Home

ଚାଇଲ୍ଡ ଶେଲ୍ଟରରେ ୧୩ ପିଲାଙ୍କ ମୃତ୍ୟୁ: ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୮: ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଆଶା କିରଣ ଶେଲ୍ଟର ହୋମ୍‌ରେ ଗତ ୨୦ ଦିନ ମଧ୍ୟରେ ୧୩ ଜଣ ପିଲାଙ୍କର ସନ୍ଦେହଜନକ ସ୍ଥିତିରେ ମୃତ୍ୟୁ ଘଟିଲାଣି। ଏହାର ତଦନ୍ତ ଜଣେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଏମ୍‌)ଙ୍କ ରିପୋର୍ଟରୁ ଏହା ଜଣାପଡ଼ିଛି। ଦିଲ୍ଲୀ…

ଉଦ୍ଧାର କାର୍ଯ୍ୟରେ ପାଗ ପ୍ରତିବନ୍ଧକ

ଥିରୁଭାନନ୍ତପୁରମ୍‌,୩ା୮: କେରଳର ଓ୍ବାୟନାଡ୍‌ ଜିଲାରେ ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶୁକ୍ରବାର ୩୦୮ରେ ପହଞ୍ଚତ୍ଛି। ଚତୁର୍ଥ ଦିନରେ ସେନା ଯବାନମାନେ ଭୂସ୍ଖଳନ ସ୍ଥଳରୁ ୪ ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଛନ୍ତି। ପ୍ରତିରକ୍ଷା ବିଭାଗ ଜନସମ୍ପର୍କ ଅଧିକାରୀଙ୍କ ସୂଚନା ଅନୁଯାୟୀ ଭେଲାରିମାଳାର ଜନ୍‌…

‘ଚକ୍ରବୂ୍ୟହ’ ବକ୍ତବ୍ୟରୁ ଇଡିର ଚଢ଼ାଉ ଯୋଜନା

ନୂଆଦିଲ୍ଲୀ,୩ା୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ‘ଚକ୍ରବୂ୍ୟହ’ ବକ୍ତବ୍ୟ ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କ ବିରୋଧରେ ଚଢ଼ାଉ କରିବା ପାଇଁ ଯୋଜନା ଚଳାଇଛି। ରାହୁଲ ଶୁକ୍ରବାର ସକାଳେ ଏପରି ଦାବିକରି ଚହଳ ସୃଷ୍ଟି କରିଛନ୍ତି। ଅନ୍ୟପକ୍ଷେ…

ହାରିସ୍‌ଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କଲେ ଡେମୋକ୍ରାଟ୍‌ସ

ଓ୍ବାଶିଂଟନ,୩ା୮: ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ ଆନୁଷ୍ଠାନିକ ଭାବେ ଡେମୋକ୍ରାଟିକ୍‌ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏଥିସହ ନଭେମ୍ବର ୫ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ଦଳର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ହାରିସ୍‌ ପ୍ରତିଦ୍ୱନ୍ଦ୍ୱିତା କରିବା ସ୍ପଷ୍ଟ ହୋଇଛି।…

ନାସା ହାତରେ ୧୮ ଦିନ: ସୁନୀତାଙ୍କ ମହାକାଶ ଯାତ୍ରାକୁ ୮ ସପ୍ତାହ ବିତିଲା

ଓ୍ବାଶିଂଟନ୍‌,୩ା୮: ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଓ ତାଙ୍କ ସହଯୋଗୀ ବୁଚ୍‌ ଓ୍ବିଲମୋର ଗତ ଜୁନ୍‌ ୫ରେ ଫ୍ଲୋରିଡାର କେପ୍‌ କାନାଭେରାଲ ସ୍ପେସ୍‌ ଷ୍ଟେଶନ୍‌ରୁ ବୋଇଂର ଷ୍ଟାରଲାଇନର ଏୟାରକ୍ରାଫ୍ଟରେ ମହାକାଶ ଯାତ୍ରା କରିଥିଲେ। ବୋଇଂର କମର୍ସିଆଲ କ୍ରିଉ କାର୍ଯ୍ୟକ୍ରମ…

ଆଜିଠୁ ବର୍ଷା ପ୍ରଭାବ କମିବ

ଭୁବନେଶ୍ୱର, ୩ା୮(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର…

ସଂରକ୍ଷଣ ଭିତରେ କୋଟା, କ’ଣ ହେବ ଫାଇଦା?

ନୂଆଦିଲ୍ଲୀ,୨।୮: ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି (ଏସ୍‌ଟି)ଙ୍କ ମଧ୍ୟରେ ଅଧିକ ପଛୁଆ ସମୁଦାୟର ଲୋକଙ୍କୁ ନେଇ ଉପବର୍ଗୀକରଣ କରାଯାଇପାରିବ। ସେମାନଙ୍କୁ ପୃଥକ୍‌ ଭାବେ ସଂରକ୍ଷଣ ସୁବିଧା ଅନୁମତି ଦିଆଯାଇପାରିବ। ସୁପ୍ରିମକୋର୍ଟ ଗୁରୁବାର ସାମାଜିକ ସମାନତା ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାଜପାରେ ମମତା, ବିଜେଡିରେ ଚହଳ, ହଠାତ୍‌ ଶଙ୍ଖ ଭବନରେ ହଲଚଲ…

ଭୁବନେଶ୍ୱର,୨।୮: ମମତା ମହାନ୍ତ ଅଚାନକ ରାଜ୍ୟ ସଭା ଏମପି ପଦ ଓ ଦଳରୁ ଇସ୍ତଫା ଦେବା ପରେ, ବିଜେଡି ଶିବିରରେ ହଇଚଇ ସୃଷ୍ଟି ହୋଇଛି। ସବୁଠାରୁ ବଡ କଥା ହେଉଛି, ୨୪ ଘଣ୍ଟା ଭିତରେ ମମତା ବିଜେଡି ଛାଡି ଭାଜପାରେ ଯୋଗ…

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତ, ଅଷ୍ଟ୍ରେଲିଆକୁ କଲା ଚିତ୍‌ପଟାଙ୍ଗ

ପ୍ୟାରିସ୍‌,୨।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ…

IAS କୋଚିଂ ସେଣ୍ଟର ମୃତ୍ୟୁ ଘଟଣା: ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ,୨।୮: ଦିଲ୍ଲୀ ରାଜେନ୍ଦ୍ର ନଗର ଆଇଏଏସ କୋଚିଂ ସେଣ୍ଟରରେ ତିନି ଜଣ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ ସିବିଆଇ। ଆଜି ଦିଲ୍ଲୀ ହାଇକୋର୍ଟ ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର କରିଛନ୍ତି। ହାଇକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ ଏହି ନିଷ୍ପତ୍ତି ଶୁଣାଇଛନ୍ତି।…

ତୁର୍କୀରେ ଇନଷ୍ଟାଗ୍ରାମରେ ଲାଗିଲା ପ୍ରତିବନ୍ଧକ, ହାନିୟେଙ୍କ ହତ୍ୟା ବାର୍ତ୍ତାକୁ ମେଟା କରିଥିଲା ବ୍ଲକ

ଅଙ୍କାରା,୨।୮: ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଇନଷ୍ଟାଗ୍ରାମ’କୁ ତୁର୍କୀ ନିଷେଧ କରିଛି। ଇନଷ୍ଟାଗ୍ରାମ ଉପରେ ପ୍ରତିବନ୍ଧକ ଲଗାଇବାର ନିଷ୍ପତ୍ତି ସମ୍ପର୍କରେ ତୁର୍କୀ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଆହୁରି ମଧ୍ୟ, ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ଏହି ପ୍ରତିବନ୍ଧକ କେତେ…

ଅଲିମ୍ପିକ୍ସରେ ନୀରଜ ସ୍ବର୍ଣ୍ଣ ପଦକ ଜିତିଲେ ଦେଶବାସୀଙ୍କର ଖୋଲିବ ଭାଗ୍ୟ

ନୂଆଦିଲ୍ଲୀ,୨।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ପ୍ରଥମ ୬ ଦିନ ଭାରତ ପାଇଁ ସାଧାରଣ ଥିଲା । ୬ ଦିନରେ ଭାରତୀୟ ଦଳ ମାତ୍ର ୩ଟି ବ୍ରୋଞ୍ଜ ପଦକ ଜିତିବାରେ ସକ୍ଷମ ହୋଇଛି। ପିଭି ସିନ୍ଧୁ, ନିକହତ ଜରିନ, ରୋହନ ବୋପନାଙ୍କ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?