ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍ ଜାଣିଲେ ଉଡ଼ିଯିବ ହୋଶ୍
ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯ କୋଟିରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି। ଆପାର୍ଟମେଣ୍ଟଟି ଅନ୍ଧେରୀ ୱେଷ୍ଟର ଏକ ପ୍ରିମିୟମ…
CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…
ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା ଏମପି କଙ୍ଗନା ରାଣାୱତ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି…
ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…
ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି ପଡିଛି । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ ରେ ଏକ ଧାନ…
ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ
ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା ବୁଲାଇଛନ୍ତି ଦୁର୍ବୃତ୍ତ। ଘରର ତାଲା ଭାଙ୍ଗି ପ୍ରାୟ ୭୦ ଭରି ସୁନା ଅଳଙ୍କାର…
ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା
ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସୋମବାର ଉକ୍ତ…
ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍: ଆଉ ତା’ପରେ ଘଟିଲା…
ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର ଛକ ନିକଟସ୍ଥ ପଣସଗୁଡା ରାସ୍ତା ପାର୍ଶ୍ୱରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଯାଇ…
ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ
ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ ମରାମତି ହୋଇ ନାହିଁ । ଏନେଇ ପଞ୍ଚାୟତ ଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ…
ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…
ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା ଟ୍ୱିଟ୍ କରି କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର…
ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ
ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ ଯୁବକଙ୍କୁ ଅଭିନନ୍ଦନ ଜଣାଇ ସୋମବାର ଜିଲା ସଭାପତି ଶ୍ରୀହର୍ଷ ରଥଙ୍କ ସଭାପତିତ୍ୱରେ ଛତ୍ରପୁର…
ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା
ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ଦାନ ମାଝୀଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ଫିଲ୍ମ…
ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ
ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ ଖାଦ୍ୟ ସାମଗ୍ରୀ ସମେତ ବିଭିନ୍ନ ସାମଗ୍ରୀର ମୂଲ୍ୟରେ ନିରନ୍ତର ପରିବର୍ତ୍ତନ ଦେଖାଯାଇଥିଲା। ମେ…
ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ ସମରିନ କୌରଙ୍କ ସହ ଫଟୋ ଶେୟାର କରି ଆନୁଷ୍ଠାନିକ ଭାବରେ ତାଙ୍କ ସମ୍ପର୍କ…

