୍ଗରେ ସ୍ବାଧୀନତା ଦିବସ ମନାଇଥାନ୍ତି। ସେହିପରି ମନୋରଞ୍ଜନ ଦୁନିଆକୁ ଭଲପାଉଥିବା…

ଶିକ୍ଷକ ପଦବୀ ପୂରଣ ଦାବିରେ ବିଇଓଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା

ତିହିଡ଼ି,୧୨ା୮(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡ଼ା ପଞ୍ଚାୟତ ଅଧୀନ ବାସୁଳି ନୋଡାଲ ସ୍କୁଲ ପରିଚାଳନା କମିଟିର କର୍ମକର୍ତ୍ତା ଓ ଅଭିଭାବକମାନେ ସୋମବାର ଗୋଷ୍ଠୀ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଇଛନ୍ତି। ସ୍କୁଲରେ ଆବଶ୍ୟକ ଥିବା ଶିକ୍ଷକ ପଦବୀ ପୂରଣ…

ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣା: ନା ଅଛି ଡର ନା ଅଛି ଲାଜ, ପୋଲିସ ଧରିବା ପରେ ଅଭିଯୁକ୍ତ କହିଲେ…

କୋଲକାତା,୧୨ା୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ସଞ୍ଜୟ ରାୟ ବୋଲି ଜଣାପଡ଼ିଛି,…

ଡାକ୍ତର ବଳାତ୍କାର ମାମଲାକୁ ନେଇ ଆକ୍ସନରେ ମମତା, ଭେଟିଲେ ପୀଡ଼ିତାଙ୍କ ପରିବାରକୁ

କୋଲକତା,୧୨।୮: ପଶ୍ଚିମବଙ୍ଗରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା ଏବେ ବହୁ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ ଡାକ୍ତରଙ୍କୁ ନ୍ୟାୟ ଦେବା ପାଇଁ ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏଥି ସହିତ, ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ଐଶ୍ଚର୍ଯ୍ୟାଙ୍କ ଛାଡପତ୍ରକୁ ନେଇ ମୁହଁ ଖୋଲିଲେ ଅଭିଷେକ ବଚ୍ଚନ

ଅଭିଷେକ ବଚ୍ଚନ ଏବଂ ଐଶ୍ଚର୍ଯ୍ୟା ରାୟଙ୍କ ମଧ୍ୟରେ ସବୁକିଛି ଠିକ୍‌ ନ ଥିବା ଚର୍ଚ୍ଚା ହେଉଛି। ଏପରିକି ଉଭୟ ଅଲଗା ରହୁଛନ୍ତି ଏବଂ ଖୁବ୍‌ଶୀଘ୍ର ଛାଡପତ୍ର ନେବେ ବୋଲି କୁହାଯାଉଛି। ନିକଟରେ ଅଭିଷେକଙ୍କ ଏକ ନକଲି ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?