ଜେଲ୍ରୁ ମୁକୁଳିବେ କେଜରିଓ୍ବାଲ!
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ AAP ନେତା ତଥା ଏମପି ସଞ୍ଜୟ ସିଂହଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୬ ମାସ ପରେ ସଞ୍ଜୟ ଜେଲରୁ ବାହାରିଛନ୍ତି। ତେବେ ସେ ଜେଲରୁ ବାହାରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ…
ଜାପାନରେ ବଡ଼ ଧରଣ ଭୂକମ୍ପ
ଟୋକିଓ,୪।୪: ଜାପାନରେ ଗୁରୁବାର ସକାଳେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ରେ ମାପ କରାଯାଇଛି। ଜାପାନର ହଂସୁର ପୂର୍ବ ଉପକୂଳରେ କମ୍ପନ ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁ ହୋଇଥିବା କମ୍ପନ ଏତେ ଶକ୍ତିଶାଳୀ ଥିଲା…
ସଙ୍କଟରେ ଚିରାଗ ପାଶ୍ୱାନ, ଦଳ ଛାଡ଼ିଲେ ୨୨ ନେତା
ନୂଆଦିଲ୍ଲୀ,୪।୪: ମୁଣ୍ଡ ଉପରେ ସାଧାରଣ ନିର୍ବାଚନ ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ରାମ ବିଲାଶ)ର ନେତା ଚିରାଗ ପାଶ୍ୱାନଙ୍କୁ ଲାଗିଛି ସାଂଘାତିକ ଝଟକା। ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନରେ ଚିରାଗଙ୍କ ନିଷ୍ପତ୍ତିରେ ଅସନ୍ତୋଷ ପ୍ରକାଶ କରି ଏକାଥରେ ଦଳର ପ୍ରାୟ ୨୨…
ମୁଁ ସନାତନ ବିରୋଧୀ ସ୍ଲୋଗାନ ଦେଇପାରିବି ନାହିଁ, ଏମିତି କହି ଦଳରୁ ଇସ୍ତଫା ଦେଲେ ବରିଷ୍ଠ ନେତା
ନୂଆଦିଲ୍ଲୀ,୪।୪: କଂଗ୍ରେସକୁ ଗୁରୁବାର ଏକ ବଡ ଝଟ୍କା ଲାଗିଛି। ଗୌରବ ବହ୍ଲବ ଦଳରୁ ଇସ୍ତଫା ଦେଇଛନ୍ତି। ମୁଁ ସନାତନ ବିରୋଧୀ ସ୍ଲୋଗାନ ଦେଇପାରିବି ନାହିଁ। ଦଳରେ ରହିବା କଷ୍ଟସାଧ୍ୟ କହି ଦଳରୁ ଇସ୍ତଫା ପତ୍ର ହାଇକମାଣ୍ଡକୁ ପଠାଇଦେଇଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…
ପୁରୁଖାଙ୍କ ସହିତ ନବାଗତଙ୍କ ଲଢ଼େଇ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ବୁଧବାର ବିଜେଡ଼ି ଦଳୀୟ ପ୍ରାର୍ଥି ଘୋଷଣା କରିଛି। ଏଥର ଦଳ ଏଠାରୁ ପ୍ରଥମଥର ପାଇଁ ଜଣେ ମହିଳାଙ୍କୁ ନିର୍ବାଚନ ମଇଦାନକୁ ଆଣିଛି। ବରଗଡ଼ ଜିଲା ସୋହେଲା ନିବାସୀ ପରିଣିତା ମିଶ୍ର ଦଳୀୟ ପ୍ରାର୍ଥିନୀ…
ସୁରେନ୍ଦ୍ର ବଲାଙ୍ଗୀର ଲୋକ ସଭା ବିଜେଡି ପ୍ରାର୍ଥୀ
ବଲାଙ୍ଗୀର/ସଇଁତଳା,୪ା୪(ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ)କିଛିଦିନର କଳ୍ପନାଜଳ୍ପନାର ଅବସାନ ଘଟାଇ ବୁଧବାର ବିଜେଡି ପକ୍ଷରୁ ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ଘୋଷଣା କରାଯାଇଛି। କଂଗ୍ରେସ ଛାଡି ବିଜେଡିରେ ଯୋଗଦେଇଥିବା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କୁ ଦଳ ବଲାଙ୍ଗୀର ଲୋକ ସଭା…
ପରିଶ୍ରମ ତୁଳନାରେ ମିଳୁନି ପ୍ରାପ୍ୟ
କୋକସରା,୪।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ)କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲ ନିକଟବର୍ତ୍ତୀ ଆମପାଣି, ବରାଡ଼ଙ୍ଗା, ପୋ ଗୋତମୁଣ୍ଡା, ଡୁଡୁକାଠେଙ୍ଗା, ମହିମା ପଞ୍ଚାୟତର ଉଣାଅଧିକ ସମସ୍ତ ଗାଁରେ ଏବେ ମହୁଲ ଫୁଲ ସଂଗ୍ରହ ହେଉଛି। ଚୈତ୍ର ମାସରେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମହୁଲ…
‘ହାରିବା ପ୍ରାର୍ଥୀ ନୁହଁ, ନୂଆ ମୁହଁ ଦିଅ’
ମଙ୍ଗୁଳି-ଜଗତପୁର,୪ା୪(ମାନସ ସାମଲ): କ୍ରମାଗତ ୫ଥର ବିଧାନସଭା ନିର୍ବାଚନରେ ହାରିଥିବା ନୟନ କିଶୋର ମହାନ୍ତିଙ୍କୁ ଚଳିତବର୍ଷ ଷଷ୍ଠ ଥର ପାଇଁ ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ କରାଯାଇଛି। ଏଭଳି ନିଷ୍ପତ୍ତିକୁ ସ୍ଥଗିତ ରଖି ଏହାର ପୁନଃ ବିଚାର କରାଯିବା ପାଇଁ ଜଗତ୍ପୁରସ୍ଥିତ କୃଷ୍ଣେଶ୍ୱର…
ଦାବିରେ ରହିଗଲା ମେଡିକାଲ କଲେଜ
ଭଦ୍ରକ, ୪।୪ (ସନାତନ ରାଉତ)ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ୧୯୯୩ ଏପ୍ରିଲ ୩ ତାରିଖରେ ଭଦ୍ରକକୁ ସ୍ବତନ୍ତ୍ର ଜିଲାର ମାନ୍ୟତା ମିଳିଥିଲା। ବାଲେଶ୍ୱର ଜିଲା ବିଭାଜନ ହୋଇ ଭଦ୍ରକ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇବାକୁ ଏହା ମଧ୍ୟରେ ୩୧ ବର୍ଷ…
ନାଳପାଣି ଭରସାରେ ୪୦ ପରିବାର
ଆନନ୍ଦପୁର,୪ା୪(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ କଣ୍ଟିପାଳ ପଞ୍ଚାୟତ ଝାଲିସାହିରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ଖରାର ପ୍ରକୋପ ବଢ଼ିଥିବାରୁ ଗ୍ରାମବାସୀ ପାଣି ପାଇଁ ଡ଼ହଳବିକଳ ହେଉଛନ୍ତି। ଗ୍ରାମରେ ଥିବା ନଳକୂପ ଖରାପ ହୋଇଯାଇଥିବାରୁ ପାହାଡ଼ି ନାଳରୁ…
ମୋ ବସ୍ ସେବା: ମାସେ ପରେ ଲୋକେ ଜାଣିଲେ
ବ୍ରହ୍ମପୁର,୪ା୪(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାର ବ୍ୟବସାୟିକ ସହର ବ୍ରହ୍ମପୁରରେ ମୋ ବସ୍ ସେବା ଆରମ୍ଭ ହେବାର ମାସେ ପୁରିବାକୁ ଯାଉଛି। ସଚେତନତା ଅଭାବରୁ ପ୍ରଥମେ ଏହି ବସ୍ ସଂକ୍ରାନ୍ତରେ ଲୋକେ ଜାଣିପାରୁ ନ ଥିଲେ। ଯାତ୍ରୀଙ୍କ ସଂଖ୍ୟା ବହୁତ କମ୍ ରହୁଥିଲା।…
ପୁଣି ଝୁଲିଲା ଅନୁଗୋଳ, ତାଳଚେର
ଅନୁଗୋଳ,୪।୪ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ବିଜେଡି ଛେଣ୍ଡିପଦା ଓ ପାଲଲହଡ଼ା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା। ଛେଣ୍ଡିପଦାରୁ ବିଧାୟକ ସୁଶାନ୍ତ ବେହେରା ଓ ପାଲଲହଡ଼ାରୁ ବିଧାୟକ ମୁକେଶ ପାଲଙ୍କୁ ଦଳ…
Archives


