କର୍ନାଟକରେ ୧,୬୦୦ ଟନ୍ର ଲିଥିୟମ ଖଣି ଠାବ
ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି। ଉପରୋକ୍ତ ୨ ଜିଲାର ଖଣିରେ ୧,୬୦୦ ଟନ୍ ଓଜନର ଲିଥିୟମ୍ ମହଜୁଦ ଥିବା…
ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା
ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ପ୍ରସଙ୍ଗ ଉପରେ କେତେଜଣ ରାଜନୀତି କରୁଥିବା ଅଭିଯୋଗ କରିଥିଲେ। ପେନ୍ସନ…
ଅଲିମ୍ପିକ୍ସ ପୂର୍ବରୁ ଶରଣାର୍ଥୀଙ୍କୁ ବିଦାକଲା ଫ୍ରାନ୍ସ ପୋଲିସ
ପ୍ୟାରିସ୍,୨୭ା୭: ଅନେକ ହଜାର ଶରଣାର୍ଥୀ ନିଜ ଆସବାବପତ୍ର ଓ ପିଲାଙ୍କୁ ଧରି ପ୍ୟାରିସ୍ ରାସ୍ତାକଡ଼ରେ ଶୋଇଥିଲେ। ଅଲିମ୍ପିକ୍ସ ଗେମ୍ସର ଉଦ୍ଘାଟନୀ ସମାରୋହ ପୂର୍ବରୁ ଫ୍ରାନ୍ସ ପୋଲିସ ସେମାନଙ୍କୁ ସମ୍ପୃକ୍ତ ଅଞ୍ଚଳରୁ ଘଉଡ଼ାଇଦେଇଛି। ତଡ଼ା ଖାଇଥିବା ଶରଣାର୍ଥୀଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଆଫ୍ରିକୀୟ।…
ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ
ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭା ଶୂନ୍ୟକାଳରେ ଉଦ୍ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ସରକାର…
ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ…
ଭବିଷ୍ୟତରେ ଟିମ୍ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…
ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ ନିଯୁକ୍ତ କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଏହି ସିରିଜ ଲାଗି ଟି୨୦ ଅଧିନାୟକ ଏବଂ ରୋହିତଙ୍କୁ…
ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ…
‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…
ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍ ପ୍ରଥମ ମ୍ୟାଚ୍ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍ ପୂର୍ବରୁ ଭାରତୀୟ ଟି୨୦ ଟିମ୍ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କହିଛନ୍ତି ଯେ ସେ ମଇଦାନରେ ଅଧିନାୟକ ଦାୟିତ୍ୱ ତୁଲାଇବାର ମଜା ନେଇଛନ୍ତି । ଏହାଛଡ଼ା…
‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’
ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି ଯେ ଖୁବ ଶୀଘ୍ର ୟୁପି ରାଜନୀତିରେ କିଛି ବଡ ଘଟଣା ଘଟିବାକୁ ଯାଉଛି। ଦୁଇ…
ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍ହେରୀ ବାଗ୍ ରୋଡ…
ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍ହରୀ ବାଗ୍ ରୋଡ୍, ବଙ୍ଗଳା ନମ୍ବର-୫ ତାଙ୍କର ନୂଆ ଠିକଣା ହେବ। ଏନେଇ କେନ୍ଦ୍ର ଆବାସ ସମିତି ପକ୍ଷରୁ ରାହୁଲଙ୍କୁ ପ୍ରସ୍ତାବ…
ଫାରାହ ଖାନ୍ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ
ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ଏବେ ତାଙ୍କର ନିଧନକୁ ନେଇ…
ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…
ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ମଧ୍ୟ ରାଷ୍ଟ୍ରପତି ପଦ ଲାଗି କମଲାଙ୍କ ସମର୍ଥନ…

