Home

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ ଚେଙ୍କ ଦେଇଥିବା ନେଇ ଅଭିଯୋଗ ହୋଇଛି । ପେଣ୍ଟରେ ପରସ୍ରା କରିବାରୁ ତାଙ୍କୁ…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଧର୍ମେନ୍ଦ୍ର ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ, ସେ ଗସ୍ତର ମୁଖ୍ୟ କୋଚ ଭିଭିଏସ ଲକ୍ଷ୍ମଣଙ୍କଠାରୁ ଚେତାବନୀ ମିଳିଛି। ସିରିଜ ଶେଷ…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ ଥିଲେ କିନ୍ତୁ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୱାଙ୍ଗଚୁକ୍ ଏବେ ଡିସଚାର୍ଜ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଉତ୍ତରକୂଳ ଗ୍ରାମର ସବିତା ଜେନା ନାମ୍ନୀ ଜଣେ ମହିଳା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଏହି ପୋଷ୍ଟଗୁଡ଼ିକ ଦାବି କରୁଛି ଯେ ଗଡକରୀ…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ ସହ ଜଡ଼ିତ ଏହି ପରମ୍ପରା କେବଳ ଧାର୍ମିକ ଆସ୍ଥାର ପ୍ରତୀକ ନୁହେଁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ କାରଣ ଜାଣି ମଧ୍ୟ ତାହାର ଠିକ୍‌ ସମୟରେ ଚିକିତ୍ସା କରା ନ ଯାଏ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌ ମଶା କାମୁଡ଼ିବା ଯୋଗୁ ବ୍ୟାପିଥାଏ। ତେଣୁ ସୁରକ୍ଷା ଦୃଷ୍ଟିରୁ ଶରୀରର ଖୋଲାସ୍ଥାନରେ ମଶା…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫ ଜଣଙ୍କୁ ପୋଲିସ ଥାନାକୁ ଆଣି ଅଟକ ରଖି ପଚାଉଚରା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ ବ୍ୟକ୍ତି ଥିଲେ, କିନ୍ତୁ ସେ ମଧ୍ୟ ବର୍ତ୍ତମାନ ବଢୁଥିବା ଚାପର ସମ୍ମୁଖୀନ ହେଉଛନ୍ତି।…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ଉପରେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?