Home

କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍‌, ଭିତ୍ତିଭୂମି, ଶ୍ରୀଘ୍ର…

‘ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା’ କ’ଣ? ଯେଉଁଥିରେ ବିନା ବନ୍ଧକରେ ମିଳିଥାଏ ୨୦ ଲକ୍ଷର ଋଣ, ଜାଣନ୍ତୁ କିଏ ପାଇପାରିବେ ଲାଭ…

ନୂଆଦିଲ୍ଲୀ,୨୭।୭: ଦେଶର ଯୁବବର୍ଗଙ୍କୁ ଆତ୍ମନିର୍ଭର କରିବା ଉଦ୍ଦେଶ୍ୟରେ ମୋଦି ସରକାର ୨୦୧୫ରେ ‘ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା’ ଆରମ୍ଭ କରିଥିଲେ। ଏହି ଯୋଜନା ଅଧିନରେ ନିଜର କାରୋବାର ଆରମ୍ଭ କରିବା ଅଥବା ବ୍ୟବସାୟ ବଢ଼ାଇବାକୁ ଇଚ୍ଛା ରଖିଥିବା ଯୁବକମାନଙ୍କୁ ବନ୍ଧକ ବିନା ୧୦…

ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍‌ ପୋଲିସ ପାଖରୁ…

‘ମୁଖ୍ୟମନ୍ତ୍ରୀ ବସ୍‌’ ଯୋଜନାରୁ ବଞ୍ଚିତ ଦୁଇ ପଞ୍ଚାୟତବାସୀ

ତୁମୁଡ଼ିବନ୍ଧ,୨୭ା୭(ଦୀପକ କୁମାର ପରସେଠ): ସରକାର ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ଗମନାଗମନ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ବସ୍‌(ପୂର୍ବରୁ ଲକ୍ଷ୍ମୀ ବସ୍‌) ଯୋଜନା ଆରମ୍ଭ କରିଛନ୍ତି। ଯାହାଫଳରେ ଗ୍ରାମାଞ୍ଚଳର ସବୁକିଛି ବିକାଶ ହୋଇପାରିବ। ହେଲେ ଏହି ମୁଖ୍ୟମନ୍ତ୍ରୀ ବସ୍‌ ସେବା ଯୋଜନାରୁ ଦୁଇ ପଞ୍ଚାୟତବାସୀ…

ଶ୍ରୀଲଙ୍କାରେ ଏ କ’ଣ ହେଲା? ସିରିଜ ଆରମ୍ଭ ପୂର୍ବରୁ ସର୍ବସମ୍ମୁଖରେ ଭାବବିହ୍ବଳ ହେଲେ ଗମ୍ଭୀର,Video

ନୂଆଦିଲ୍ଲୀ,୨୭।୭: ଟିମ୍‌ ଇଣ୍ଡିଆର ଶ୍ରୀଲଙ୍କା ଗସ୍ତର ଆରମ୍ଭ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ମୁକାବିଲାରୁ ହେବାକୁ ଯାଉଛି। ଗମ୍ଭୀର ଏହି ସିରିଜ ସହ ହେଡ୍‌ କୋଚ୍‌ ଭାବେ ଇନିଂସ ଆରମ୍ଭ କରିବେ। ଗମ୍ଭୀର ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଗତ ମାସରେ…

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ନୂଆଦିଲ୍ଲୀ,୨୭।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ନୂଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ମୋହନ…

ଓଡ଼ିଶାକୁ ଆସୁଛି ଆଳୁ: ଗର୍ଜିଲେ ତାରା, ନବୀନ ଚିଠି ଲେଖିଲେ ବୋଲି…

ଭୁବନେଶ୍ୱର,୨୭।୭: ରାଜ୍ୟରେ ହୁ ହୁ ହୋଇ ବଢୁଛି ଆଳୁଦର। ଭୁବନେଶ୍ୱର କଟକରେ ଆଳୁ କିଲୋ ପ୍ରତି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସିବା ଆରମ୍ଭ ହୋଇଛି। ଏବେ ଧୀରେ…

ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ଏହି ସଭା ଅନୁଷ୍ଠିତ ହେଉଛି। ଇଣ୍ଡିଆ ମେଣ୍ଟ ଶାସିତ ରାଜ୍ୟମାନଙ୍କ…

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା ଟପିଯାଇଛି । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନାହିଁ । ବାହାର ରାଜ୍ୟରୁ…

ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଲା ହାରିସ

ଓ୍ବାଶିଂଟନ,୨୭।୭: ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ସୋସିଆଲ ମିଡିଆରେ ଉପରାଷ୍ଟ୍ରପତି ହାରିସ ସୂଚନା ଦେଇ କହିଛନ୍ତି, ପ୍ରତି ଭୋଟ ଜିତିବା ପାଇଁ ପ୍ରୟାସ କରାଯିବ। ତେବେ ଦଳ ତାଙ୍କୁ ବିଶ୍ବାସ କରିଥିବାରୁ କମଲା ହାରିସ ଖୁସୀ…

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ପ୍ରଥମେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦…

ଅବସର ବୟସ ବଢ଼ାଇବାକୁ ଚାଇନାର ଯୋଜନା

ବେଜିଂ,୨୭ା୭(ପି.ଟି.): ଚାଇନାରେ ବୟସ୍କଙ୍କ ସଂଖ୍ୟା ବଢ଼ୁଥିବାରୁ କର୍ମଚାରୀଙ୍କ ଅବସର ବୟସସୀମା ବଢ଼ାଇବାକୁ ଚାଇନିଜ୍‌ କମ୍ୟୁନିଷ୍ଟ ପାର୍ଟି ଯୋଜନା କରୁଥିବାରୁ ଏହାକୁ ନେଇ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି। ବର୍ତ୍ତମାନ ଚାଇନାର ସହରାଞ୍ଚଳରେ ପୁରୁଷ କର୍ମଚାରୀମାନଙ୍କ ଅବସର ବୟସସୀମା ୬୦ ବର୍ଷ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?