Home

ଆମେରିକା ମୋତେ କ୍ଷମତାରୁ ହଟାଇ ଦେଇଛି, ଏସବୁ କାରଣ କହିଲେ ହାସିନା

ଢାକା,୧୧ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଆମେରିକା ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ବର୍ତ୍ତମାନ ଭାରତରେ ରହୁଥିବା ହାସିନା କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପକୁ ହସ୍ତାନ୍ତର କରି ନ ଥିବାରୁ ଆମେରିକା ତାଙ୍କୁ କ୍ଷମତାରୁ ହଟାଇ ଦେଇଛି। ସେ…

ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହେଉଥିବା ହିଂସା ଉପରେ ନୀରବତା ଭାଙ୍ଗିଲେ ୟୁନୁସ୍‌, କହିଲେ ସେମାନେ କ’ଣ ଆମ…

ଢାକା,୧୧ା୮: ବାଂଲାଦେଶର କାମଚଳା ସରକାରଙ୍କ ପରାମର୍ଶଦାତା ମହମ୍ମଦ ୟୁନୁସ ରବିବାର ସଙ୍କଟ ଜନିତ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ହିନ୍ଦୁମାନଙ୍କୁ ଟାର୍ଗେଟ୍‌ କରି ହେଉଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି। ମହମ୍ମଦ ୟୁନୁସ୍‌ ଚେତାବନୀ ଦେଇ କହିଛନ୍ତି ଯେ, ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣ…

ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ: ଏଥର ପୁଣି ଲଲିପପ୍‌

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ପ୍ରସ୍ତାବିତ ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ ଦୀର୍ଘବର୍ଷର ପ୍ରତୀକ୍ଷା। ନିର୍ବାଚନ ଆସିଲେ ଏହି ପ୍ରକଳ୍ପ କଥା ଉଭୟ ଶାସକ ଏବଂ ବିରୋଧୀ ମନେ ପକାଇଥାନ୍ତି। ପ୍ରକଳ୍ପ ନ ହେବାକୁ ନେଇ ପରସ୍ପର ଦୋଷ ଲଦାଲଦି ହୋଇଥାନ୍ତି। ଗତ ବିଜେପୁର ଏବଂ…

ସଞ୍ଜୟ ସିଂଙ୍କ ବଡ଼ ବୟାନ: ଯେତେଦିନ ପର୍ଯ୍ୟନ୍ତ ମୋଦି ପଦରେ ରହିଥିବେ ସେତେଦିନ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୧ା୮: ହିଣ୍ଡେନବର୍ଗର ନୂଆ ରିସର୍ଚ୍ଚ ରିପୋର୍ଟ ସାମ୍ନାକୁ ଆସିବା ପରେ ଆମ୍‌ ଆଦ୍‌ମୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ କେନ୍ଦ୍ର ସରକାର, ସେବି ଅଧ୍ୟକ୍ଷ ତଥା ପ୍ରଧାନମନ୍ତ୍ରୀ ମୋଦିଙ୍କ ଘନିଷ୍ଠ ବନ୍ଧୁଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ସେ…

ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରି ଚର୍ଚ୍ଚାରେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୧ା୮(ଅରୁଣ ସାହୁ): ଆଉ ମାତ୍ର କିଛିଦିନ ପରେ ଦେଶ ପାଳିବ ୭୮ ତମ ସ୍ବାଧୀନତା ଦିବସ। ଏଥିପାଇଁ ଦାରିଙ୍ଗବାଡ଼ି ଏବେଠାରୁ ଉତ୍ସବ ମୁଖର ହେବା ସହ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ପର୍ଯ୍ୟଟନକ୍ଷେତ୍ରର…

ହିଣ୍ଡେନବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ଆଦାନୀ ଗ୍ରୁପ୍‌ର ପ୍ରଥମ ପ୍ରତିକ୍ରିୟା, ମାଧବୀ ପୁରୀ ବୁଚ୍‌ଙ୍କ ସହ କୌଣସି…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକାର ଶର୍ଟ ସେଲର ସଂସ୍ଥା ହିଣ୍ଡେନ୍‌ବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଶନିବାର ବିଳମ୍ବିତ ରାତିରେ ଆସିଥିବା ରିପୋର୍ଟ ଉପରେ ଆଦାନୀ ଗ୍ରୁପ୍‌ ଏହାର ପ୍ରଥମ ପ୍ରତିକ୍ରିୟା ଦେଇଛି। ଆଦାନି ଗ୍ରୁପ ରବିବାର ହିଣ୍ଡେନବର୍ଗର…

ଶୁଟିଂରେ ସ୍ବର୍ଣ୍ଣ ପଦକ ଜିତଥିଲେ ରାହୁଲ ଗାନ୍ଧୀ, ୧୯୮୯ରେ ଦେଶରେ ପଡିଥିଲା ଚହଳ

ନୂଆଦିଲ୍ଲୀ,୧୧।୮: ପ୍ୟାରିସ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ସୁଟର ମନୁ ଭାକର ଭାରତରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି। ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମନୁ ଭାକରଙ୍କୁ ଭେଟିଛନ୍ତି। ମନୁ ଭାକରଙ୍କ ସହ ତାଙ୍କ କୋଚ…

ଆଦାନୀଙ୍କୁ ନେଇ ସାଂଘାତିକ ଖୁଲାସା, ହିଣ୍ଡେନବର୍ଗର ଚାଞ୍ଚଲ୍ୟକର ତଥ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ହ୍ବିସିଲବ୍ଲୋୟରମାନଙ୍କ ଦସ୍ତାବିଜ ଆଧାରରେ ଶନିବାର ଏକ ନୂଆ ରିପୋର୍ଟ ପ୍ରକାଶ କରିଛି। ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଏବଂ ତାଙ୍କ ସ୍ବାମୀ ଧବଳ ବୁଚ୍‌ଙ୍କର…

ଭିନେଶ ଫୋଗଟ୍‌ଙ୍କୁ ନେଇ ଆସିଲା ବଡ଼ ଖବର, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୧।୮: ଘୁଞ୍ଚିଲା ରେସଲର୍‌ ଭିନେଶ ଫୋଗଟ୍‌ଙ୍କ ପଦକ ଆବେଦନର ଶୁଣାଣି। ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ରବିବାର ରାତିରେ ରାୟ ଆସିବାର ଥିଲା। ମାତ୍ର ଶୁଣାଣି ଦିନକୁ ଘୁଞ୍ଚାଇ ଦିଆଯାଇଛି।…

ଥାନାରୁ ଚମ୍ପଟ ମାରିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଝରିଗାଁ,୧୦ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ହୋଇଥିବା ବେଳେ ଏସ୍‌ପି ରୋହିତ ବର୍ମା ଥାନା ସେଣ୍ଟ୍ରି ଦାୟିତ୍ୱରେ ରହିଥିବା କନଷ୍ଟେବଳ ଧନର ନାୟକଙ୍କୁ ନିଲମ୍ବନ କରିଛନ୍ତି। ଶନିବାର ଝରିଗାଁ ପୋଲିସ ଦ୍ୱାରା ସଂପୃକ୍ତ ଚମ୍ପଟ…

ଦାରିଙ୍ଗବାଡ଼ି ବିଡିଓଙ୍କ ଫୋନ୍‌ ନମ୍ବର ହ୍ୟାକ୍‌, ପିଏମ୍‌ କିଷାନ ଆପ୍‌ ଇନ୍‌ଷ୍ଟଲ କରିବାକୁ ହ୍ୟାକର୍‌ କରୁଛନ୍ତି ନିବେଦନ

ଦାରିଙ୍ଗବାଡ଼ି,୧୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ମୋବାଇଲ ନଂ ୯୪୩୮୩୫୪୫୬୬କୁ କୌଣସି ହ୍ୟାକର ହ୍ୟାକ୍‌ କରିନେଇଛନ୍ତି। ବିଡିଓ ଯେଉଁସବୁ ସାମାଜିକ ଗଣମାଧ୍ୟମରେ ଅଛନ୍ତି ସେଗୁଡ଼ିକରେ ହ୍ୟାକର ଜଣକ ପିଏମ୍‌ କିଷାନ ଆପ୍‌କୁ ପୋଷ୍ଟ କରି ଉକ୍ତ ଆପ୍‌କୁ…

ଅଗଷ୍ଟ ୧୫ରେ ସୁଭଦ୍ରା ଯୋଜନା ପାଇଁ ଆସିବ ଏସ୍‌ଓପି, ଜାଣନ୍ତୁ ଏଥିରୁ କେଉଁମାନେ ପଡ଼ିବେ ବାଦ୍‌

ଭୁବନେଶ୍ୱର,୧୦ା୮: ଆସନ୍ତା ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ଆସିବ। ଏହି ଯୋଜନାରେ କିଏ ପାଇବେ, କିଏ ପାଇବେନି, ତାର ସ୍ପଷ୍ଟ ଚିତ୍ର ରହିବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?