Home

ହସ୍ତକ୍ଷେପରୁ କ୍ଷତି

ଆମେରିକା ବିଷୟରେ ପ୍ରଶଂସା କରିବା ପାଇଁ ବହୁତ କିଛି ଅଛି ଏବଂ ଘୃଣା କରିବା ସକାଶେ ମଧ୍ୟ ଅନେକ କିଛି ରହିଛି। ସର୍ବାଧିକ ପ୍ରଶଂସା କରିବାର ବିଷୟ ହେଉଛି ଏହା ବିଶ୍ୱର ଅନେକ ପ୍ରତିଭାବାନ୍‌ ଲୋକଙ୍କୁ ଆକର୍ଷିତ କରି ସେମାନଙ୍କୁ ନିଜ…

ଭେନେଜୁଏଲା ତୈଳ ସେକ୍ଟରରେ ନିବେଶ ପାଇଁ ଟ୍ରମ୍ପ୍‌ଙ୍କ ଚାପ

ଓ୍ବାଶିଂଟନ,୧୧ା୧: ସମସ୍ୟା ଘେରରେ ଥିବା ଭେନେଜୁଏଲା ତୈଳ ଶିଳ୍ପର ପୁନରୁଦ୍ଧାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନୂ୍ୟନ ୧୦୦ ବିଲିୟନ ଡଲାର ଘରୋଇ ସେକ୍ଟର ନିବେଶ ନିମନ୍ତେ ଚାପ ପକାଉଥିବାବେଳେ ନିଜ ଦେଶର ବୃହତ୍‌ ତୈଳ କମ୍ପାନୀଗୁଡ଼ିକ ଏହାର ବିରୋଧ…

ବ୍ରିକ୍ସ ପ୍ଲସ୍‌ ନୌସମରାଭ୍ୟାସ ଆରମ୍ଭ

କେପ୍‌ ଟାଉନ୍‌,୧୧ା୧: ଦକ୍ଷିଣ ଆଫ୍ରିକା ସମୁଦ୍ରରେ ଚାଇନା, ରୁଷିଆ ଏବଂ ଇରାନ ଶନିବାରଠାରୁ ସପ୍ତାହବ୍ୟାପୀ ମିଳିତ ନୌସେନା ସମରାଭ୍ୟାସ ଆରମ୍ଭ କରିଛନ୍ତି। ଜାହାଜ ଚଳାଚଳ ଏବଂ ସାମୁଦ୍ରିକ ଆର୍ଥତ୍କ କାରବାରର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ବ୍ରିକ୍ସ ପ୍ଲସ୍‌ ସମରାଭ୍ୟାସ ନାମରେ…

ସିଟି ସେଣ୍ଟର ଦଖଲ ପାଇଁ ରେଜା ପହଲବୀଙ୍କ ଆହ୍ବାନ

ତେହରାନ,୧୧ା୧: ଇରାନରେ ଅତ୍ୟଧିକ ମୁଦ୍ରାସ୍ଫୀତି ଓ ଆର୍ଥତ୍କ ସଙ୍କଟକୁ ନେଇ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ବହିଷ୍କାର ଦାବିରେ ୨ ସପ୍ତାହ ହେଲା ବିକ୍ଷୋଭ ଜାରି ରହିଥିବାବେଳେ ଏବେ ତାହା ନୂଆ ମୋଡ଼ ନେଇଛି। ସେଠାର କ୍ଷମତାଚ୍ୟୁତ ଶେଷ ରାଜା…

EPFO Profile ଅପ୍‌ଡେଟ୍‌: ନାମ-ଜନ୍ମତାରିଖରୁ ନେଇ ବୈବାହିକ ସ୍ଥିତି ଯାଏ ପରିବର୍ତ୍ତନ କରିବାର ସହଜ ଉପାୟ

ନୂଆଦିଲ୍ଲୀ,୧୦।୧: ସାରା ଦେଶରେ କୋଟି କୋଟି ପ୍ରାଇଭେଟ ସେକ୍ଟର କର୍ମଚାରୀ ଏମ୍ପ୍ଲଏ ପ୍ରୋଭିଡେଣ୍ଟ ଫଣ୍ଡ (EPF) ସହ ଜଡ଼ିତ ଅଛନ୍ତି। ସମ୍ପ୍ରତି ଇପିଏଫଓ (EPFO) ସବସ୍କ୍ରାଇବରମାନଙ୍କୁ ସୁବିଧା ଦେବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି। ହେଲେ ଏକ EPF ସବସ୍କ୍ରାଇବର…

ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…

ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା। ଶୀତରେ ଦର୍ଶକମାନେ ଉଭୟନୃତ୍ୟଶିଳ୍ପୀଙ୍କ ନୃତ୍ୟରେ ମସଗୁଲ ହୋଇଥିଲେ। ତୃତୀୟଦିବସ କାର୍ଯ୍ୟକ୍ରମରେ ତହସିଲଦାର ଧୀରଜ ପାତ୍ର…

ସବୁ ଛଡାଇ ନେଲେ ମମତା! I-PAC ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲା ED

କୋଲକାତା,୧୦।୧: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଶନିବାର (ଜାନୁଆରୀ ୧୦, ୨୦୨୬) I-PAC ମାମଲାରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରିଛି। ସୁପ୍ରିମକୋର୍ଟରେ ଦାୟର ଆବେଦନରେ, ED ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏଜେନ୍ସିର କାର୍ଯ୍ୟରେ ହସ୍ତକ୍ଷେପ କରିବାର ଅଭିଯୋଗ କରିଛି। ଏଜେନ୍ସି…

ଖାମେନେଇଙ୍କ ଫଟୋରେ ନିଆଁ ଲଗାଇ ସିଗାରେଟ ଟାଣୁଛନ୍ତି ମହିଳା, ଭିଡିଓ ହେଉଛି ଭାଇରାଲ

ତେହେରାନ,୧୦।୧: ଇରାନରେ ଚାଲିଥିବା ରକ୍ତାକ୍ତ ଜନବିପ୍ଳବ ମଧ୍ୟରେ, ଏକ ନୂତନ ପ୍ରତିବାଦର ଧାରା ଦେଖାଦେଇଛି, ଇରାନୀ ମହିଳାମାନେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଫଟୋ ଜାଳିବା ଏବଂ ସେହି ନିଆଁରୁ ସିଗାରେଟ ଜଳାଇବା ଦେଖାଯାଇଛି। ଇରାନୀ ମହିଳାମାନଙ୍କ ଦ୍ୱାରା…

ବଡ଼ବାପାଙ୍କୁ ହତ୍ୟା କରି ମୃତଦେହ ପାଖରେ ଜଗି ରହିଲେ ପୁତୁରା, ସ୍ଥାନୀୟ ଲୋକେ ପହଞ୍ଚିବାରୁ…

ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କରଡ଼ିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାନସିକ ବିକାରଗ୍ରସ୍ତ ପୁତୁରା ଜଣକ ବଡ଼ବାପାଙ୍କୁ ଠେଙ୍ଗାରେ ଆକ୍ରମଣ କରି ହତ୍ୟା କରିଛନ୍ତି। ଏପରିକି ହତ୍ୟା କରିବା ପରେ ପୁତୁରା ଜଣକ…

ଭାରତର ସବୁଠାରୁ ମହଙ୍ଗା ଛାଡପତ୍ର! ଜୋହୋ ପ୍ରତିଷ୍ଠାତା ଶ୍ରୀଧର ଭେମ୍ବୁଙ୍କୁ ଜମା କରିବାକୁ ପଡିବ ଏତେ ହଜାର କୋଟି ଟଙ୍କାର ବଣ୍ଡ

ନୂଆଦିଲ୍ଲୀ,୧୦।୧: ଜୋହୋର ପ୍ରତିଷ୍ଠାତା ଏବଂ ସିଇଓ ଶ୍ରୀଧର ଭେମ୍ବୁଙ୍କ ଛାଡପତ୍ରକୁ ଭାରତର ସବୁଠାରୁ ମହଙ୍ଗା ବୋଲି ବିବେଚନା କରାଯାଉଛି। କାଲିଫର୍ନିଆରେ ଚାଲିଥିବା ଛାଡପତ୍ର ମାମଲାରେ, କୋର୍ଟ ଶ୍ରୀଧର ଭେମ୍ବୁଙ୍କୁ $1.7 ବିଲିୟନ ମୂଲ୍ୟର ବଣ୍ଡ ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀଧର…

ଗାଁ ନିକଟରେ ବୁଲୁଛି ବାଘ, ସିସିଟିଭିରେ କଏଦ ହେବା ପରେ…

ଜି.ଉଦୟଗିରି,୧୦ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତାବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ…

୨୯ କୋଟି ଟଙ୍କାର ମାଛ କିଣିଲେ ଏହି ବ୍ୟକ୍ତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜାପାନର ଟୋକିଓରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ନୂତନ ବର୍ଷର ପ୍ରଥମ ନିଲାମରେ, ଏକ ମାଛ ଏତେ ଉଚ୍ଚ ମୂଲ୍ୟରେ ବିକ୍ରି ହୋଇଛି ଯେ, ସେହି ମୂଲ୍ୟରେ ଭାରତରେ ଅନେକ ବିଳାସପୂର୍ଣ୍ଣ ବଙ୍ଗଳା ସହଜରେ କିଣିହୋଇଯିବ। ବ୍ଲୁଫିନ ଟୁନା ନାମକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri