Home

କଂଗ୍ରେସର ନିକଟତର ହେଉଛନ୍ତି ନବୀନ-ରେଡ୍ଡୀ, ଏପଟେ ମୋଦିଙ୍କୁ ଭେଟିବେ ମମତା, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୬।୭: ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ସଦସ୍ୟ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। ଯାହା ମେଣ୍ଟରେ ଫାଟ ହେବାନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନୀତି ଆୟୋଗକୁ ବିରୋଧୀ ଦଳରେ ଥିବା ମୁଖ୍ୟମନ୍ତ୍ରୀ ବୟକଟ…

ଅଗଷ୍ଟ ୧ରୁ ବଢିବ ବିଜୁଳି ଦର

ଚଣ୍ଡିଗଡ,୨୬।୭: ଜଳ ପରେ ଚଣ୍ଡିଗଡ଼ରେ ଏବେ ବିଦ୍ୟୁତ ଦର ବୃଦ୍ଧି ପାଇବାକୁ ଯାଉଛି। ଅଗଷ୍ଟ ୧ରୁ ବିଦ୍ୟୁତ ମୂଲ୍ୟ ବୃଦ୍ଧି ହେବାକୁ ଯାଉଛି। ପ୍ରଶାସନର ଇଞ୍ଜିନିୟରିଂ ବିଭାଗର ପିଟିଶନ ଶୁଣିବା ପରେ ଯୁଗ୍ମ ବିଦ୍ୟୁତ ନିୟାମକ ଆୟୋଗ ଦୁଇଟି ସ୍ଲାବରେ ବିଦ୍ୟୁତ୍‌…

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ ଉପରେ…

୨ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ୨ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ଦୁଇଟି ନୂଆ ପ୍ରକଳ୍ପ ହେଉଛି ଇଏସଆଇ ହସ୍ପିଟାଲ। କେନ୍ଦୁଝର ଓ ସୋନପୂର ସହରରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର…

ଇଣ୍ଡିଆ ମେଣ୍ଟରେ ଫାଟ! ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ। ସେ ମଧ୍ୟ ଏହି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ଦିଲ୍ଲୀର ତୃଣମୂଳ କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ମଧ୍ୟ ଆସୁଛନ୍ତି। ମମତା…

ରଥଯାତ୍ରା ମହାବିଭ୍ରାଟକୁ ନେଇ ମୁହଁ ଖୋଲିଲେ ଆଇନ ମନ୍ତ୍ରୀ: କହିଲେ…

ଭୁବନେଶ୍ୱର,୨୬।୭: ବିଧାନସଭାରେ ରଥଯାତ୍ରାର ନୀତିରେ ମହାବିଭ୍ରାଟ ହୋଇଥିବା ନେଇ ବିଧାୟକ ରାମଚନ୍ଦ୍ର କଦମଙ୍କ ଦ୍ୱାରା ମୁଲତବୀ ପ୍ରସ୍ତାବ ଆସିଛି। ଏହାର ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ। ସେ କହିଛନ୍ତି, ଏହାହା ସମ୍ପୂର୍ଣ ନିରାଧାର, ମିଥ୍ୟାଚାର ଏବଂ କପୋଳକଳ୍ପି କଳ୍ପିତ।…

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ପ୍ରତିବାଦରେ ଘରୋଇ ବସ୍‌ ମାଲିକ ସଂଘର ଆନ୍ଦୋଳନ ନିଷ୍ପତ୍ତି, ପରିବହନ ମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର

ପୁରୁଷୋତ୍ତମପୁର,୨୬ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ୍‌ର ମନମୁଖୀ ଓ ବେନିୟମ ଭାବେ ଚଳାଚଳ କରୁଥିବାର ଅଭିଯୋଗକୁ ନେଇ ଏହାର ବିରୋଧରେ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ମାଲିକ ସଂଘ ସ୍ବର ଉତ୍ତୋଳନ କରିଛନ୍ତି। ଏହାର ପ୍ରତିବାଦରେ ଅଗଷ୍ଟ ୧ରୁ ଧର୍ମଘଟ ସହ…

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ତିନୋଟି ପଦକ ଜିତିବାର ଭାରତ ପାଖରେ ଏକ ବଡ଼ ସୁଯୋଗ ରହିଛି ଏବଂ ଏଥିରେ…

୨ ଜଣଙ୍କୁ ଚାପିଦେଲା ଅଜଣାଗାଡ଼ି

ବାଣପୁର,୨୬ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ଶୁକ୍ରବାର ବିଷ୍ଣୁଡିହ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ…

ବଜ୍ରପାତରୁ ସୁରକ୍ଷା ଦେବ ତାଳଗଛ, ୨୫ ହଜାର ମଞ୍ଜି ରୋପଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): ରାଜ୍ୟରେ ଅନେକ ସମୟରେ ବଜ୍ରପାତ ଯୋଗୁ ଜନଜୀବନ କ୍ଷତି ହେଉଛି। ଚାଷୀ ହୁଅନ୍ତୁ ବା ଛାତ୍ରୀଛାତ୍ର କାଳବୈଶାଖୀ ସମୟରେ ବଜ୍ରପାତ ଶିକାର ହୋଇ ଅକାଳରେ ଜୀବନ ଚାଲିଯାଉଛି। ସେହିପରି ବନ୍ୟପ୍ରାଣୀ କିମ୍ବା ଗୃହପାଳିତ ପ୍ରାଣୀଙ୍କ ମଧ୍ୟ ସମଦଶା ଭୋଗିବାକୁ…

ବଜାରରୁ ଆଳୁ ଗାଏବ, ୫ କେଜି ମାଗିଲେ ମିଳୁଛି ୨ କେଜି

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଗଞ୍ଜାମ ସହରରୁ ଆଳୁ ଗାୟବ। ପଶ୍ଚିମବଙ୍ଗରୁ ଆସୁଥିବା ଆଳୁ ଧର୍ମଘଟ ଯୋଗୁ ବନ୍ଦ ହୋଇଯାଇଛି। ଏହାର ଫାଇଦା ଉଠାଇବାକୁ ଆଳୁ ଗୋଦାମ ମlଲିକ ମାନେ କଳାବଜାର କରିବା ଏବଂ ଦରବୃଦ୍ଧି ହେବା ଲକ୍ଷ୍ୟରେ ବଜାରକୁ ଆଳୁ ଛାଡ଼ିବା ବନ୍ଦ…

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଆମେରିକା ଅସନ୍ତୋଷ ବ୍ୟକ୍ତ କରିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?