ସାଟେଲାଇଟ୍ ଫଟୋରେ ଭୂସ୍ଖଳନର ଭୟାବହ ଚିତ୍ର
ନୂଆଦିଲ୍ଲୀ,୨ା୮:ଭାରତୀୟ ସାଟେଲାଇଟ୍ର ହାଇରିଜଲ୍ୟୁଶନ ଫଟୋରୁ ଓ୍ବାୟନାଡ୍ ଭୂସ୍ଖଳନର ବ୍ୟାପକ ଧ୍ୱଂସଲୀଳା ସାମ୍ନାକୁ ଆସିଛି। ପ୍ରାୟ ୮୬,୦୦୦ ବର୍ଗମିଟର ଜମି ଧସିଯାଇଥିବାବେଳେ ଇରୁବାଇଫୁଝା ନଦୀର ଉଭୟ ପାର୍ଶ୍ୱରେ ୮ କିଲୋମିଟର ପର୍ଯ୍ୟନ୍ତ ମାଟି, ପଥର ଓ ଭଗ୍ନାବଶେଷ ମାଡ଼ିଯାଇଥିବା ଭସ୍ଖଳନର ପୂର୍ବ ଓ…
କେରଳରେ ପ୍ରକୃତିର କରାଳ ରୂପ, ମୃତ୍ୟୁସଂଖ୍ୟା ୩୦୦ ଟପିଲା
ଥିରୁଭାନନ୍ତପୁରମ୍,୨ା୮: କେରଳର ଓ୍ବାୟନାଡ୍ ଭୂସ୍ଖଳନ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୩୦୦ ଟପିଥିବା ବେଳେ ୧୯୦ଟି ମୃତଦେହ ଉଦ୍ଧାର କରାଯାଇଛି। ୨୦୦ରୁ ଅଧିକ ଏବେ ବି ନିଖୋଜ ଅଛନ୍ତି। ପ୍ରବଳ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟରେ ବାଧାପ୍ରାପ୍ତ ଘଟିଛି।…
ମୋଦି ସରକାରରେ ୧୦ରୁ ୭ ମନ୍ତ୍ରୀ ଆରଏସ୍ଏସ୍ର: ଚାଞ୍ଚଲ୍ୟକର ଖୁଲାସା କଲେ ଟିଏମସି ନେତା
ନୂଆଦିଲ୍ଲୀ,୨।୮: ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଗୃହରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ)କୁ ପ୍ରଶଂସା କରିଥିଲେ। କଂଗ୍ରେସ ସମେତ ଅନେକ ଦଳ ଏ ସମ୍ପର୍କରେ ଆପତ୍ତି ଉଠାଇଛନ୍ତି। ଚେୟାରମ୍ୟାନ ଦେଇଥିବା ପ୍ରଶଂସା ପରେ ତୃଣମୂଳ କଂଗ୍ରେସ (ଟିଏମସି) ନେତା…
ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍ଓଡି ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ
ବ୍ରହ୍ମପୁର,୨ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍ଓଡି ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। କିଛି ଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର…
ସ୍ବପ୍ନିଲଙ୍କୁ ରେଳ ବିଭାଗ ପକ୍ଷରୁ ବଡ଼ ଉପହାର ଘୋଷଣା
ଚାଟାରକ୍ସ, ୨।୮: ପ୍ୟାରିସ ଅଲିମ୍ପିକ୍ସରେ କରାମତି ଦେଖାଇଛନ୍ତି ଭାରତୀୟ ଶୁଟର ସ୍ବପ୍ନିଲ କୁସାଲେ। ଚାଟାରକ୍ସ ଶୁଟିଂ ରେଞ୍ଜ୍ରେ ଭାରତ ପାଇଁ ଜିତିଛନ୍ତି ତୃତୀୟ ବ୍ରୋଞ୍ଜ ପଦକ। ୫୦ ମିଟର ରାଇଫଲ ୩ ପୋଜିଶନ୍ସ ଇଭେଣ୍ଟରେ ସେ ପାଇଛନ୍ତି ଏହି ସଫଳତା। ପ୍ରଥମ…
ଆଜିଠାରୁ ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ: ଜାଣନ୍ତୁ କେଉଁଠି ଦେଖିପାରିବେ ମ୍ୟାଚ
କଲମ୍ବୋ, ୧ା୮: ସ୍ଥାନୀୟ ଆର୍. ପ୍ରେମଦାସା ଷ୍ଟାଡିୟମରେ ଶୁକ୍ରବାରଠାରୁ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ଆରମ୍ଭ ହେବ। ଅନ୍ତର୍ଜାତୀୟ ଟି୨୦ ସିରିଜରେ ସମସ୍ତ ମ୍ୟାଚ ହାରିଥିବା ଶ୍ରୀଲଙ୍କା ଏହି ସିରିଜରେ ପ୍ରତ୍ୟାବର୍ତ୍ତନ…
କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ…
ନୂଆଦିଲ୍ଲୀ, ୨।୮: ଖୁବ୍ଶୀଘ୍ର ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ନଗଦ ବିହୀନ ଚିକିତ୍ସା ମିଳିବ। ଏନେଇ ନ୍ୟାଶନାଲ ହେଲ୍ଥ୍ ଅଥରିଟି(ଏନ୍ଏଚ୍ଏ) ସହଯୋଗରେ କେନ୍ଦ୍ର ସରକାର ଯୋଜନା ପ୍ରସ୍ତୁତ କରିଥିବା ନେଇ ଗୁରୁବାର କେନ୍ଦ୍ର ସଡ଼କ, ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ…
ପୁଣି ଭାରତକୁ ଦୋଷ ଦେଲା ଆମେରିକା
ଓ୍ବାଶିଂଟନ୍,୨।୮: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତବନ୍ତ ସିଂ ପନ୍ନୁଙ୍କୁ ହତ୍ୟା ଉଦ୍ୟମ ସମ୍ପର୍କରେ ଭାରତରେ ତଦନ୍ତ ଚାଲିଛି। ଭାରତକୁ ଏଜେଣ୍ଟ ମାଧ୍ୟମରେ ପନ୍ନୁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଚାଲିଥିବା ଅନୁସନ୍ଧାନକୁ ନେଇ ଭାରତ ଉତ୍ତରଦାୟିତ୍ୱ ଆଶା କରୁଛି ବୋଲି ଆମେରିକା ପୁଣି…
ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାଲେଶ୍ୱର,୨ା୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ତାଙ୍କ ଘରେ ଚଢ଼ାଉ ଚାଲିଛି। ତାଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହି ଆଧାରରେ ଭିଜିଲାନ୍ସ ବିଭାଗ…
ଖେଳାଳିଙ୍କୁ ନିଶାଦ୍ରବ୍ୟ ବିଜ୍ଞାପନ କରିବା ମନା:ସରକାରଙ୍କ କଡ଼ା ଚେତାବନୀ ଜାରି
ନୂଆଦିଲ୍ଲୀ,୨।୮: ଦେଶର କୌଣସି ଖେଳାଳିଙ୍କୁ ମଦ୍ୟପାନ କିମ୍ବା ଧୂମପାନର ବିଜ୍ଞାପନ ଦେଖିବାକୁ ମିଳିବ ନାହିଁ। ସ୍ବାସ୍ଥ୍ୟ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଅତୁଲ ଗୋୟଲ ବିସିସିଆଇ ଏବଂ ଏସ୍ଏଆଇକୁ ଚିଠି ଲେଖି ଖେଳାଳିଙ୍କଠାରୁ ତୁରନ୍ତ ଆଫିଡେଭିଟ ନେବାକୁ କହିଛନ୍ତି। ଏହି ଚିଠିରେ ଗୋୟଲ…
ବିଷ୍ଣୁପ୍ରସାଦଙ୍କୁ ଝୁରୁଛି ଜନ୍ମମାଟି
ଗୋପ,୨ା୮(ଭାରତୀ ଭୂଷଣ ଉପାଧ୍ୟାୟ): କେରଳର ଓ୍ବାୟନାଡ୍ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତ୍ୟୁକୁ ନେଇ ତାଙ୍କ ଜନ୍ମମାଟି ପୁରୀ ଜିଲା ଗୋପ ବ୍ଲକ ଅନ୍ତର୍ଗତ ପରାଳ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତାଙ୍କ ମୃତ୍ୟୁକୁ ସହଜରେ କେହି ବିଶ୍ବାସ…
୧୦,୦୪୧ ରକ୍ତ ନମୁନାରୁ ୨୪୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨ା୮(ବନ୍ଦନା ସେଠୀ): ଚଳିତ ବର୍ଷ ଜୁଲାଇ ୩୦ସୁଦ୍ଧା ବିଏମ୍ସି ଅଞ୍ଚଳରେ ମୋଟ ୧୦ ହଜାର ୪୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୯ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ…

