ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ
ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ ବ୍ୟାଟରେ ପ୍ରଭାବ ପକାଇପାରିଲେ ନାହିଁ, ୮ ବଲରେ ୮ ରନ କରିବା ପରେ…
CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’
ଗୁଆହାଟି,୨୬।୭: NEET ପେପର୍ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି ଯେ ତାଙ୍କ କ୍ୟାବିନେଟ ସହଯୋଗୀଙ୍କୁ ଟ୍ରୋଲ କରାଯିବା ଉଚିତ ନୁହେଁ,…
ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ
କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା। କ୍ୱିଭରେ ଥିବା ଭାରତୀୟ ଦୂତାବାସର ଏକ ସରକାରୀ ବିବୃତ୍ତି ଅନୁଯାୟୀ, ଦୁଇଜଣ କ୍ରୁ…
୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା
ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା କରିଛନ୍ତି ଯେ ସେ 2028 ବିଧାନସଭା ନିର୍ବାଚନ ଲଢ଼ିବେ ନାହିଁ। ସେ X…
ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ, ବିରୋଧୀ ଦଳ ଦାୟୀ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିବ ଏବଂ ପ୍ରଧାନମନ୍ତ୍ରୀ…
ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା
ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ ଗୋଷ୍ଠୀଗୁଡ଼ିକଠାରୁ ବିପଦ ଥିବା ସୂଚନା ମିଳିବା ପରେ ଟ୍ରମ୍ପଙ୍କୁ ଯାତ୍ରା ମଝିରେ ବିମାନ…
ଲୋୟର ସୁକତେଲର ୩ ଗେଟ୍ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ
ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଡ୍ୟାମ୍ରୁ ଛଡ଼ା ଯାଇଛି। ଚଳିତ ବର୍ଷ ଡ୍ୟାମ୍ରେ ପୂର୍ଣ୍ଣ କ୍ଷମତା ପର୍ଯ୍ୟନ୍ତ ପାଣି…
ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍ ଖୁଣ୍ଟ, ଅନ୍ଧାରରେ ଗାଁ
ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲି ନିକଟରେ…
ଡ୍ରେନ୍ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍, ବଢୁଛି ଟ୍ରାଫିକ୍ ଜାମ୍
ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍ ସଫେଇ କରାଯିବା ପରେ ଡ୍ରେନ୍ ଉପରେ ଥିବା ସ୍ଲାବ୍ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ ଭୟଙ୍କର ସମସ୍ୟା ଦେଖାଦେଇଛି। ରାସ୍ତାର ଏକ ପାର୍ଶ୍ୱ ଅବରୋଧ ହୋଇଯାଇଥିବାରୁ ଏଠାରେ ଦୀର୍ଘ…
ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…
ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ ମଧ୍ୟରେ ଶିକ୍ଷା ମନ୍ତ୍ରଣାଳୟ ସହିତ ଜଡିତ ସମଗ୍ର ବ୍ୟବସ୍ଥାକୁ ‘ସଫା’ କରିବାରେ ସଫଳ…
ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ
ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ ଜ୍ଞାନ କୌଶଳ ଉଦ୍ଭାବନ ପୋଲିସ ସମେତ ଗୋଇନ୍ଦା ବିଭାଗକୁ ତଦନ୍ତରେ ସାହାଯ୍ୟ କରୁଛି।…
ବାର୍ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ
ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍ହା ଆତଙ୍କ। ବାର୍ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର ଗାଁର ବଚନ ନାୟକ(୫୫)। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ…

