ପ୍ୟାରିସ ଅଲିମ୍ପିକ୍ସର ସବୁଠାରୁ ଧନୀ ଟିମ୍, ଜଣେ ଜଣେ ଖେଳାଳି କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ
ପ୍ୟାରିସ,୩୧।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବିଶ୍ୱର ୧୦,୫୦୦ ଆଥଲେଟ ଅଂଶଗ୍ରହଣ କରୁଛନ୍ତି । କେବଳ ଅଲିମ୍ପିକ ଗେମ୍ସ ପାଇଁ ଯୋଗ୍ୟତା ହାସଲ କରିବାକୁ ଆଥଲେଟ୍ସମାନଙ୍କୁ ଅନେକ ପ୍ରକାର ପ୍ରୟାସ କରିବାକୁ ପଡଛି। କେତେକ ଅତ୍ୟଧିକ ଦାରିଦ୍ର୍ୟ ଦେଇ ଗତି କରିବା ପରେ…
୪ ଘଣ୍ଟାରୁ କମ୍ ସମୟ ଅଫିସରେ ରହିଲେ ଛୁଟି ପଡ଼ିବ
ଭୁବନେଶ୍ୱର,୩୧।୭(ଅନିଲ ଦାସ): ଅର୍ଥ ବିଭାଗ କର୍ମଚାରୀ ମନଇଚ୍ଛା ଅଫିସକୁ ଆସିପାରିବେ ନାହିଁ କିମ୍ବା ଡ୍ୟୁଟିରେ ଖିଲାପ କରିପାରିବେ ନାହିଁ। ଏନେଇ ବିଭାଗ ପକ୍ଷରୁ ମଙ୍ଗଳବାର କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। କର୍ମଚାରୀଙ୍କୁ ଅତି କମ୍ରେ ସାଢେ ୭ ଘଣ୍ଟା କାମ…
ନବୀନଙ୍କୁ ସିଧା ଶୁଣାଇଦେଲେ ମୁଖ୍ୟମନ୍ତ୍ରୀ, ଉଠି ପଳାଇଲେ ବିଜେଡି-କଂଗ୍ରେସ
ଭୁବନେଶ୍ୱର,୩୦।୭: ବିଧାନସଭାରେ ଆଜି ୯୫ ହଜାର କୋଟି ଟଙ୍କାର ଲେଖାନୁଦାନ ବଜେଟ ଗୃହୀତ ହୋଇଛି । ବଜେଟ ନେଇ ଗୃହରେ ଧନ୍ୟବାଦ ପ୍ରସ୍ତାବ ଉପରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଆଉ ବିରୋଧୀ ବିଜେଡି ଖାସ୍ କରି ନବୀନ…
କାଲିଠୁ ଜୋରଦାର ଧରପକଡ, ଲାଇସେନ୍ସ ନ ଥିଲେ…
ଭୁବନେଶ୍ୱର,୩୦।୭: ନାବାଳକ ଗାଡ଼ିଚାଳକଙ୍କ ଉପରେ ଲଗାମ କଷିଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ । ସୋମବାର ଠାରୁ ରାଜ୍ୟ ବ୍ୟାପି ଧରପକଡ ଆରମ୍ଭ ହୋଇଛି । ଦୁଇ ଦିନରେ ଧରା ପଡିଛନ୍ତି ୩୩୪ ନାବାଳକ ଚାଳକ । ଏହା ସହ ୧୩୮ ଟି…
ସାବଧାନ ସରକାରୀ କର୍ମଚାରୀ, ଏଣିକି ଅଫିସ୍ରେ…
ଭୁବନେଶ୍ୱର,୩୦।୭: ଆଉ ଚଳିବନି ମନମାନି । ଏଣିକି ସବୁକିଛି ନିୟମ ଅନୁସାରେ ଚାଲିବ । ଆଉ ସରକାରୀ ନିୟମକୁ ମାନିବା ବାଧ୍ୟତାମୂଳକ। ନିୟମ ନ ମାନିଲେ ହେବ କାର୍ଯ୍ୟାନୁଷ୍ଠାନ। ସରକାରୀ ଚାକିରିଆଙ୍କୁ ଏପରି ଭାବେ ରୋକଠୋକ ଶୁଣାଇଦେଇଛନ୍ତି ନୂଆ ସରକାର ।…
ଅଲିମ୍ପିକ୍ସରେ ହକିରେ ଆର୍ୟଲ୍ୟାଣ୍ଡକୁ ହରାଇଲା ଭାରତ, ହରମନପ୍ରୀତଙ୍କ ଦମ୍ଦାର ପ୍ରଦର୍ଶନ
ପ୍ୟାରିସ,୩୦।୭: ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମର ବିଜୟ ଧାରା ଜାରି ରହିଛି। ଆଜି ଗ୍ରୁପ ପର୍ଯ୍ୟାୟର ତୃତୀୟ ମ୍ୟାଚ୍ରେ ଦଳ ଆର୍ୟଲ୍ୟାଣ୍ଡକୁ ୨-୦ ଗୋଲରେ ହରାଇ ଦେଇଛି। ଦଳ ପକ୍ଷରୁ ଦୁଇଟି ଯାକ ଗୋଲ ଅଧିନାୟକ ହରମନପ୍ରୀତ ସିଂହ…
ଓ୍ବାଏନାଡରୁ ଆସିଲା ଦୁଃଖ ଖବର, ଭୂସ୍ଖଳନରେ ଓଡ଼ିଆ ଡାକ୍ତର ନିଖୋଜ
ଭୁବନେଶ୍ୱର,୩୦।୭: କେରଳ ୱାଏନାଡରୁ ଆସିଛି ଦୁଃଖଦ ଖବର। ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ଓଡ଼ିଆ ପୁଅ ଜଣକ ହେଲେ କଟକ ଚୌଦ୍ବାର ହାଉସିଂ ବୋର୍ଡର ଡାକ୍ତର ବିଷ୍ଣୁପ୍ରସାଦ ଚିନାରା। ବିଷ୍ଣୁପ୍ରସାଦ ନିଖୋଜ…
ସାକ୍ଷାତ୍କାରରେ ସଫଳତା ଲାଗି…
ଶିକ୍ଷାଗତ ଯୋଗ୍ୟତା ସତ୍ତ୍ୱେ ଅନେକ ସମୟରେ ସାକ୍ଷାତ୍କାରରେ ବିଫଳତା ମିଳିଥାଏ। ତେବେ ଏଥିରେ ସଫଳ ହେବା ପାଇଁ ବିଭିନ୍ନ ଦିଗରୁ ପ୍ରସ୍ତୁତି କରିବାକୁ ହେବ। ସାକ୍ଷାତକାର ଦେବାକୁ ଯିବା ପୂର୍ବରୁ ସର୍ବପ୍ରଥମେ କେଉଁ ସବୁ ବିଷୟରେ ଆପଣଙ୍କୁ ପ୍ରଶ୍ନ ଆସିବ ସେନେଇ…
କିଏ ସେହି ସରବଜୋତ ସିଂ, ଯିଏ ମନୁ ଭାକରଙ୍କ ସହ ମିଶି ଦେଶ ପାଇଁ ଜିତିଲେ ଦ୍ୱିତୀୟ ପଦକ
ପ୍ୟାରିସ୍,୩୦।୭: ଭାରତୀୟ ଶୁଟର ସରବଜୋତ ସିଂ ମନୁ ଭାକରଙ୍କ ସହ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏହା ହେଉଛି ୨୨ ବର୍ଷୀୟ ସରବଜୋତଙ୍କର ପ୍ରଥମ ଅଲିମ୍ପିକ ପଦକ। ମନୁ ଏବଂ…
୧୦ ବର୍ଷରେ ୨୫ କୋଟି ଲୋକ ଗରିବରୁ ବାହାରିଛନ୍ତି: ମୋଦି
ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜ୍ଞାନ ଭବନରେ ‘ବିକାଶ ଭାରତର ଯାତ୍ରା: ୟୁନିଅନ ବଜେଟ ୨୦୨୪-୨୫ ପରବର୍ତ୍ତୀ ସମ୍ମିଳନୀ’ର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। କନଫେଡେରେସନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି…
ଇତିହାସ ରଚିଲେ ମନୁ, ଗୋଟିଏ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତି ଥିବା ପ୍ରଥମ ଭାରତୀୟ ଆଥଲେଟ
ପ୍ୟାରିସ,୩୦।୭: ମନୁ ଭାକର ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ରେ ଦ୍ୱିତୀୟ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏଥର ମନୁ ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ଇଭେଣ୍ଟରେ ବ୍ରୋଞ୍ଜ ଜିତିଛନ୍ତି। ଏହି ଇଭେଣ୍ଟରେ ମନୁଙ୍କ ସହ ସରବଜୋତ ସିଂଙ୍କୁ ତାଙ୍କ ଦଳରେ…
ଘରେ ମେଡ୍ ରଖିଥିଲେ… ହୋଇଯାନ୍ତୁ ସାବଧାନ
ଆଜିକାଲି ଅଧିକାଂଶ ପରିବାରରେ ମେଡ୍ଙ୍କ ସହାୟତା ନେବାକୁ ବାଧ୍ୟ ହେଉଛନ୍ତି ଗୃହିଣୀ। ତେବେ ଘରେ ଏମାନେ କାମ କରୁଥିବା ସମୟରେ ବିଭିନ୍ନ ଦିଗକୁ ନେଇ ସଚେତନ ରହିବାକୁ ହୁଏ। ନଚେତ୍ ବହୁ ସମସ୍ୟା ଆସିଥାଏ। ଏହି ଦୃଷ୍ଟିରୁ କେଉଁ ସବୁ କଥାକୁ…

