ଚାକିରି କରାଇ ଦେବାକୁ କହି ଶିକ୍ଷୟିତ୍ରୀ ଠକିନେଇଥିଲେ ୫ ଲକ୍ଷ ଟଙ୍କା, ଯିବାକୁ ପଡ଼ିଲା ଜେଲ୍
ଘସିପୁରା,୧୦ା୮(ନିରଞ୍ଜନ ସାହୁ): ଚାକିରି କରାଇ ଦେବା ନାଁରେ ଅର୍ଥ ତୋଷରପାତ କରି ଜଣେ ଶିକ୍ଷୟିତ୍ରୀଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣଙ୍କ ଚାକିରି କରାଇଦେବା ନାଁରେ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ବେଳେ ଠକାମିର ଶିକାର ଜଣେ…
ପୂର୍ତ୍ତବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୦ା୮: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି…
ହଟିବ ସସ୍ପେନ୍ସ, ଭିନେଶଙ୍କୁ ପଦକ ମିଳିବା ନେଇ ଆଜି ରାତିରେ ହିଁ ଆସିବ ବଡ଼ ରାୟ
ନୂଆଦିଲ୍ଲୀ,୧୦ା୮: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ଆଜି ଅର୍ଥାତ୍ ରବିବାର ରାତିରେ ତାହାର ରାୟ ଆସିବ। ୫୦ କେଜି ରେସଲିଂ ଓଜନ ବର୍ଗରେ ଫାଇନାଲ ପୂର୍ବରୁ ଅଯୋଗ୍ୟ ଘୋଷିତ ଭିନେଶଙ୍କ…
ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଏମ୍ପି ଅନନ୍ତ ନାୟକ
କେନ୍ଦୁଝର,୧୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାରୁ କେନ୍ଦୁଝର ଏମ୍ପି ଅନନ୍ତ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରତି…
ଦୀର୍ଘବର୍ଷ ଧରି ବନ୍ଦ ପଡ଼ିଛି ଆୟୁର୍ବେଦିକ ଚିକିତ୍ସାଳୟ
ବାଲିଗୁଡ଼ା,୧୦ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତର ବିଲାବାଡ଼ିଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘବର୍ଷ ହେବ ବନ୍ଦ ରହିଛି। ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡ଼ିଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ…
ଭାରତରେ ହେବାକୁ ଯାଉଛି ବଡ଼ ଘଟଣା! ସତର୍କ କଲା ହିଣ୍ଡେନବର୍ଗ, ଛାନିଆରେ ଆଦାନୀ
ନୂଆଦିଲ୍ଲୀ,୧୦।୮: ଖୁବ୍ଶୀଘ୍ର ଭାରତରେ ଘଟିବାକୁ ଯାଉଛି କିଛି ବଡ଼ ଘଟଣା! ଏନେଇ ଶନିବାର ସକାଳୁ ସକାଳୁ ସତର୍କ କରାଇଛି ଆମେରିକାର କ୍ଷୁଦ୍ର ବିକ୍ରେତା ସଂସ୍ଥା ହିଣ୍ଡେନବର୍ଗ ରିସର୍ଚ୍ଚ। ତେବେ ସତର୍କବାଣୀ ଶୁଣି ବିଶେଷକରି ଦେଶର ଦ୍ୱିତୀୟ ଧନୀ ବ୍ୟକ୍ତି ତଥା ଆଦାନୀ…
ଉପନିର୍ବାଚନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମାୟାବତୀ
ଲକ୍ଷ୍ନୌ,୧୦ା୮: ବିଏସ୍ପି ସୁପ୍ରିମୋ ମାୟାବତୀ ମଧ୍ୟ ଉତ୍ତରପ୍ରଦେଶର ୧୦ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛନ୍ତି। ୟୁପି ଉପ-ନିର୍ବାଚନ ପାଇଁ ପ୍ରସ୍ତୁତି ସମ୍ପର୍କରେ ଆସନ୍ତାକାଲି ଅର୍ଥାତ୍ ରବିବାର ପୂର୍ବାହ୍ନ ୧୧ଟାରେ ମାୟାବତୀ ଏକ ବୈଠକ ଡାକିଛନ୍ତି। ୟୁପିରେ ହେବାକୁ…
ଜଙ୍ଗଲରେ ପଡ଼ିଛି ଗଞ୍ଜେଇ ଭର୍ତ୍ତି ବସ୍ତା, ପୋଲିସର ତନାଘନା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୦ା୮(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଉକ୍ତ ଥାନା ମାଣ୍ଡିପଙ୍କା ଜଙ୍ଗଲରେ ପାଟ୍ରୋଲିଂ ବେଳେ ମିଳିଛି ଗଞ୍ଜେଇ ଭର୍ତ୍ତି ବସ୍ତା। ଯେଉଁଥିରେ ୯୫ କେଜି ଗଞ୍ଜେଇ ରହିଥିବା ଥାନା ଅଧିକାରୀ…
ପ୍ରଧାନମନ୍ତ୍ରୀ-ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି, କହିଲେ ଓଡ଼ିଶା ପରିବହନକୁ ନୂଆ…
ଭୁବନେଶ୍ୱର,୧୦ା୮: ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଓଡ଼ିଶାର ବିକାଶଧାରାକୁ ଆହୁରି ଆଗକୁ ନେବ। ଏହି…
ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା, ମମତା ବାନାର୍ଜୀ କହିଲେ ଫାଶୀକୁ ପଛେ ମାଫ୍ କରାଯିବ ମାତ୍ର…
କୋଲକାତା,୧୦ା୮: କୋଲକାତାର ସରକାରୀ ଆରଜି କର ମେଡିକାଲ କଲେଜ ଡାକ୍ତରଖାନାରୁ ଜଣେ ମହିଳା ପ୍ରଶିକ୍ଷକ ଡାକ୍ତରଙ୍କ ମୃତଦେହ ମିଳିଥିଲା। ତେବେ ତାଙ୍କ ଶରୀରରେ ଥିବା କ୍ଷତିଚିହ୍ନ ଦେଖିଲେ ତାଙ୍କୁ ହତ୍ୟା ପୂର୍ବରୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏନେଇ ପୋଲିସ ଏକ…
ପ୍ୟାରିସ ଅଲିମ୍ପିକ୍ସରୁ ଘରକୁ ଫେରିଲେ ହକି ଟିମ୍
ନୂଆଦିଲ୍ଲୀ,୧୦।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ହକି ଦଳ ସ୍ପେନକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଥିଲା। ଏହି ବିଜୟ ପରେ ଭାରତୀୟ ଦଳ ଏବେ ନିଜ ଦେଶକୁ ଫେରିଛନ୍ତି। ଯେଉଁଠାରେ ତାଙ୍କୁ ଏକ ବଡ ସ୍ବାଗତ କରାଯାଇଥିଲା। ଗୁରୁବାର ସକାଳେ…
ଧୋନୀ, ରୋହିତ ଅବା ବିରାଟ ନୁହେଁ ଏହି ବିଦେଶୀ ହେଉଛନ୍ତି ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା କ୍ୟାପଟେନ
ନୂଆଦିଲ୍ଲୀ,୧୦।୮: ବିଶ୍ୱର ସବୁଠୁ ଧନୀ ଫ୍ରାଞ୍ଚାଇଜ ଲିଗ ଆଇପିଏଲରେ ଅଂଶଗ୍ରହଣ କରନ୍ତି। ଭାରତର ସମସ୍ତ ମହାନ ବ୍ୟକ୍ତି ଏହି ଲିଗରେ ଖେଳୁଥିବା ଦେଖାଯାଉଛି, କିନ୍ତୁ ଆପଣ ଜାଣନ୍ତି କି ଆଜି ପର୍ଯ୍ୟନ୍ତ ଆଇପିଏଲ ଇତିହାସରେ ସବୁଠାରୁ ମହଙ୍ଗା ଅଧିନାୟକ କିଏ? ଏହା…

