କ୍ରସ୍ ଭୋଟିଂକୁ ମାନିନେଲେ ସୌଭିକ୍, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି
ଭୁବନେଶ୍ୱର,୧୬ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ ହୋଇଥିବା ଜୋର୍ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍ ଦେଇଛି। ବାପାଙ୍କୁ ବହିଷ୍କାର…
ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି । ଗୁଜୁରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ନନ୍ଦା…
ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…
୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ ତାଙ୍କ ଷ୍ଟାଇଲ୍ ସମସ୍ତଙ୍କ ହୃଦୟ ଜିତିଥିଲା। ସେ ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…
୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ
ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି। ପୁଣି ଥରେ, ବିରାଟ କୋହଲି, ରୋହିତ ଶର୍ମା ଏବଂ ଏମଏସ ଧୋନିଙ୍କ ପରି…
ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା
ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଆସନ୍ନ ପ୍ରସବ ବେଦନାରେ ଛଟପଟ ହେଉଥିବା ଗର୍ଭବତୀ ଲିମ୍ବେ ମାରି (୪୦) ଙ୍କୁ…
ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି
ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ ସଙ୍କଟର ଆଶଙ୍କାର ସମ୍ମୁଖୀନ ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ ସହିତ ଆଲୋଚନାରେ…
ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….
ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ରହିଥିବା ଦରମା ଉଠାଣ ପାଇଁ ଜଣେ ବିଭାଗୀୟ କର୍ମଚାରୀଙ୍କୁ…
ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର
ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି । ଅଷ୍ଟ୍ରେଲିଆର ଜଣେ ପ୍ରଯୁକ୍ତି ବିଶେଷଜ୍ଞ AI ଉପକରଣ ସାହାଯ୍ୟରେ ତାଙ୍କ କୁକୁରର କର୍କଟ…
ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍ହା ମାଂସ ଜବତ ସହ ଶିକାରୀଙ୍କୁ…
ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍ହା ମାଂସ ଜବତ ସହ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ପୋଇପାଣି…
ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା କହିଛନ୍ତି। ଦୀର୍ଘ ବର୍ଷ ଧରି କର୍ମଚାରୀମାନେ କାର୍ଯ୍ୟ କରୁଥିଲେ ବି ଉପଯୁକ୍ତ ଦରମା…
CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି, ଆବେଦନର ସମୟ ସୀମା…
ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି । ଆବେଦନର ସମୟ ସୀମାକୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି । ଏନେଇ…
ଉପାସନାଙ୍କ ଭୋଟ୍ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…
ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଗି ଯାଇଛନ୍ତି। ନବୀନ କହିଛନ୍ତି, ବିଧାୟିକା ଭୋଟଦାନରେ ତ୍ରୁଟି କରିଛନ୍ତି। ଯେଉଁ ଅଧିକାରୀ…
Archives


