Home

ଟ୍ରେନ ଦୁର୍ଘଟଣାକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ ଅଖିଳେଶ-ମମତା, ଜେଏମଏମ କହିଲା ରିଲ କରିବା ଛାଡନ୍ତୁ ରେଳମନ୍ତ୍ରୀ

ନୂଆଦିଲ୍ଲୀ,୩୦।୭: ଦେଶରେ ବାରମ୍ବାର ରେଳ ଦୁର୍ଘଟଣାକୁ ନେଇ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମମତା ବାନାର୍ଜୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ ଭାରତ ସରକାରଙ୍କ ସମ୍ବେଦନଶୀଳତା କେବେ ଶେଷ ହେବ? ଯେଉଁଠାରେ ଏସପି ସୁପ୍ରିମୋ ଅଖିଳେଶ ଯାଦବ କହିଛନ୍ତି…

ପ୍ୟାରିସ ଅଲିମ୍ପିକ୍ସ ମେଡାଲ ଟାଲି: ଟପ୍‌ ୨ରେ ଜାପାନ-ଫ୍ରାନ୍ସ, ଜାଣନ୍ତୁ ଭାରତର ସ୍ଥାନ କେତେ ନମ୍ବରରେ

ପ୍ୟାରିସ,୩୦।୭: ପ୍ୟାରିସ ଅଲିମ୍ପିକ୍ସରେ ଏପର୍ଯ୍ୟନ୍ତ ଭାରତର ଯାତ୍ରା ଉତ୍ଥାନ ପତନ ଦେଇ ଗତି କରୁଛି। ଭାରତୀୟ ଖେଳାଳିମାନେ ଶୁଟିଂ, ତିରନ୍ଦାଜୀ, ହକି ଏବଂ ବ୍ୟାଡମିଣ୍ଟନ ଭଳି କ୍ରୀଡ଼ାରେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ତେବେ ତୃତୀୟ ଦିନ ପର୍ଯ୍ୟନ୍ତ ଦଳ କେବଳ…

ଡିଆଇଜି ରାଜେଶ୍‌ ପଣ୍ଡିତ ସସ୍‌ପେଣ୍ଡ

ଭୁବନେଶ୍ୱର,୩୦।୭: ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ପଣ୍ଡିତ ରାଜେଶ ଉତ୍ତମରାଓ ସସ୍‌ପେଣ୍ଡ ହୋଇଛନ୍ତି। ରାଜେଶଙ୍କ ସସ୍‌ପେଣ୍ଡ ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ହୋଇଛି। ଭାରତୀୟ ପୋଲିସ ସେବା ଆଇନ ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହି ନିଷ୍ପତ୍ତି ନିଆଯାଇଛି। କ୍ୟାପିଟାଲ…

ପ୍ୟାରିସ ଅଲିମ୍ପିକ୍ସରେ ଆଥେଲେଟଙ୍କୁ ଖାଇବା ପାଇଁ କରିବାକୁ ପଡୁଛି ସଂଘର୍ଷ: ରିପୋର୍ଟ

ପ୍ୟାରିସ,୩୦।୭: ପ୍ୟାରିସ ଅଲିମ୍ପିକ୍ସ ଆରମ୍ଭ ହେବା ପରଠାରୁ ଆୟୋଜକ କମିଟି ସ୍ଥାନ ତଥା କ୍ରୀଡା ଗ୍ରାମରେ ସୁବିଧା ଅଭାବକୁ ନେଇ ବିଦେଶୀ ଖେଳାଳି ଏବଂ ଦଳର ସଦସ୍ୟଙ୍କୁ କଡା ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଛି। ଜଣେ ଆଥଲେଟ ନାମ ଗୋପନ ରଖିବା…

ବାଘଙ୍କ ପସନ୍ଦ ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୩୦।୭ (ଅସମାପିକା ସାହୁ):ଓଡ଼ିଶାର ଜଙ୍ଗଲ ବାହାର ରାଜ୍ୟର ବାଘଙ୍କ ଭାରି ପସନ୍ଦ। ସେଥିପାଇଁ ଶହ ଶହ କିଲୋମିଟର ଅତିକ୍ରମ କରି ଓଡ଼ିଶା ଜଙ୍ଗଲକୁ ଏକାଧିକ ବାଘ ଚାଲି ଆସିଥିବା ନଜିର ରହିଛି। ଏଠାକୁ ଆସିବା ପରେ ସେମାନେ ନିଜର ଟେରିଟୋରି…

ପୋଲାଭରମ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନୀରବତା ସମସ୍ତଙ୍କୁ କରିଛି ଆଶ୍ଚର୍ଯ୍ୟ: ପ୍ରଦୀପ

ଭୁବନେଶ୍ୱର,୩୦।୭(ଅନିଲଦାସ):ଓଡ଼ିଶା ସ୍ବାର୍ଥର ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ଭାଜପା ସରକାର ନିକଟରେ ଶେଷ ହୋଇଥିବା ନୀତି ଆୟୋଗ ବୈଠକରେ ପୋଲାଭରମ୍‌ ପ୍ରସଙ୍ଗ ନ ଉଠାଇବା ସମସ୍ତ ଓଡ଼ିଆଙ୍କୁ ବ୍ୟଥିତ କରିଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୀରବତା…

ନୀରଜ ଚ୍ରୋପାଙ୍କୁ ଭେଟିବା ପାଇଁ ଏମିତି କାମ କଲେ ପ୍ରଶଂସକ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ୟାରିସ,୩୦।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ନୀରଜ ଚୋପ୍ରା ତାଙ୍କର ପୂର୍ବ ଟୋକିଓ ଅଲିମ୍ପିକ୍ସ ଇତିହାସକୁ ପୁନରାବୃତ୍ତି କରିବାକୁ ପ୍ରସ୍ତୁତ ଅଛନ୍ତି। ନୀରଜ ଚୋପ୍ରାଙ୍କ ଖେଳକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୀରଜ ଚୋପ୍ରାଙ୍କ ଯୋଗ୍ୟତା ରାଉଣ୍ଡ ଅଗଷ୍ଟ ୬ରେ ଅନୁଷ୍ଠିତ…

ଓ୍ବାୟନାଡ ଭୂସ୍ଖଳନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ, ସହାୟତା ରାଶି ଘୋଷଣା

ନୂଆଦିଲ୍ଲୀ,୩୦।୭: କେରଳର ୱାୟନାଡରେ ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନରେ ଭୂସ୍ଖଳନ ଘଟିଛି। ଏଥିରେ ୧୦୦ ରୁ ଅଧିକ ଲୋକ ଫସି ରହିଥିବା ଖବର ରହିଛି। ଲୋକଙ୍କୁ ବଞ୍ଚାଇବା ପାଇଁ ଏକ ବିଶାଳ ଉଦ୍ଧାର କାର୍ଯ୍ୟ ଚାଲିଛି। ଅଧିକାରୀ କହିଛନ୍ତି ଯେ…

ପୁଅ ଜନ୍ମଦିନରେ ଇମୋଶନାଲ ପୋଷ୍ଟ ଲେଖିଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୩୦।୭: ଭାରତୀୟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ସୁନ୍ଦର ଭିଡିଓ ଶେୟାର କରି ତାଙ୍କ ପୁଅ ଅଗସ୍ତ୍ୟଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଭିଡିଓରେ ଦେଖିବାକୁ ମିଳେ ଯେ ଅଗସ୍ତ୍ୟ (ହାର୍ଦ୍ଦିକ ପାଣ୍ଡ୍ୟା ପୁତ୍ର…

ନୂଆ ରାଷ୍ଟ୍ରପତିଙ୍କୁ ନେଇ ତାତିଲେ ଲୋକେ: ରାଷ୍ଟ୍ରପତି ଭବନ କବ୍ଜା କଲେ ବିରୋଧୀ

କାରାକାସ୍‌,୨୯ା୭ ଭେନେଜୁଏଲା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିବାବେଳେ ଶାସକ ଓ ବିରୋଧୀ ଉଭୟ ବିଜୟୀ ହୋଇଥିବା ଦାବି କରିଛନ୍ତି। ସରକାରୀ ଭାବେ ଘୋଷିତ ଫଳାଫଳ ଉପରେ ଆମେରିକା ସମେତ ବିଦେଶୀ ରାଷ୍ଟ୍ରଗୁଡ଼ିକ ସନ୍ଦେହ ବ୍ୟକ୍ତ କରିଛନ୍ତି। ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ…

ରାଷ୍ଟ୍ରପତି ପଦ ପାଇଁ ବାଇଡେନଙ୍କଠାରୁ ଖରାପ ପ୍ରାର୍ଥୀ କମଲା, ଭାରତୀୟ ମୂଳ ବାସିନ୍ଦାଙ୍କୁ ଟାର୍ଗେଟ କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୭: ଆମେରିକାର ରାଷ୍ଟ୍ରପତି ପଦ ପାଇଁ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ଉପରାଷ୍ଟ୍ରପତି ତଥା ଡେମେକ୍ରେଟିକ ପାର୍ଟି ପ୍ରାର୍ଥୀ କମଲା ହାରିସଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଅପେକ୍ଷା…

ବିପଦ ସଂକେତ ଟପିଲା ଜଳକା: ବନ୍ୟା ଆଶଙ୍କାରେ ଭୟଭୀତ ନଦୀକୂଳିଆବାସୀ

ରୂପସା, ୩୦।୭(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଚଳିତ ବର୍ଷ ପ୍ରଥମ ଥର ପାଇଁ ବୃଦ୍ଧି ପାଇଛି l ମଙ୍ଗଳବାର ମଥାନୀଠାରେ ବିପଦ ସଂକେତ ଉପରେ ଜଳକା ନଦୀର ଜଳସ୍ତର ପ୍ରବାହିତ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?