Home

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼ ଟ୍ରଫିର ଅଣ୍ଡର-୧୯ ଏଲିଟ ଗ୍ରୁପ୍‌ରେ ଅକ୍ଟୋବର ୧୨ ତାରିଖରେ କର୍ନାଟକ ଓ ଦିଲ୍ଲୀ…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଆୟୁଷ୍ମାନ କାର୍ଡକୁ ନେଇ ସରକାର ଏବେ କଡ଼ା ଆଭିମୁଖ୍ୟ ଗ୍ରହଣ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି ସନାତନ ମୁଣ୍ଡା (୪୫)କୁ ବିଭତ୍ସ ଭାବେ ହତ୍ୟା କରି ଦୁର୍ବୃତ୍ତମାନ ଫିଙ୍ଗିଦେଇଥିବା ଅଭିଯୋଗ…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି ଘୋଷଣା କରାଯାଇଛି। ଏହି ଅଫର ଭାରତର ସମସ୍ତ ଜୟଆଲୁକ୍କାସ ଶୋ’ରୁମରେ ନଭେମ୍ବର ୮…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡି ଆଇଆଇସି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ ବର୍ତ୍ତମାନ, ମାତ୍ର ଗୋଟିଏ ମାସ ମଧ୍ୟରେ ସେ ପୁଣିଥରେ ଶ’ଙ୍କ ସହ ସମ୍ପର୍କ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିବାବେଳେ ଭେଟେରାନ୍‌ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ ଟେଷ୍ଟ ସିରିଜ ପାଇଁ ତାଙ୍କ ଉପଲବ୍ଧତା ନେଇ ଅନିଶ୍ଚିତତା ରହିଛି। ଫଳରେ, ଭାରତୀୟ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି। ଏହି ତିନି ତାରକାଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ବେଶ ସ୍ବତନ୍ତ୍ର ଥିଲା। ରଶ୍ମିକା…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇ ନ ଥିବାବେଳେ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପରିସ୍ଥିତି ଅଧିକ ଅନୁକୂଳ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ ଓ ନିର୍ଭୁଲ୍‌ ଭୋଟର ତାଲିକା ଅତ୍ୟନ୍ତ ଜରୁରୀ। ଭୋଟର ତାଲିକାରେ ଏକାଧିକ ଥର…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ ଏଆଇର ପ୍ରଭାବ ଦେଖିବାକୁ ମିଳୁଛି। କିନ୍ତୁ ଏଆଇ ପ୍ରଭାବରେ ବିଶ୍ୱ ନିଯୁକ୍ତି କ୍ଷେତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?