Home

ଶହୀଦ ଭି. ତେଜାଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ରାୟଗଡା, ୭।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଶହୀହ ହୋଇଥିବା ଭି.ତେଜାଙ୍କୁ ତାଙ୍କ ବାସଭବନରେ ଆଜି ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି I ଗାର୍ଡ ଅଫ ହନର ପ୍ରଦାନ ସମୟରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି, ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ଉପସ୍ଥିତ…

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପରିସର ଏବେ ରାଜନୈତିକ ଉଷ୍ଣତାରେ ଚଳଚଞ୍ଚଳ ହୋଇଉଠିଛି। ନିର୍ବାଚନ ଘୋଷଣା ପରେ ଛାତ୍ରନେତାଙ୍କ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ ଶେଷ କରିଛନ୍ତି। ଅଗରକରଙ୍କ ସହ କାମ କରିବାକୁ ଏକ ସମ୍ମାନ ବୋଲି ବର୍ଣ୍ଣନା…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା ପରେ ବିସିସିଆଇ (BCCI) ସ୍ମୃତି ମନ୍ଧାନାଙ୍କୁ ସମସ୍ତ ଫର୍ମାଟ ପାଇଁ ନୂତନ ଅଧିନାୟକ…

ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା ଖାଉନାହାନ୍ତି, ସେମାନଙ୍କ ପାଇଁ ଭାତ, ଡାଲି ଛଡ଼ା ଆଉ କିଛି ଦିଆଯାଉନାହିଁ। ସେହିପରି…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ ଅଫ ବେଙ୍ଗଲ (CAB)ର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରନ୍ତି। ଉଭୟ ପଦବୀ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳଙ୍କ ସମେତ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଭାଗ ଓ ଜିଲାର ଶୀର୍ଷ…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ ସଂକଳ୍ପ ସଭା’ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ କୃତଜ୍ଞତା ଜଣାଇବା ସହ ନିଜ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏହି ପରିପ୍ରେକ୍ଷୀରେ, ‘ଶ୍ରୀକୃଷ୍ଣ ଜନ୍ମଭୂମି ସଂଘର୍ଷ ନ୍ୟାସ’ର ସଭାପତି ଫଳାହାରୀ…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା ହୋଇଥିବା ବେଳେ ଆଉ ଗୋଟେ ଇଂରାଜୀରେ। ଏବେ ଏହି ଚିଠି ଶ୍ରଦ୍ଧାଳୁଙ୍କ ମନକୁ…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ ଚମତ୍କାର ଖବର ଶେୟାର କରିଛନ୍ତି: କିଆରା ଏବଂ ସିଦ୍ଧାର୍ଥ ଦ୍ୱିତୀୟ ଥର ପାଇଁ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ ପ୍ରବେଶ କରିଥିଲେ। ଏହି ଘଟଣାକୁ ନେଇ ଦିଲ୍ଲୀ ପୋଲିସ ରାହୁଲ ଏବଂ ପ୍ରିୟଙ୍କାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?