RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍କୁ ଅପରିବର୍ତ୍ତିତ ରଖିଛି। ଏହା ପରେ RBIର ରେପୋ ରେଟ୍ ୫.୨୫% ରହିବ। ପୂର୍ବରୁ RBI…
ମୋଦିଙ୍କୁ ଝଟ୍କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…
ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି, ‘ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ…
ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…
ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି ବିମାନ ଯାତ୍ରା ପାଇଁ ବୁଧବାର ଠାରୁ ୨୯୯ ଟଙ୍କାରୁ ୮୯୯ ଟଙ୍କା ପର୍ଯ୍ୟନ୍ତ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜି ନୂଆଗାଁର ଅରକ୍ଷିତ ସାହୁ (୭୩) । ପୋଲିସ ଶବକୁ ଜବତ କରି…
Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ
ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା ପୂରଣକରି ସଫଳତା ସାଉଁଟିବାରେ ଲାଗିଛି। ଅଳଙ୍କାର ବଜାରଠାରୁ ଆରମ୍ଭକରି ଶୈଳେଶଙ୍କ ବ୍ୟକ୍ତିଗତ ଓ…
ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା
କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ ବ୍ଲକ ପ୍ରଶାସନଠୁ ଆରମ୍ଭ କରି ଜିଲା ପ୍ରଶାସନ ପାଖରେ ଅନେକଥର ଲିଖିତ ଭାବେ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ ଜିଲାର ୩ଟି ଉପଖଣ୍ଡ ଯଥା ଭଞ୍ଜନଗର, ଛତ୍ରପୁର ଓ ବ୍ରହ୍ମପୁରଠାରେ ୩ଟି ପ୍ରଶିକ୍ଷଣ…
ଜାଲ୍ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି
ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି। ଏଯାଏ ଘଟଣାର ତଦନ୍ତ ହୋଇନାହିଁ କିମ୍ବା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଜଣେ…
ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…
ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍ଏସି ସତ୍ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାକୁ ମରାମତି ପାଇଁ ଅଭିଯୋଗ ପରେ ମଧ୍ୟ ସୁଫଳ ମିଳି ନ ଥିଲା।…
ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍ ରିଜୁଭେନେଶନ ଆଣ୍ଡ୍ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଅଗ୍ରଣୀ ରାଜ୍ୟ…
କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ
ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ ଧାନ, ଅଣଧାନ(ପରିବା) ଫସଲ ଏଥିରେ ଉଜୁଡ଼ି ଯାଇଛି। ଅନ୍ୟପଟେ ପ୍ରଶାସନ ପକ୍ଷରୁ ଚିରାଚରିତ…
୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ
ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ ତାହା ସେମାନେ ଜାଣନ୍ତି, କିନ୍ତୁ ତାହାକୁ କାର୍ଯ୍ୟକାରୀ କରିବା କଷ୍ଟ ହୋଇଥାଏ। ସଚେତନତା…
Archives


