ଆନ୍ଧ୍ର-ଓଡ଼ିଶା ପ୍ରଶାସନଙ୍କ ଆଲୋଚନା ଭିଡିଓ ଭାଇରାଲ
ପଟ୍ଟାଙ୍ଗି,୨୮ା୩(ଶରତ ଧଳ)ଆନ୍ଧ୍ର ସୀମାକୁ ଲାଗିଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ର- ଓଡ଼ିଶା ମଧ୍ୟରେ କିପରି ଶାନ୍ତି ଶୃଙ୍ଖଳାର ସହ ମତଦାନ ହେବ ସେ ନେଇ ଉଭୟ ପ୍ରଶାସନ ମଧ୍ୟରେ ଆଲୋଚନାର ଏକ ଭିଡିଓ ଗଣମାଧ୍ୟମରେ ଭାଇରାଲ ହୋଇଛି।…
ଗାଁରେ ନୋଟ୍ଛପା କେନ୍ଦ୍ର
ବଲାଙ୍ଗୀର ଜିଲା ଦେଓଗାଁ ଥାନା ବୁଢ଼ାବାହାଲ ଗାଁରେ ଠାବ ହୋଇଛି ଜାଲ୍ନୋଟ ଛପା କେନ୍ଦ୍ର। ୫୦୦ଟଙ୍କିଆ ଜାଲ୍ନୋଟ ଛପାଯାଇ ବଜାରକୁ ଛଡ଼ାଯାଉଥିବା ଘଟଣା ଏବେ ଧରାପଡ଼ିଛି। ଏକ ୨୪ ପ୍ରହର ନାମଯଜ୍ଞରେ ଗାୟକ ଏବଂ ବାୟକଙ୍କୁ ଜାଲ ନୋଟ ଉପହାର ଦେଇ…
୫୪ ବର୍ଷ ପରେ ପୂର୍ଣ୍ଣ ସୂର୍ଯ୍ୟପରାଗ: ଏହି ୩ ରାଶିର ଚମକିବ ଭାଗ୍ୟ
ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ୮ ଏପ୍ରିଲ ୨୦୨୪ରେ ପଡିବ। ହିନ୍ଦୁ ଧର୍ମରେ ସୂର୍ଯ୍ୟପରାଗକୁ ବହୁ ମାନ୍ୟତା ଦିଆଯାଏ। ଏହି ସୂର୍ଯ୍ୟପରାଗ ରେବତୀ ନକ୍ଷତ୍ର ଏବଂ ମୀନ ରାଶିରେ ଲାଗିବ। ଏହା ରାତି ୯.୧୨ରୁ ଆରମ୍ଭ ହୋଇ ସକାଳ ୧.୨୫ରେ ଶେଷ…
ଟ୍ରେଲର ଧକ୍କାରେ ପିକ୍ଅପ୍ ଚାଳକ, ହେଲପର ମୃତ
ନିରାକାରପୁର,୨୭ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଟ୍ରେଲର ଚାଳକଙ୍କ ବେପରୁଆ ଗାଡ଼ିଚାଳନା ଯୋଗୁ ପିକ୍ଅପ୍ ଚାଳକ ଓ ହେଲପର ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଚାଳକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ମେଦିନୀପୁର ଅଞ୍ଚଳର ଶାନ୍ତନୁ ସୌ (୨୭) ଏବଂ ହେଲପର ଜଣକ…
୩୦ରୁ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୭।୩(ଅସମାପିକା ସାହୁ)- ରାଜ୍ୟରେ ଆସନ୍ତା ଦୁଇଦିନ ଭିତରେ ତାପାମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ। ୨୯ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ ୩୦ତାରିଖରୁ ରାଜ୍ୟରେ ବିଭିନ୍ନ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ…
ଏୟାର ଏକ୍ସପ୍ରେସ୍କୁ ଧକ୍କା ଦେଲା ଇଣ୍ଡିଗୋ
କୋଲକାତା,୨୭ା୩:କୋଲକାତା ବିମାନବନ୍ଦରରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିହାରର ଦରଭଙ୍ଗା ଅଭିମୁଖେ ବାହାରିଥିବା ଏକ ଇଣ୍ଡିଗୋ ବିମାନ ରନ୍ଓ୍ବେରେ ଚେନ୍ନାଇ ଯିବା ପାଇଁ ଅପେକ୍ଷାରତ ଏକ ଏୟାର ଇଣ୍ଡିଆ ଏକ୍ସପ୍ରେସ୍କୁ ଧକ୍କା ଦେଇଛି। ଫଳରେ ଉଭୟ…
ଆଇପିଏଲ୍ ଇତିହାସରେ ସବୁଠୁ ବଡ଼ ସ୍କୋର ଛିଡା କଲା ସନରାଇଜର୍ସ ହାଇଦ୍ରାବାଦ: ମୁମ୍ବାଇକୁ ଦେଲା ବିଶାଳ ଟାର୍ଗେଟ୍
ହାଇଦ୍ରାବାଦ୍,୨୭।୩: ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସବୁଠାରୁ ବଡ ସ୍କୋର କରିଛନ୍ତି। ଜିତିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ୨୭୮ ରନ୍ର ଟାର୍ଗେଟ ଦେଇଛି ହାଇଦ୍ରାବାଦ୍। ୨୦ ଓଭରରେ ୩ ଉଇକେଟ ହରାଇ ହାଇଦ୍ରାବାଦ ୨୭୭ ରନ ସ୍କୋର କରିଥିଲା। ହାଇଦ୍ରାବାଦ ପାଇଁ…
ହୀରାକୁଦରେ ହଇଜା ବ୍ୟାପିବା ଘଟଣା: ଓଏଚ୍ଆର୍ସିରେ ମାମଲା ରୁଜୁ
କଟକ,୨୭ା୩(କାର୍ତ୍ତିକ ସାହୁ): ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିବା ଘଟଣାରେ ଓଡ଼ିଶା ମାନବିକ ଆୟୋଗ(ଓଏଚ୍ଆର୍ସି)ରେ ଏକ ମାମଲା ବୁଧବାର ରୁଜୁ ହୋଇଛି। ମାମଲାର ପକ୍ଷମାନଙ୍କୁ ଆୟୋଗଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବା ପାଇଁ ଆବେଦନକାରୀ ହାଇକୋର୍ଟର ଆଇନଜୀବୀ…
ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ
ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): ବିଧାୟକ ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ପୁନର୍ବାର ବିଜେଡିର ପ୍ରାର୍ଥୀପତ୍ର ଘୋଷଣା କରିବା ପରେ ଦାରିଙ୍ଗବାଡ଼ିଠାରେ ବିଜୁ ଜନତା ଦଳ ସମେତ ବିଭିନ୍ନ ପୂଜା କମିଟି ସମେତ ହୋଟେଲ ସଙ୍ଘ, ବଣିକ ସଙ୍ଘ ଓ ଦଳୀୟ କର୍ମୀମାନେ ସ୍ବାଗତ…
ଥାଇଲାଣ୍ଡରେ ସମଲିଙ୍ଗୀ ବିବାହକୁ ମଞ୍ଜୁରୀ
ବ୍ୟାଙ୍କକ୍,୨୭ା୩:ଥାଇଲାଣ୍ଡ ପାର୍ଲାମେଣ୍ଟର ନିମ୍ନ ସଦନ ବୁଧବାର ସମଲିଙ୍ଗୀ ବିବାହ ସମ୍ପର୍କିତ ବିଲ୍କୁ ମଞ୍ଜୁରୀ ଦେଇଛି। ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସର ୪୧୫ ସଦସ୍ୟଙ୍କ ମଧ୍ୟରୁ ୪୦୦ ଜଣ ବିଧେୟକ ସପକ୍ଷରେ ଭୋଟ ଦେଇଥିବାବେଳେ ଅନ୍ୟ ୧୦ ସଦସ୍ୟ ବିଲ୍କୁ ବିରୋଧ କରିଥିଲେ। ୨…
ମୁହାଣରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା
ଗୋପାଳପୁର,୨୭ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ହରିପୁର ମୁହାଣରେ ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ ନୂଆ ଗୋଳାବନ୍ଦ ଗ୍ରାମର ୟୁ ଧନୁଶ (୧୩) ବୋଲି ଜଣାପଡ଼ିଛି। ସୂଚନାନୁସାରେ ରଙ୍ଗେଇଲୁଣ୍ଡା ବ୍ଲକ ଅଧିନସ୍ଥ ନୂଆ ଗୋଳାବନ୍ଦ…
ଏଏପିକୁ ଲାଗିଲା ବଡ଼ ଝଟ୍କା:ପଞ୍ଜାବର ଏକମାତ୍ର ଏମ୍ପି ଭାଜପାରେ ସାମିଲ
ଚଣ୍ଡିଗଡ,୨୭।୩: ପଞ୍ଜାବର ଆମ ଆଦମୀ ପାର୍ଟି ବୁଧବାର ଏକ ବଡ଼ ଝଟ୍କା ଲାଗିଛି। ଦଳର ଏକମାତ୍ର ଏମ୍ପି ସୁଶୀଲ କୁମାର ରିଙ୍କୁ ଭାଜପାରେ ଯୋଗ ଦେଇଛନ୍ତି। ଦଳ ଜଲନ୍ଧରରୁ ରିଙ୍କୁଙ୍କୁ ଟିକେଟ ଦେଇଥିଲା। ତାଙ୍କ ସହ ଜଲନ୍ଧର ଓ୍ବେଷ୍ଟ ଶୀତଲ ଅଙ୍ଗୁରାଲରୁ…
Archives


