କଂଗ୍ରେସରୁ ଆଉଟ୍ ହେବେ ସୁର ରାଉତରାୟ!
ଭୁବନେଶ୍ୱର,୩।୪: ପୁଅ ପାଇଁ ଅଡୁଆରେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। କଂଗ୍ରେସ ପଠାଇଲା କାରଣ ଦର୍ଶାଅ ନୋଟିସ୍। ବୁଧବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପକ୍ଷରୁ ସୁରଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଯାଇଛି। ନୋଟିସ୍ରେ କାହିଁକି ପୁଅ ମନ୍ମଥ ରାଉତରାୟ…
ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଜୀବନ ଗଲା
ତିଗିରିଆ, ୩।୪(ଜାଫର ଖାଁ ): ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯିବାରୁ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ବାଲିପୁଟ ଗ୍ରାମର ବସନ୍ତ ଦେହୁରୀ(୬୨)। ସୂଚନାନୁଯାୟୀ, ବସନ୍ତ କାଳୀଚିଆବଲ୍ଲଭ ଜଙ୍ଗଲ ସଂଲଗ୍ନ…
ସୋରଡ଼ାରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ିବେ ହରିକୃଷ୍ଣ ରଥ
ସୋରଡ଼ା,୩ା୪(ଲମ୍ବୋଦର ପାଣିଗ୍ରାହୀ): କଂଗ୍ରେସର ସୋରଡ଼ାରୁ ବିଧାୟକ ପ୍ରାର୍ଥୀ ଭାବେ ଦଳର ବ୍ଲକ ସଭାପତି ହରିକୃଷ୍ଣ ରଥଙ୍କୁ ମଙ୍ଗଳବାର ବିଧାୟକ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା କରିବା ପରେ କଂଗ୍ରେସ ମହଲ ଉଲ୍ଲସିତ ହୋଇଉଠିଛି। ଘୋଷଣା ପରେ ସମର୍ଥକମାନେ ରଥଙ୍କ ବଡ଼ଗଡ଼…
ମଧ୍ୟାହ୍ନଭୋଜନ ସମୟରେ ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
ମୋରଡ଼ା,୩ା୪(ସ୍ମାରକ ମାଜୀ): ମଧ୍ୟାହ୍ନଭୋଜନ ଖାଉଥିବା ସମୟରେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ପଡ଼ିବାରୁ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ସରାଶୋଳ ଗ୍ରାମର ଗାଲୁସାହି ସରକାରୀ…
ହାତ ଛାଡି ପଦ୍ମ ଧରିଲେ ବକ୍ସର ବିଜେନ୍ଦ୍ର ସିଂହ
ନୂଆଦିଲ୍ଲୀ,୩।୪: ମୁଣ୍ଡ ଉପରେ ନିର୍ବାଚନ। ଏହି ସମୟରେ କଂଗ୍ରେସକୁ ଲାଗିଛି ଆଉ ଏକ ଝଟ୍କା। ବକ୍ସର ବିଜେନ୍ଦ୍ର ସିଂହ ହାତ ଛାଡି ପଦ୍ମ ଧରିଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ମୁଖ୍ୟାଳୟରେ ଭାଜପା ନେତା ବିନୋଦ ତାୱଡେଙ୍କ ଉପସ୍ଥିତିରେ ସେ ଭାଜପାରେ…
ଏପଟେ ଧାରଣା, ସେପଟେ ପ୍ରଚାର: ଧର୍ମଶାଳାରୁ ପ୍ରଚାର ଆରମ୍ଭ କଲେ ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି
ଯାଜପୁର,୩।୪: ଯାଜପୁର ଧର୍ମଶାଳା ଆସନକୁ ନେଇ ଭାଜପାରେ ଅସନ୍ତୋଷ ବଢି ଚାଲିଥିବାବେଳେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପ୍ରାର୍ଥୀ ସ୍ମୃତିରେଖା ପହି । ଗୋଟିଏ ପଟେ ଆଶାୟୀ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କୁ ଦଳ ଟିକେଟ ଦେଇ ନ ଥିବାରୁ ରାଜ୍ୟ ଭାଜପା…
ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା ଅଟୋ; ଜଣେ ମୃତ, ୬ ଆହତ
ଦାରିଙ୍ଗବାଡି,୩।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ ପ୍ରଧାନ।…
ହୋଟେଲରୁ ମିଳିଲା ଝୁଲନ୍ତା ମୃତଦେହ: ହତ୍ୟା ଅଭିଯୋଗ
ବଡ଼ବିଲ,୩।୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ହୋଟେଲ ଲକି ଇଣ୍ଡିଆର ଷ୍ଟାଫ କ୍ୱାର୍ଟରରୁ ବୁଧବାର ଜଣେ ଆସିଷ୍ଟାଣ୍ଟ ସେଫ(ସହକାରୀ ରୋଷେୟା)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଯାଜପୁର ଜିଲା ବରିସ୍ଥିତ ଅରଙ୍ଗାବାଦ ଅଞ୍ଚଳର ୨୪ ବର୍ଷୀୟ ପବିତ୍ର…
ନରେନ୍ଦ୍ର ମୋଦିଙ୍କ ବିକଳ୍ପ କିଏ, ଜାଣନ୍ତୁ କ’ଣ କହିଲେ ଶଶି ଥରୁର
ନୂଆଦିଲ୍ଲୀ,୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଦେଶରେ ନୁହେଁ, ବିଦେଶରେ ବି ବେଶ୍ ଲୋକପ୍ରିୟ। ତାଙ୍କ ନେତୃତ୍ୱରେ ତୃତୀୟଥର ଭାଜପା ଦେଶରେ ଶାସନ କରିବାକୁ ଯାଉଥିବା ଚର୍ଚ୍ଚା ହେଉଛି। ତେବେ ଦେଶରେ ନରେନ୍ଦ୍ର ମୋଦିଙ୍କ ବିକଳ୍ପ କିଏ ତାହାକୁ ନେଇ ବେଶ୍…
ଆତିଶୀଙ୍କ ବଢିଲା ଅଡୁଆ, ମାନହାନୀ ନୋଟିସ୍ ପଠାଇଲା ଭାଜପା
ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି ନେତ୍ରୀ ଆତିଶୀଙ୍କ ବଢିଲା ଅଡୁଆ। ବୁଧବାର ଭାଜପା ତାଙ୍କୁ ମାନହାନୀ ନୋଟିସ ପଠାଇଛି। ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କରି ଆତୀଶି କହିଥିଲେ ଯେ, ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ମାଧ୍ୟମରେ ଭାଜପା ତାଙ୍କୁ ଦଳରେ ଯୋଗଦେବାକୁ…
ଭୃଗୁଙ୍କୁ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀ କରିବ ବିଜେଡି
ଭୁବନେଶ୍ୱର, ୩।୪: ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ଆଜି ସକାଳେ ଭାଜପାରୁ ଭୃଗୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଲାଗିରହିଥିଲା। ଆଉ ଏବେ ସେହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇ…
ପୁରୁଣାଙ୍କୁ ଭରସା କଲା ଭାଜପା
ବାରିପଦା,୩ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଥିବା ୯ ବିଧାନସଭା ଆସନ ମଧ୍ୟରୁ ମଙ୍ଗଳବାର ୫ଟିରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ପୁରୁଣା ପ୍ରାର୍ଥୀଙ୍କ ଉପରେ ଭରସା କରି ଦଳ ପୁନର୍ବାର ସେମାନଙ୍କୁ ଟିକେଟ ଦେଇଛି। ବଡ଼ସାହି ନିର୍ବାଚନ ମଣ୍ଡଳୀରୁ ସନାତନ ବିଜୁଳି,…
Archives


