ଅଗ୍ନିବୀର ଯୋଜନାକୁ ନେଇ ସରକାର ନେବେ ବଡ ନିଷ୍ପତ୍ତି? ରାଜନାଥ ଦେଲେ ସୂଚନା
ନୂଆଦିଲ୍ଲୀ,୨୮।୩: ଅଗ୍ନିବୀର ଯୋଜନା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆବଶ୍ୟକତା ପଡେ ତେବେ ସରକାର ଏହି ଯୋଜନାରେ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ଅଛନ୍ତି। ଏକ ଘରୋଇ ଟେଲିଭିଜନି ଚ୍ୟାନେଲ…
ମନର ଯନ୍ତ୍ରଣା ବଖାଣିଲେ କରିନା
ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ ଭୂମିକାରେ ଅଛନ୍ତି। କରୀନା କପୁର ତାଙ୍କ କ୍ୟାରିୟରରେ ଅନେକ ହିଟ ଫିଲ୍ମ ଦେଇଛନ୍ତି। କିନ୍ତୁ…
ଶିବସେନାରେ ସାମିଲ ହେଲେ ଗୋବିନ୍ଦା, ଏହି ଆସନରୁ ଲଢିବେ ନିର୍ବାଚନ
ମୁମ୍ବାଇ,୨୮।୩: ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା। ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି। ଶିନ୍ଦେଙ୍କ ଦଳ ତାଙ୍କୁ ମୁମ୍ବାଇ ଉତ୍ତର ପଶ୍ଚିମ ଲୋକ ସଭା ଆସନରୁ ଟିକେଟ୍ ଦେଇପାରେ ବୋଲି ଅନୁମାନ କରାଯାଉଛି।…
ଛିଣ୍ଡିଲା କଥା! ମହାମେଣ୍ଟରେ ସମାଧାନ ହେଲା ସିଟ ଶେୟାରିଂ ପ୍ରସଙ୍ଗ, କାଲି ଘୋଷଣା
ପାଟନା,୨୮।୩: ବିହାରରୁ ଏକ ବଡ ଖବର ଆସିଛି, ଯେଉଁଠାରେ ଗ୍ରାଣ୍ଡ ଆଲାଇନ୍ସରେ ସିଟ ବଣ୍ଟନ ବିଷୟରେ ଆଲୋଚନା ହୋଇଛି। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଏହି ବିଷୟରେ ଏକ ଆନୁଷ୍ଠାନିକ ଘୋଷଣା ହେବ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ଆରଜେଡି…
ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ
ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ ୪ ଆସନରେ ପୁରୁଣା ପ୍ରାର୍ଥୀଙ୍କୁ ରିପିଟ୍ କରାଯାଇଥିବା ବେଳେ ୧୧ ଆସନରେ ନୂଆ ମୁହଁ…
ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍
ବଲିଉଡର ପାଓ୍ବାରଫୁଲ୍ କପଲ୍ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ ଘରକୁ ଯିବାକୁ ପ୍ରସ୍ତୁତ ଅଛନ୍ତି। ନିକଟରେ ଦୁହେଁ ଏହି ବିଳାସପୂର୍ଣ୍ଣ ବଙ୍ଗଳା ବାହାରେ ନଜର…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭିଲିଆନ୍ ସଜେଇଲେ ଏହି କ୍ରିକେଟର୍: କହିଦେଲେ ଏମିତି କଥା
ହାଇଦ୍ରାବାଦ୍,୨୮।୩: ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଏଥି ସହ ବର୍ତ୍ତମାନ ପୂର୍ବତନ ଭାରତୀୟ ଅଲରାଉଣ୍ଡର ଇରଫାନ ପଠାନ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବ୍ୟାଟିଂ ଦାୟିତ୍ୱ ନେଇଛନ୍ତି। ହାର୍ଦ୍ଦିକ…
ଜିତିବାକୁ ନୁହେଁ ଏହି ବ୍ୟକ୍ତିଙ୍କୁ ପସନ୍ଦ ନିର୍ବାଚନରେ ହାରିବାକୁ
ମେଟ୍ଟୁରା,୨୮।୩: ବିଶ୍ୱର ଯେକୌଣସି ବ୍ୟକ୍ତି କେବଳ ଜିତିବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, କିନ୍ତୁ ତାମିଲନାଡୁରେ ଜଣେ ବ୍ୟକ୍ତି ଅଛନ୍ତି ଯିଏ ନିର୍ବାଚନରେ କେବଳ ହାରିବା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରନ୍ତି। ହଁ … ଥରେ କିମ୍ବା ଦୁଇଥର ନୁହେଁ, ଏହି ଭଦ୍ରଲୋକ…
ମୁଁ ଇଡିକୁ ଧନ୍ୟବାଦ ଦେବାକୁ ଚାହୁଁଛି… କୋର୍ଟରେ କାହିଁକି ସିସୋଡିଆଙ୍କ କଥା ଉଠାଇଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗୁରୁବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ତାଙ୍କର ୬ ଦିନିଆ ଅଟକ ଆଜି ଅର୍ଥାତ୍ ମାର୍ଚ୍ଚ ୨୮ ଗୁରୁବାର ଶେଷ ହେଉଛି। ରାଉଜ ଆଭେନ୍ୟୁ କୋର୍ଟର ଜଜ…
Video: ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍ ଟ୍ରାକ୍ର ଝଲକ ଦେଖାଇଲେ ରେଳମନ୍ତ୍ରୀ
ନୂଆଦିଲ୍ଲୀ,୨୮।୩: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭାରତର ପ୍ରଥମ ବୁଲେଟ ଟ୍ରେନ ପାଇଁ ନିର୍ମିତ ସ୍ବତନ୍ତ୍ର ପ୍ରକାରର ଟ୍ରାକର ପ୍ରଥମ ଝଲକ ଦେଖାଇଛନ୍ତି। ସେ ତାଙ୍କ ଏକ୍ଦ ହ୍ୟାଣ୍ଡେଲରୁ ଏହି ସମ୍ବନ୍ଧୀୟ ଏକ ଭିଡିଓ ପୋଷ୍ଟ କରିଥିଲେ। ଏଥିରେ ସେ ଦେଶର ପ୍ରଥମ…
ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…
ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍ ଆକର୍ଷଣୀୟ ହୋଇଥାଏ। ଆଜି ସେମିତି କିଛି ଅଦ୍ଭୁତ ଅଟ୍ଟାଳିକା ବିଷୟରେ କହିବୁ। ଯାହା ଦେଖିବାକୁ ବଙ୍କାତେଢ଼ା କିନ୍ତୁ ବାସ୍ତବ…
ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…
Archives


