ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି
ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବାନ୍ଦାରେ ମୁଖତାର ଅନସାରୀଙ୍କ ମାମଲା ପରିଚାଳନା କରିଥିବା ଓକିଲ…
ଇଡି ଜବତ କରୁଥିବା ସମ୍ପତ୍ତି ହୁଏ କ’ଣ, ଯାହାକୁ ଗରିବଙ୍କ ମଧ୍ୟରେ ବାଣ୍ଟି ଦେଉଥିବା କହୁଛନ୍ତି ମୋଦି?
ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଋତୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ପଶ୍ଚିମବଙ୍ଗର କୃଷ୍ଣନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅମୃତା ରୟଙ୍କ ସହ କଥାବାର୍ତ୍ତା ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ମୁଁ ଇଡି…
ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ
ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ ପର୍ଯ୍ୟାୟରେ ୮ ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ୧୯ ଏପ୍ରିଲରେ…
ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କୁ ଜେଲରୁ ହସ୍ପିଟାଲ ସ୍ଥାନାନ୍ତର…
ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ। ବିଜେଡି…
ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ
ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ କୌଣସି…
୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ
ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ ବୋଲି…
ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା
ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି। କୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପତ୍ନୀ ସୁନୀତା କେଜରିୱାଲ ଗଣମାଧ୍ୟମକୁ କହିଛନ୍ତି ଯେ…
ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ
ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି ଚର୍ଚ୍ଚା ହୋଇଥିଲା। ହେଲେ ଏହି ଯୋଡ଼ି ସୋସିଆଲ ମିଡିଆରେ ଫଟୋ ଶେୟାର କରି ସମସ୍ତଙ୍କୁ…
ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ ନ୍ୟାୟପାଳିକା’ର ଆହ୍ବାନ କରିଥିଲେ – ସେମାନେ ଲଜ୍ଜାଜନକ ଭାବରେ ନିଜର ସ୍ବାର୍ଥ ପାଇଁ ଅନ୍ୟମାନଙ୍କଠାରୁ…
ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ
ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି ଦିନ ପୂର୍ବେ ତାଙ୍କ ବ୍ୟବସାୟୀ ପୁଅ ନବୀନ ଜିନ୍ଦଲ ଭାଜପାରେ ସାମିଲ ହୋଇଥିଲେ। ଗୁରୁବାର…
ପୋଲିସ ନମ୍ବରରୁ ହ୍ବାଟ୍ସଆପ୍କୁ ଆସିବ କଲ୍, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…
ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍କୁ କଲ୍ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ ସ୍ବର ଶୁଭିଲା, ‘ଶୁଣ, ଦିଲ୍ଲୀରୁ ଡିସିପି ଡାକୁଛନ୍ତି, ତୁମ ଝିଅ ଡ୍ରଗ୍ସ କାରବାରରେ ଧରାପଡ଼ି…
Archives


