Home

ଶବ ସତ୍କାର କରିବାକୁ ଆସି ଶବ ହୋଇଗଲେ ଯୁବକ

ପୁରୀ,୯ା୧(ଅଜିତ କୁମାର ମହାନ୍ତି): ପୁରୀରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ବଚସା ଓ କଥା କଟାକଟିକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାର ଶିକାର…

ବେହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର ହେଲା…

ପୁରୀ,୯।୧(ଅଜିତ୍‌ କୁମାର ମହାନ୍ତି):  ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ…

‘God’s Plan’, ନୀଳ ଡ୍ରେସ ପିନ୍ଧା ଯୁବତୀଙ୍କ ସହ ଭିଡ଼ିଓ ପୋଷ୍ଟ କଲେ ପୃଥ୍ବୀ ଶ, ଫ୍ୟୁଚରକୁ ନେଇ ଦେଲେ ବଡ଼ ଅପଡେଟ

ନୂଆଦିଲ୍ଲୀ,୯।୧: ଭାରତୀୟ କ୍ରିକେଟ ଦଳର ଜଣେ ଉଦୀୟମାନ ତାରକା ଭାବରେ ବିବେଚିତ ପୃଥ୍ବୀ ଶ’ ବର୍ତ୍ତମାନ କେବଳ କ୍ରିକେଟ ନୁହେଁ ବରଂ ଅଧିକ କାରଣ ପାଇଁ ଖବରରେ ଅଛନ୍ତି। ସମ୍ପ୍ରତି, ଶ’ ଏକ ଭିଡିଓ ପୋଷ୍ଟ କରିଛନ୍ତି ଯାହା ତାଙ୍କ ଭବିଷ୍ୟତ…

ପ୍ରବଳ ହସାଇଲେ ପ୍ରଜ୍ଞାନ-ଶଙ୍କର ଯୋଡି: ମନ ମୋହିଲା ମୋଦି-ନବୀନଙ୍କ ନକଲ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ): ବ୍ୟସ୍ତମୟ ଜୀବନରେ ଟିକିଏ ହସିବା ପାଇଁ ସମୟ ନ ଥାଏ କି ଚାପଗ୍ରସ୍ତ ମନୁଷ୍ୟକୁ ଟିକିଏ ହସ ଆସି ନ ଥାଏ। କିନ୍ତୁ ଯେତେବେଳେ ଟିକିଏ ସମୟ ମିଳେ କିମ୍ବା ମନୋରଞ୍ଜନର ବ୍ୟବସ୍ଥା ଥାଏ ସେଠି ଆପେ ଆପେ…

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ମିଳିବ ୨୫ ହଜାର ଟଙ୍କା

ନୂଆଦିଲ୍ଲୀ,୯।୧: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ପରିବହନ ମନ୍ତ୍ରୀମାନଙ୍କର ଏକ ଜାତୀୟ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସେ କହିଥିଲେ ଯେ ବୈଠକରେ ରାଜ୍ୟ ପ୍ରତିନିଧିମାନଙ୍କ ସହିତ ଦୁଇ ଦିନିଆ ବୈଠକ ହୋଇଥିଲା। ଏହି…

ମୁହଁ ଖୋଲିଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ, କହିଲେ କୋର୍ଟଙ୍କ ନିଷ୍ପତ୍ତିକୁ…

କଟକ,୯ା୧: ଚର୍ଚ୍ଚିତ ଖଳନାୟକ ତଥା ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ ଶେଷରେ ମୁହଁ ଖୋଲିଛନ୍ତି। ଯାତ୍ରା ମଞ୍ଚ ଚଢ଼ିବା ମନା ପ୍ରସଙ୍ଗକୁ ନେଇ ସେ କହିଛନ୍ତି, କୋର୍ଟଙ୍କ ନୋଟିସ୍‌ ମିଳିନି, ନ ମିଳିବା ପର୍ଯ୍ୟନ୍ତ ଅଭିନୟ କରିବି। ଆଇନକୁ ସମ୍ମାନ ଦେଉଛି,…

ଥମୁନି ତୁଷାରପାତ: ଶୀତ ପ୍ରବଳ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ ୩ ଦିନ ହେଲା ତୁଷାରପାତ ସହ ଜାଡ଼ ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ରହିଥିବାବେଳେ ବିଭିନ୍ନ ଜଳ ଉତ୍ସ ଓ ଖୋଲା ପଡିଆ,…

ନିଖୋଜର ୫ଦିନ ପରେ ମିଳିଲା ମୃତଦେହ, ପୋଖରୀରେ ଭାସୁଥିବା….

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି ଜଣାପଡିଛି…

ଲ୍ୟାଣ୍ଡ ଫର ଜବ ମାମଲାରେ ଲାଲୁ ଯାଦବଙ୍କ ପରିବାରକୁ ଝଟକା

ପାଟନା,୯।୧: RJD ମୁଖ୍ୟ ଏବଂ ପୂର୍ବତନ ରେଳ ମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ଦୁର୍ନୀତି ନିବାରଣ ଆଇନ ଅନୁଯାୟୀ ଅଭିଯୁକ୍ତ କରାଯାଇଛି। ଭାରତୀୟ ଦଣ୍ଡ ସଂହିତାର ଅନ୍ୟାନ୍ୟ ଧାରା ଅନୁଯାୟୀ ମଧ୍ୟ ତାଙ୍କ ବିରୁଦ୍ଧରେ…

ଆଜିଠୁ WPL: ମୁହାଁମୁହିଁ ହେବେ ହରମନପ୍ରୀତ-ସ୍ମୃତି ମନ୍ଧାନା,ଜାଣନ୍ତୁ କେତେବେଳେ, କେଉଁଠି ମ୍ୟାଚ୍‌

ନଭି ମୁମ୍ବାଇ,୯ା୧(ପି.ଟି.): ସ୍ଥାନୀୟ ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଶୁକ୍ରବାରଠାରୁ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଲିଗ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ତୃତୀୟ ଟାଇଟଲ ଲକ୍ଷ୍ୟରେ ଥିବା ହରମନପ୍ରୀତ କୌରଙ୍କ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ୨୦୨୪…

‘ପ୍ରଧାନମନ୍ତ୍ରୀ ମୋଦି ଟ୍ରମ୍ପଙ୍କୁ ଫୋନ କରି ନ ଥିଲେ ବରଂ…’, ଟ୍ରେଡ ଡିଲକୁ ନେଇ ଆମେରିକାର ବଡ଼ ଦାବି

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୧: ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକ ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ମନ୍ତ୍ରୀ କହିଛନ୍ତି ଯେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଫୋନ…

ଖାଇବା ଦେବାରେ ବିଳମ୍ବ କଲେ ସ୍ତ୍ରୀ….ରାଗରେ ପଞ୍ଚମ ହୋଇ କୋଦାଳରେ ପିଟି ହତ୍ୟା କଲେ ସ୍ବାମୀ

ଲକ୍ଷ୍ନୌ,୯।୧: ଉତ୍ତର ପ୍ରଦେଶର ମୁରାଦାବାଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। କଟଘର ଥାନା ଅଞ୍ଚଳର ଦେବପୁର ଗାଁରେ ଏକ ଛୋଟ ଘରୋଇ ବିବାଦ ଭୟଙ୍କର ରୂପ ନେଇଛି । ଖାଦ୍ୟ ପାଇଁ ଝଗଡ଼ା ପରେ ଜଣେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri