Home

ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ଖଣ୍ଡପଡ଼ା ଅଞ୍ଚଳବାସୀ

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତୃଣମୂଳସ୍ତରରେ ୧୦୮ ଆମ୍ବୁଲାନ୍ସ ସେବା କିପରି ବିପର୍ଯ୍ୟସ୍ତ ହୋଇ ପଡିଛି ତାହା ଖଣ୍ଡପଡ଼ା ଓ କଣ୍ଟିଲୋ ଅଞ୍ଚଳରେ ନିୟୋଜିତ ହୋଇଥିବା ୧୦୮…

ଗୋକୁଳାନନ୍ଦ ପୀଠ ରାସ୍ତା ଅନ୍ଧକାର

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ସିଧାମୂଳାସ୍ଥ ଗୋକୁଳାନନ୍ଦ ପୀଠ ଏବଂ ତତ୍‌ସଂଲଗ୍ନ ମଧୁକର୍ଣ୍ଣିକା ପାହାଡ଼ରେ ଅବସ୍ଥିତ ଇକୋ ଟୁରିଜିମ ପରିବେଶ ପର୍ଯ୍ୟଟନସ୍ଥଳୀ କେନ୍ଦ୍ରକୁ ସଂଯୋଗ କରୁଥିବା ରାସ୍ତାରେ ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା ନାହିଁ ା ସନ୍ଧ୍ୟା ହେଲେ ରାସ୍ତାଟି…

ସୁପରଫ୍ଲପ୍‌ ସାବ୍ୟସ୍ତ ହେଲେ ୨୪.୭୫ କୋଟି ଟଙ୍କାର ଖେଳାଳି

କୋଲକତା,୨୪।୩:କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ରୋମାଞ୍ଚକର ମ୍ୟାଚରେ ଜିତିବାରେ ସଫଳ ହୋଇଛି। ଶ୍ରେୟସ ଆୟରଙ୍କ ଦଳ ୪ ରନ୍‌ରେ ମ୍ୟାଚ୍‌ ଜିତିଥିଲା। କିନ୍ତୁ ଆଇପିଏଲ ଇତିହାସର ସବୁଠାରୁ ଦାମୀ ଖେଳାଳି ମିଚେଲ ଷ୍ଟାର୍କଙ୍କ ବଲରେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟ୍ସମ୍ୟାନ୍‌ନେ…

ଦୂଷିତ ଜଳ, ଚିନ୍ତାରେ ଜିଲାବାସୀ

କେନ୍ଦ୍ରାପଡ଼ା,୨୪ା୩ (ଜଗନ୍ନାଥ ଧଳ):ଖରାର ପ୍ରକୋପ ବଢ଼ୁଛି। ଅସହ୍ୟ ଖରାତାତି ସହ ପାନୀୟ ଜଳ ସମସ୍ୟା କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ଏହି ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନ ନିକଟରେ ପ୍ରତ୍ୟେହ ଅଭିଯୋଗର ସଂଖ୍ୟା ବଢ଼ୁଛି। ଅପରପକ୍ଷେ ଜିଲାରେ ଏବେ ଏକ…

ପ୍ରାର୍ଥୀ ଘୋଷଣାକୁ ନଜର, ଗ୍ରୀନ୍‌ ସିଗ୍‌ନାଲ ଦେବା ଆରମ୍ଭ କଲାଣି ବିଜେଡି

ଭୁବନେଶ୍ୱର,୨୪।୩(ସୁନିତ୍‌ ମିଶ୍ର): ରାଜ୍ୟରେ ବିଜେଡି-ଭାଜପା ମଧ୍ୟରେ ଆସନ୍ତା ନିର୍ବାଚନ ପୂର୍ବରୁ ଯେଉଁ ମେଣ୍ଟ ହେବାର ଥିଲା ତାହା ଆଉ ହେବ ନାହିଁ। ଏନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର…

ଇଟାଭାଟି ଧୂଆଁ ଯୋଗୁ ପ୍ରଦୂଷଣ

ପଟ୍ଟାମୁଣ୍ଡାଇ,୨୪ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବଳ ଖରା ସାଙ୍ଗକୁ ଗରମ ଅନୁଭୂତ ହେଉଛି। ଶନିବାର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ…

‘ମୋଦି ଗ୍ୟାରେଣ୍ଟିର ବାଧକ ସାଜିଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର, ୨୪।୩(ସୁନିତ୍‌ ମିଶ୍ର): ଓଡ଼ିଶାର ଜଳ ସମ୍ପଦ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ସମଗ୍ର ରାଜ୍ୟବାସୀଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତାକୁ ଆସିବା ପରେ ଏଥିପାଇଁ ଅନେକ…

ପୁଅ ପାଇଁ ଅଣ୍ଟା ଭିଡ଼ିଲେ ସୁର

ଖୋର୍ଦ୍ଧା,୨୪ା୩(ପ୍ରଭାତ ପାଣିଗ୍ରାହୀ): ନିର୍ବାଚନ ବିଗୁଲ ବାଜି ସାରିଛି। ଏବେ ଭୋଟରମୁହାଁ ହେଲେଣି ନେତା। ଜନତାଙ୍କ ନିକଟତର ହେବାଲାଗି ଅଙ୍କକଷା ଆରମ୍ଭ ହୋଇଗଲାଣି। ପ୍ରଚାର ମଇଦାନରେ ନେତା। ନିର୍ବାଚନ ଦୌଡ଼ରେ ପରିବାର ସଦସ୍ୟଙ୍କୁ ଥଇଥାନ ଲାଗି ଚାଲିଛି ଛକାପଞ୍ଝା। ରାଜନୀତିର ଜଣେ ଚର୍ଚ୍ଚିତ…

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ ଦଳର…

ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଗତ ୩ ଦିନ ମଧ୍ୟରେ ଏହା ୧୦ରୁ ୧୨…

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ କରି…

ବ୍ରାଉନସୁଗାର ର଼୍ୟାକେଟରେ ଶିକ୍ଷିତା ଯୁବତୀ, ପୁଡ଼ିଆ କରି ବିକୁଥିଲେ

ଭୁବନେଶ୍ୱର,୨୪।୩ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଘର ଭଡା ନେଇ ଚଳାଇଥିଲେ ବ୍ରାଉନସୁଗାର ବେପାର। ଏଥିରେ ସାମିଲ ଥିଲେ ଶିକ୍ଷିତା ଯୁବତୀ। ମାଷ୍ଟରମାଇଣ୍ଡ ବ୍ରାଉନସୁଗାର ପହଞ୍ଚାଇବା ପରେ ଏହି ଯୁବତୀମାନେ ତାହାକୁ ପୁଡ଼ିଆ କରି ସହରର ବିଭିନ୍ନ ଅଞ୍ଚଳରେ ବିକ୍ରି କରୁଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri