Home

ଫିଲିପିନ୍ସରେ ୬.୮ ତୀବ୍ରତାର ଭୂକମ୍ପ

ମନିଲା,୩।୮: ଶନିବାର ସକାଳେ ଫିଲିପିନ୍ସରେ ଏକ ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଫିଲିପିନ୍ସ ଇନଷ୍ଟିଚ୍ୟୁଟ ଅଫ ଆଗ୍ନେୟଗିରି ଏବଂ ଭୂକମ୍ପ ବିଜ୍ଞାନ କହିଛି ଯେ ଶନିବାର ସକାଳେ ଫିଲିପିନ୍ସର ଦକ୍ଷିଣ ଭାଗରେ ୬.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଛି। ଭୂକମ୍ପର…

ଇସ୍ରାଏଲର ସୁରକ୍ଷା କବଚ ହେବ ଆମେରିକା

ଓ୍ବାଶିଂଟନ,୩।୮: ଇସ୍ରାଏଲର ସୁରକ୍ଷା ପାଇଁ ଆମେରିକା ବର୍ତ୍ତମାନ ପଶ୍ଚିମ ଏସିଆରେ ଅତିରିକ୍ତ ଯୁଦ୍ଧ ବିମାନ ଏବଂ ନୌସେନା ଜାହାଜ ନିୟୋଜିତ କରିବ। ସୂଚନାଯୋଗ୍ୟ, ଇରାନ ଏବଂ ଇରାନ ସମର୍ଥିତ ମିଲିସିଆଙ୍କ ଧମକକୁ ଦୃଷ୍ଟିରେ ରଖି ଏହି ନିୟୋଜନ କରାଯିବ। ପେଣ୍ଟାଗନ ଡେପୁଟି…

କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ’

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ…

ପରିସ୍ଥିତି ହେବ ଆହୁରି ଭୟଙ୍କର: ଜଳବାୟୁ ପରିବର୍ତ୍ତନ ଯୋଗୁ ବଦଳିଗଲା ବର୍ଷାର ଢାଞ୍ଚା, ଆରବ ସାଗର ଗରମ ହେବାରୁ ବଢିଲା ବର୍ଷା

ନୂଆଦିଲ୍ଲୀ,୩।୮: ଗତ ଶତାବ୍ଦୀରେ ଆନ୍ଥ୍ରୋପୋଜେନିକ ବା ମାନଜନିତ କାରଣରୁ ବଢୁଥିବା ଉତ୍ତାପ ପୃଥିବୀର ୭୫ ପ୍ରତିଶତରୁ ଅଧିକ ଅଞ୍ଚଳର ବୃଷ୍ଟିପାତକୁ ବଦଳାଇ ଦେଇଛି ବୋଲି ଏକ ନୂତନ ଅନୁସନ୍ଧାନରୁ ଜଣାପଡିଛି। ଏହି କଥା ଏକ ଅଧ୍ୟୟନରୁ ଜଣାପଡିଛି। ଜଳବାୟୁ ପରିବର୍ତ୍ତନ ସମଗ୍ର…

ୟୁପିଆଇ ମାଧ୍ୟମରେ ରେକର୍ଡ ପରିମାଣର କାରବାର

ଭୁବନେଶ୍ୱର,୩।୮ (ଅନୁରାଧା ମହାରଣା): ଡିଜିଟାଲ ଅର୍ଥନୀତିର ବିକାଶରେ ୟୁନିଫାଏଡ୍‌ ପେମେଣ୍ଟ ଇଣ୍ଟରଫେସ୍‌ (ୟୁପିଆଇ) ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ୟୁପିଆଇ ମାଧ୍ୟମରେ ଆର୍ଥିକ କାରବାର ଅତି ସହଜ ହୋଇଛି। ଏଭଳି ପରିସ୍ଥିତିରେ ଏହା ଲୋକଙ୍କ ମଧ୍ୟରେ କାରବାରର ଏକ ଲୋକପ୍ରିୟ…

ମିଆଁ ବାଇ ତନିସ୍କର ନୂତନ ଷ୍ଟୋର

ସମ୍ବଲପୁର,୩ା୮(ବି.ଶଙ୍କର): ମିଆଁ ବାଇ ତନିସ୍କର ନୂତନ ଷ୍ଟୋର ସମ୍ବଲପୁର ସହର ବୁଢ଼ାରଜା-ଅଇଁଠାପାଲି ରାସ୍ତାରେ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି ା ତନିସ୍କ ଫାଇନାନ୍ସ ମୁଖ୍ୟ ବିକ୍ରମ ରେଡ୍ଡୀ ଅତିଥି ଭାବେ ଯୋଗଦେଇ ସ୍ବତନ୍ତ୍ର ଷ୍ଟୋର୍‌କୁ ଶୁଭାରମ୍ଭ କରିଥିଲେ। ବ୍ୟବସାୟ ସହଯୋଗୀ ମଞ୍ଜିତ୍‌ ସିଂ…

ଟାଟା ଷ୍ଟିଲ୍‌ର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୩।୮: ଟାଟା ଷ୍ଟିଲ୍‌ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କମ୍ପାନୀର ଆଗାମୀ ଫଳାଫଳ ଓ କାରବାର ସହିତ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଏହି ସମୟ…

ଓସୋମ୍‌ ବୋବାସ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୩।୮: ପ୍ରଥମ ଥର ପାଇଁ ଭୁବନେଶ୍ୱର (ଓଡ଼ିଶା) ବଜାରରେ ଅନ୍ତଃରାଷ୍ଟ୍ରୀୟ ଫୁଡ୍‌ ବ୍ରାଣ୍ଡ୍‌ ‘ବିଙ୍ଗସୁ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର କଳ୍ପନା ସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାରେ ଏହା ବିଙ୍ଗସୁର ପ୍ରଥମ ଆଉଟ୍‌ଲେଟ୍‌ ହୋଇଥିଲାବେଳେ ଏଠାରେ ସନି…

ଖାଦ୍ୟ ଅପମିଶ୍ରଣ ଜାଣିବା ପାଇଁ ପତଞ୍ଜଳିର ଗବେଷଣା

ଭୁବନେଶ୍ୱର,୩।୮ (ଅନୁରାଧା ମହାରଣା): ଖାଦ୍ୟ ପଦାର୍ଥରେ ଅପମିଶ୍ରଣ ତଥା କୃଷିକ୍ଷେତ୍ରରେ ମାତ୍ରାଧିକ ରାସାୟନିକ ସାର ଓ କୀଟନାଶକ ପ୍ରୟୋଗ ଦ୍ୱାରା ଖାଦ୍ୟପଦାର୍ଥରେ ପୌଷ୍ଟିକ ତତ୍ତ୍ୱ କମୁଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ତେବେ ଖାଦ୍ୟପଦାର୍ଥର ଶୁଦ୍ଧତା ପରୀକ୍ଷା କରିବା ପାଇଁ ପତଞ୍ଜଳି…

ସେବାକୁ ସମ୍ମାନ ଜଣାଇଲା ଟାଲି ସଲ୍ୟୁଶନ

ଭୁବନେଶ୍ୱର,୩।୮: ଟାଲି ସଲ୍ୟୁଶନ ପ୍ରାଇଭେଟ୍‌ ଲିମିଟେଡ୍‌ (ଟାଲି ସଲ୍ୟୁଶନ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଟ୍ୟାକ୍ସ ଆଣ୍ଡ ଆକାଉଣ୍ଟିଂ ଟାଇଟନ୍ସ’ ଭୁବନେଶ୍ୱରର ଏକ ଘରୋଇ ହୋଟେଲଠାରେ ଆୟୋଜିତ ହୋଇଯାଇଛି। ଭୁବନେଶ୍ୱରର ଟ୍ୟାକ୍ସ ଆଣ୍ଡ ଆକାଉଣ୍ଟିିଂ କମ୍ୟୁନିଟିର ଦକ୍ଷ, ଅଭିଜ୍ଞ ଓ ଟେକ୍ନୋଲୋଜିରେ ବ୍ୟାପକ…

ବିଜିୟୁର ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର,୩।୮: ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ), ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ନବାଗତ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ବିବିଏ, ବି.କମ୍‌ ଓ ଏମ୍‌.କମ୍‌ର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଦୁଇଟି ଅଧିବେଶନ…

ଶେଷ ଦିନରେ ନିବେଶକ ହରାଇଲେ ୫ଲକ୍ଷ କୋଟି

ନୂଆଦିଲ୍ଲୀ,୩।୮: ଘରୋଇ ଶେୟାର ବଜାର କାରବାରର ଶେଷ ଦିନରେ ନିବେଶକ ୫ ଲକ୍ଷ କୋଟିରୁ ଅଧିକ ପରିମାଣର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜିବଜାରରେ କ୍ଷତି ପରିମାଣ ୪୫୬.୨୦ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏହା ପୂର୍ବରୁ ପୁଞ୍ଜିବଜାରର ପରିମାଣ ବା ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?