Home

ଗାଈଙ୍କ ଆଶ୍ରୟଦାତା ଉମାମହେଶ୍ୱର

ଖମ୍ମାମ: ତେଲଙ୍ଗାନାର ଡମ୍ମାପେଟ୍‌ ମଣ୍ଡଳ ନିବାସୀ ୫୭ ବର୍ଷୀୟ ଚାଷୀ କୌଟା ଉମାମହେଶ୍ୱର ରାଓଙ୍କ ପାଇଁ ଗାଈମାନେ ଦେବୀଙ୍କଠାରୁ କମ୍‌ ନୁହନ୍ତି। ସେ ଓ ତାଙ୍କ ପରିବାର ନିଃସ୍ବାର୍ଥପର ଭାବରେ ଗାଈଗୁଡ଼ିକର ଯତ୍ନ ନେବା ସହ ସେମାନଙ୍କୁ ସ୍ନେହ ଦେଇଥାନ୍ତି। ହାଇଦ୍ରାବାଦର…

ସ୍ଥାୟୀ ଜୈବ ଇନ୍ଧନ: ଏକ ସବୁଜ ଭବିଷ୍ୟତକୁ ପ୍ରୋତ୍ସାହନ

ପ୍ରତିବର୍ଷ ଅଗଷ୍ଟ ୧୦ରେ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ କରାଯାଏ। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ, ପାରମ୍ପରିକ ଜୀବାଶ୍ମ ଇନ୍ଧନର ବିକଳ୍ପ ଭାବରେ ଜୈବ ଇନ୍ଧନର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା। ଯେହେତୁ ଆମେ ଚଳିତ ବର୍ଷ…

ଫୋନ୍‌ପେର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଡିଜିଟାଲ ଫାଇନାନ୍ସ ପ୍ଲାଟ୍‌ଫର୍ମ ‘ଫୋନ୍‌ପେ’ର ନୂତନ ଉତ୍ପାଦ ‘ଜୀବନ ବୀମା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ଲାଟ୍‌ଫର୍ମରେ ପୂର୍ବ-ଅନୁମୋଦିତ ଟର୍ମ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ଫିଚରକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ (ଅନାବରଣ) କରାଯାଇଛି। ସେହିଭଳି ପଲିସି କ୍ରୟ…

ତନିସ୍କର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

କେନ୍ଦୁଝର,୧୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ଗ୍ରୁପର ଅଂଶ ତଥା ତନିସ୍କ ପକ୍ଷରୁ କେନ୍ଦୁଝରରେ ଏକ ନୂଆ ଷ୍ଟୋର ଶୁକ୍ରବାର ଶୁଭାରମ୍ଭ କରାଯାଇଛି। ନୂଆ ଷ୍ଟୋରକୁ ତନିସ୍କର ରିଟେଲ ଅପରେଶନ ମୁଖ୍ୟ ଅନୁପମ ଶାହ, କ୍ଲଷ୍ଟ୍‌ର ବିଜନେସ ମ୍ୟାନେଜର ଅରିନ୍ଦମ ପ୍ରମାଣିକ ଓ…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୦।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌…

ପ୍ରଥମ ତ୍ରୈମାସିକରେ ୧୦,୪୬୧କୋଟି ଲାଭ

ମୁମ୍ବାଇ,୧୦।୮: ଭାରତୀୟ ଜୀବନ ବୀମା ନିଗମ(ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ୨୦୨୪-୨୫ ଆର୍ଥକ ବର୍ଷର ପ୍ରଥମ ତ୍ରୈମାସିକ…

ଆଜି ସରିବ ‘ହାଟ୍‌’ ଫ୍ୟାଶନ ଆଣ୍ଡ ଲାଇଫ୍‌ ଷ୍ଟାଇଲ ପ୍ରଦର୍ଶନୀ

ଭୁବନେଶ୍ୱର,୧୦।୮ (ଅନୁରାଧା ମହାରଣା): ପ୍ରତିବର୍ଷ ଭଳି ବର୍ଷ ଚଳିତ ବର୍ଷ ମଧ୍ୟ ଫ୍ୟାଶନ ଆଣ୍ଡ ଲାଇଫ୍‌ ଷ୍ଟାଇଲ ଏକ୍‌ଜିବିଶନ(ପ୍ରଦର୍ଶନୀ) ‘ହାଟ୍‌’ ଶୁକ୍ରବାର ଭୁବନେଶ୍ୱରର ଜୟଦେବବିହାର ନିକଟସ୍ଥ ହୋଟେଲ ପାଲ ହାଇଟ୍ସଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ୨ଦିନିଆ ପ୍ରଦର୍ଶନୀ ୨୦୨୪ ଅଗଷ୍ଟ ୯…

ଆଇଏସ୍‌ ଟାର୍ଗେଟରେ ସ୍ବିଫ୍ଟଙ୍କ ଫ୍ୟାନ୍ସ

ଭିଏନା,୧୦ା୮: ଅଷ୍ଟ୍ରିଆ ରାଜଧାନୀ ଭିଏନାରେ ଆମେରିକୀୟ ସିଙ୍ଗର ଟେଲର ସ୍ବିଫ୍ଟ ଗୁରୁବାରଠାରୁ ଶନିବାର ମଧ୍ୟରେ ୩ଟି କନ୍‌ସର୍ଟ କରିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମରେ ଆମତ୍ଘାତୀ ଆକ୍ରମଣ କରାଯିବା ନେଇ ଯୋଜନା ଚାଲିଥିବା ଅଷ୍ଟ୍ରିଆ…

ଆଇଏସ୍‌ଏସ୍‌ରେ ଆଉ ୬ ମାସ ରହିବେ ସୁନୀତା

ଓ୍ବାଶିଂଟନ,୧୦ା୮: ବୋଇଂର ଷ୍ଟାର୍‌ଲାଇନ ମହାକାଶ ଯାନରେ ଗୋଟିଏ ସପ୍ତାହ ପାଇଁ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ଯାଇଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋର ଫେବୃଆରୀ ପୂର୍ବରୁ ଫେରୁନାହାନ୍ତି। ତାଙ୍କୁ ଆଉ ୬ ମାସ ସେଠାରେ ଅଟକି…

ତେଲ୍‌ ଆଭିଭ୍‌କୁ ଏୟାର ଇଣ୍ଡିଆ ବିମାନ ସେବା ସ୍ଥଗିତ

ନୂଆଦିଲ୍ଲୀ,୧୦ା୮: ଇସ୍ରାଏଲ୍‌ ଓ ଇରାନ ମଧ୍ୟରେ ଉତ୍ତେଜନା ବଢ଼ୁଥିବାରୁ ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତେଲ୍‌ ଆଭିଭ୍‌କୁ ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ବିମାନ ସେବା ସ୍ଥଗିତ ରଖିଛନ୍ତି। ପୂର୍ବରୁ ଟାଟା ଗ୍ରୁପ୍‌ ମାଲିକାନାରେ ଥିବା ଉକ୍ତ ଏୟାରଲାଇନ୍ସ ଅଗଷ୍ଟ ୮ ପର୍ଯ୍ୟନ୍ତ ଦିଲ୍ଲୀରୁ…

କଶ୍ମୀରୀ ଗଢ଼ିବେ ନିଜ ସରକାର

ଶ୍ରୀନଗର/ନୂଆଦିଲ୍ଲୀ,୧୦ା୮: ୨୦୧୪ ନଭେମ୍ବର ୨୫ରୁ ଡିସେମ୍ବର ୨୦ ମଧ୍ୟରେ ଜମ୍ମୁ-କଶ୍ମୀର ବିଧାନସଭାର ୯୦ ଆସନ ମଧ୍ୟରୁ ୮୭ଟିରେ ୫ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୨୦୨୦ ଜାନୁୟାରୀ ୧୯ରେ ବିଧାନସଭାର ୬ ବର୍ଷିଆ କାର୍ଯ୍ୟକାଳ ଶେଷ ହେବାର ଥିଲା। ତେବେ ଏହା…

ବିବାହ କରିବେ ଏହି ଷ୍ଟାର କ୍ରିକେଟର

ନୂଆଦିଲ୍ଲୀ,୯।୮: ଭାରତୀୟ କ୍ରିକେଟ ଦଳର ଷ୍ଟାର ୱିକେଟ କିପର ବ୍ୟାଟ୍ସମ୍ୟାନ ଜିତେଶ ଶର୍ମା ତାଙ୍କ ପ୍ରେମିକାଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ଜିତେଶ ତାଙ୍କ ପ୍ରଶଂସକଙ୍କୁ ତାଙ୍କ ଏନଗେଜମେଣ୍ଟ ବିଷୟରେ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?