ଜେଲ ଗଲେ ୟୁଟ୍ୟୁବର ମୋନାଲିସା, ବଦ୍ରି
ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ବେଆଇନ ଭାବେ ଘରେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସାମାଜିକ ଗଣମାଧ୍ୟମରେ ଶେୟାର କରୁଥିବା ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ର ଶେଷରେ ଜେଲ ଯାଇଛନ୍ତି। ଉଭୟେ…
ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ
ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ସରକାରୀ କାର୍ଯ୍ୟାଳୟ ଓ ଖରିଆର ରୋଡସ୍ଥିତ ତାଙ୍କ ବାସ ଭବନରେ…
ଫିଟ୍ନେସ୍ବିହୀନ ସ୍କୁଲ ବସ୍ ଚଳାଇ ପିଲାଙ୍କ ଜୀବନ ସହ ଖେଳ
ଦାମନଯୋଡ଼ି/ପଟ୍ଟାଙ୍ଗି,୨୯ା୩(ମାନସ ରଞ୍ଜନ କର/ଶରତ ଧଳ): କୋରାପୁଟ ଜିଲାର ବିବାଦୀୟ କୋଟିଆ ଗଞ୍ଜେଇପଦରଠାରେ ଥିବା ସ୍ବତନ୍ତ୍ର ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଆଦିବାସୀ ବର୍ଗର ଛାତ୍ରୀଛାତ୍ରଙ୍କ ଯାତାୟାତ ଲାଗି ଦାମନଯୋଡ଼ିସ୍ଥିତ ନାଲ୍କୋ ପକ୍ଷରୁ ବସ୍ (ଓଡି ୧୦ଡବ୍ଲ୍ୟୁ-୭୭୦୭) ସେବା ଯୋଗାଇ ଦିଆଯାଉଛି। ଏହି ବସ୍ରେ…
୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍ୟୁସିଆଇ
କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ ଓ…
ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା
ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ ଦଳର ସିଂହଭାଗ ନେତା ଓ ନେତ୍ରୀ ଗ୍ରହଣ କରିପାରି ନ ଥିବା ଦେଖିବାକୁ ମିଳିଛି।…
ମହିଳାଙ୍କୁ ରୋଜଗାରର ବାଟ ଦେଖାଇଛି ଛତୁଚାଷ
କେନ୍ଦ୍ରାପଡ଼ା,୨୯ା୩ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ନାହିଁ। ପର୍ଯ୍ୟଟନ ଶିଳ୍ପ ଓ କୃଷିଭିତ୍ତିକ ଶିଳ୍ପ ପାଇଁ ବାରମ୍ବାର ଦାବି ହେଉଛି। କର୍ମ ନିଯୁକ୍ତିକୁ ନେଇ ଜିଲାବାସୀ ସଂଘର୍ଷ କରୁଛନ୍ତି। ତେବେ ରାଜନଗରର କେତେଜଣ ଯୁବତୀ ଓ ମହିଳା ଛତୁଚାଷ କରି…
ବିଜେଡିରୁ ଇସ୍ତଫା ଦେଲେ ଡମ୍ବରୁ ଶିଶା
ମାଲକାନଗିରି,୨୯ା୩(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡମ୍ବରୁ ଶିଶା ବିଜୁ ଜନତା ଦଳର ଜଣେ ସକ୍ରିୟ ସଦସ୍ୟ ଭାବେ କାର୍ଯ୍ୟ କରି ଆସୁଥିଲେ। ଗୁରୁବାର ସେ ବିଜେଡି ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟ ବିଜୁ…
ବିରଜା ମନ୍ଦିରରେ ପୂଜା ପରେ ସମ୍ବଲପୁର ଗଲେ ପ୍ରଣବ
ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ସମ୍ବଲପୁର ସାଂସଦ ପ୍ରାର୍ଥୀ ପାଇଁ ମନୋନୀତ ହୋଇଛନ୍ତି। ଏହି ଘୋଷଣା ପରେ ଗୁରୁବାର ସକାଳେ ସେ ପ୍ରଥମେ ପୁରୀ…
ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା
ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍ ୭.୨ ପ୍ରତିଶତ…
ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ
କାଳିଆପାଣି,୨୯ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ଅଞ୍ଚଳରେ ବିଭିନ୍ନ ଯୋଜନାରେ ନିର୍ମାଣାଧୀନ କଂକ୍ରିଟ ରାସ୍ତା ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏଭଳି ଏକ ଘଟଣା କାଳିଆପାଣି ପଞ୍ଚାୟତରେ ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ କାଳିଆପାଣି ପଞ୍ଚାୟତର ଚିରୁଗୁଣିଆଁ…
ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ
ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ ଅଛି। ଏପରି ସ୍ଥଳେ କଂଗ୍ରେସରୁ ପ୍ରାର୍ଥୀ ହେବାକୁ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତିହିଡ଼ି…
ପିଏଚ୍.ଡି. ପାଇଁ ଏନ୍ଇଟି ସ୍କୋର
ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍ଇଟି ସ୍କୋର୍ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍.ଡି. ନାମଲେଖା…
Archives


