ମୁଁ ଇଡିକୁ ଧନ୍ୟବାଦ ଦେବାକୁ ଚାହୁଁଛି… କୋର୍ଟରେ କାହିଁକି ସିସୋଡିଆଙ୍କ କଥା ଉଠାଇଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗୁରୁବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ତାଙ୍କର ୬ ଦିନିଆ ଅଟକ ଆଜି ଅର୍ଥାତ୍ ମାର୍ଚ୍ଚ ୨୮ ଗୁରୁବାର ଶେଷ ହେଉଛି। ରାଉଜ ଆଭେନ୍ୟୁ କୋର୍ଟର ଜଜ…
Video: ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍ ଟ୍ରାକ୍ର ଝଲକ ଦେଖାଇଲେ ରେଳମନ୍ତ୍ରୀ
ନୂଆଦିଲ୍ଲୀ,୨୮।୩: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭାରତର ପ୍ରଥମ ବୁଲେଟ ଟ୍ରେନ ପାଇଁ ନିର୍ମିତ ସ୍ବତନ୍ତ୍ର ପ୍ରକାରର ଟ୍ରାକର ପ୍ରଥମ ଝଲକ ଦେଖାଇଛନ୍ତି। ସେ ତାଙ୍କ ଏକ୍ଦ ହ୍ୟାଣ୍ଡେଲରୁ ଏହି ସମ୍ବନ୍ଧୀୟ ଏକ ଭିଡିଓ ପୋଷ୍ଟ କରିଥିଲେ। ଏଥିରେ ସେ ଦେଶର ପ୍ରଥମ…
ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…
ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍ ଆକର୍ଷଣୀୟ ହୋଇଥାଏ। ଆଜି ସେମିତି କିଛି ଅଦ୍ଭୁତ ଅଟ୍ଟାଳିକା ବିଷୟରେ କହିବୁ। ଯାହା ଦେଖିବାକୁ ବଙ୍କାତେଢ଼ା କିନ୍ତୁ ବାସ୍ତବ…
ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…
ଏହି ୫ ଭାଜପା ନେତା ର୍ନିଦ୍ୱନ୍ଦରେ ଜିତିବେ ନିର୍ବାଚନ, ପ୍ରାର୍ଥୀ ଛିଡ଼ା କରିବାକୁ ବିରୋଧୀ କରିପାରିଲାନି ସାହାସ
ନୂଆଦିଲ୍ଲୀ,୨୮।୩: ଦେଶରେ ଆରମ୍ଭ ହୋଇଛି ନିର୍ବାଚନର ବଡ଼ ପର୍ବ। ବିରୋଧୀଙ୍କୁ ଚିତାପଟ କରିବା ପାଇଁ ରାଜନୈତିକ ଦଳ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଭୋଟରଙ୍କୁ ନିଜ ଆଡ଼କୁ ଟାଣିବା ପାଇଁ ପ୍ରାର୍ଥୀମାନେ ଅଣ୍ଟା ଭିଡ଼ି ସାରିଛନ୍ତି। କିନ୍ତୁ ଦେଶରେ ଏପରି ୫ପ୍ରାର୍ଥୀ…
ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ
ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ହେଉଛି। ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ…
ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍
ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ…
ଟିକେଟ୍ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…
ଭୁବନେଶ୍ୱର,୨୮ା୩: ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ ମଧ୍ୟରେ କଟକ ଏମ୍ପି ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ଏମ୍ପି ପ୍ରାର୍ଥୀ ଅଂଶୁମାନ ମହାନ୍ତି,…
ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ
ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ ନିର୍ମାଣ କାର୍ଯ୍ୟ ବନ୍ଦ କରିଛନ୍ତି। ସୂଚନାନୁଯାୟୀ, ପୂର୍ତ୍ତବିଭାଗ ଅଧୀନରେ ହାଣ୍ଡିଭଙ୍ଗାଠାରୁ କୁଜିଡ଼ିହି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ସହିତ…
ଅପରାଜିତାଙ୍କ ବିପକ୍ଷରେ ଜିତିବା ନେଇ ଏମିତି କହିଲେ ମନ୍ମଥ ରାଉତରାୟ
ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ କରିଛନ୍ତି।…
ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!
ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ ଯାଜପୁର,…
ଟ୍ରକ୍ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ
ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ଦୁଇଦିନ ପୂର୍ବରୁ ତାମିଲନାଡୁର ଗୋଟିଏ ୧୪ ଚକିଆ (ଟିଏନ୍ ୫୭ଏ ଏମ୍ ୯୯୬୬)…
Archives


