ଅବଧି ସରିଲାଣି, ପାଣି ମିଳୁନି
ସୋନପୁର,୨୬।୭(ମୃତ୍ୟୁଞ୍ଜୟ ଶତପଥୀ): ଦେଶର ସମସ୍ତ ପରିବାରକୁ ୨୦୨୪ ସୁଦ୍ଧା ଟ୍ୟାପ୍ ପାଣି ଯୋଗାଇବା ପାଇଁ କେନ୍ଦ୍ର ସରକାର ଜଳଜୀବନ ମିଶନ ପରିକଳ୍ପନା କରିଛନ୍ତି। ଏହି କ୍ରମରେ ସୁବର୍ଣ୍ଣପୁର ଜିଲାରେ ଜନସଂଖ୍ୟା ୬ଲକ୍ଷ ୭୦ହଜାରରୁ ଊଦ୍ଧ୍ୱର୍ର୍। ରାଜସ୍ବ ଗାଁ ସଂଖ୍ୟା ୯୬୩। ଜିଲା…
ଚାଇନାକୁ କଡ଼ା କଥା ଶୁଣାଇଦେଲେ ଜୟଶଙ୍କର
ନୂଆଦିଲ୍ଲୀ,୨୬।୭: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଚାଇନାର ପ୍ରତିପକ୍ଷ ୱାଙ୍ଗ ୟିଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ସେ ଦ୍ୱିପାକ୍ଷିକ ସମ୍ପର୍କକୁ ସ୍ଥିର କରିବା ପାଇଁ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ଏବଂ ପୂର୍ବ ଚୁକ୍ତିନାମାକୁ ପୂର୍ଣ୍ଣ ସମ୍ମାନ ନିଶ୍ଚିତ…
ଗୋଟିଏ ଗୁଳିରେ ୩ ଶିକାର
ଲକ୍ଷ୍ନୌ,୨୬ା୭: ଲୋକ ସଭା ନିର୍ବାଚନ ପରଠାରୁ ଉତ୍ତରପ୍ରଦେଶର ଭାରତୀୟ ଜନତା ପାର୍ଟି ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କ୍ରମାଗତ ଭାବରେ କହି ଆସୁଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଅନ୍ୟ କେତେକ…
୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ୍
କଟକ,୨୬ା୭ (କାର୍ତ୍ତିକ ସାହୁ):୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗରେ ଦାଏର ମାମଲାର ପୃଥକ ଭାବେ ଶୁଣାଣି କରି ହାଇକୋର୍ଟ ୨ ବିଧାୟକଙ୍କୁ ଗୁରୁବାର ନୋଟିସ୍ ଜାରି କରିଛନ୍ତି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ମାଧବ ଧଡ଼ା ଏବଂ କଳାହାଣ୍ଡି…
ଏହିସବୁ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ବିଲ ପୈଠ ହେବ କୋହଳ
ଭୁବନେଶ୍ୱର, ୨୬ା୭ (ବନ୍ଦନା ସେଠୀ):ଉଠା ଜଳସେଚନ ଉପଭୋକ୍ତାଙ୍କ ବକେୟା ବିଦ୍ୟୁତ୍ ବିଲ୍ ଦେୟ ଅବଧିରେ କୋହଳ କରିଛନ୍ତି ରାଜ୍ୟ ସରକାର। ଚଳିତ ଖରିଫ ଋତୁରେ ଚାଷୀଙ୍କ ସ୍ବାର୍ଥରକ୍ଷା ନେଇ ଉଠାଜଳସେଚନ ଉପଭୋକ୍ତାଙ୍କୁ ବକେୟା ବିଦ୍ୟୁତ୍ ବିଲ୍ ପଇଠ ଲାଗି ସମୟ ସୀମା…
ଭୁବନେଶ୍ୱରରେ ହେବ ନୂଆ ଷ୍ଟାଡିୟମ୍
ଭୁବନେଶ୍ୱର,୨୬ା୭(ସୁନୀତ ମିଶ୍ର): ରାଜ୍ୟ ସରକାର ଭୁବନେଶ୍ୱରରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ସହ ଏକ ନୂତନ ଷ୍ଟାଡିୟମ୍ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ବଜେଟରେ ୯୫୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ରାଜ୍ୟର କ୍ରୀଡ଼ା ଓ ଯୁବସେବା ପାଇଁ ୧,୩୧୫…
ଆହୁରି ୫ଦିନ ଲାଗି ରହିବ ବର୍ଷା
ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା):ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨…
୧ ଟଙ୍କାରେ ପ୍ରଧାନମନ୍ତ୍ରୀ ଫସଲ ବୀମା:କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର, ୨୬ା୭(ଅସମାପିକା ସାହୁ):ଚଳିତ ବର୍ଷ ଖରିଫ ଋତୁରେ ୮ଟି ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍-ଏଫ୍ବିୱାଇ)ରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି କରିଛନ୍ତି। ଏଥିପାଇଁ କୃଷକଙ୍କ ପଞ୍ଜୀକରଣ ଅବଧି ଆସନ୍ତା ୩୧ ତାରିଖକୁ ବୃଦ୍ଧି…
ଶହୀଦ ସଚ୍ଚିଦାନନ୍ଦଙ୍କ ସ୍ମୃତିପୀଠ ଅବହେଳିତ
ରାଜକନିକା, ୨୬ା୭ (ସଞ୍ଜୟ କୁମାର ଦାଶ): କାର୍ଗିଲଠାରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ୧୯୯୯ ଜୁଲାଇ ୨୬ରେ ଭାରତର ବିଜୟ ପ୍ରାପ୍ତ ହୋଇଥିଲା। ଏ ନେଇ ଦେଶ ଶୁକ୍ରବାର ୨୫ତମ କାର୍ଗିଲ ବିଜୟ ଦିବସ ପାଳନ କରିବ। ଏହି ଦିବସରେ ପାକିସ୍ତାନର…
ଗୋଟିଏ ଗୃହରେ ୫ ଶ୍ରେଣୀ
ଡେରାବିଶ,୨୬ା୭ (ବେବର୍ତ୍ତା ଅଜୟ ଦାସ): ତୃଣମୂଳସ୍ତରରୁ ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାମାନ ପ୍ରଣୟନ କରାଯାଇଛି। ମାତ୍ର ଏବେ ବି ଛାତ୍ରୀଛାତ୍ରଙ୍କ ପାଇଁ ଆବଶ୍ୟକ ଶ୍ରେଣୀ ଗୃହ ନ ଥିବା ଯୋଗୁ ବାରଣ୍ଡା ଓ ଗୋଟିଏ ଗୃହରେ…
ପଶ୍ଚିମବଙ୍ଗରୁ ଆଳୁ ପରିବହନ ବନ୍ଦ:କିଲୋ ପିଛା ଏତିକି ଟଙ୍କା ଛୁଇଁଲା ଆଳୁ ଦର
ଜଳେଶ୍ୱର, ୨୬ା୭(ରବିନାରାୟଣ ପାତ୍ର):ପଶ୍ଚିମବଙ୍ଗ ସରକାର ନିଜ ରାଜ୍ୟରେ ଆଳୁ ଆବଶ୍ୟକତାକୁ ଲକ୍ଷ୍ୟ କରି ଅନ୍ୟ ରାଜ୍ୟକୁ ପରିବହନ ଉପରେ ଗତ ୬ଦିନ ତଳେ ରୋକ ଲଗାଇଛନ୍ତି। ପଶ୍ଚିମବଙ୍ଗରେ ଥିବା ସମସ୍ତ ଶୀତଳଭଣ୍ଡାରରୁ ଆଳୁ ବାହାରି ପାରୁନାହିଁ। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱର…
ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ପଛରେ ରହିଛି ଏଭଳି କାରଣ
ଭୁବନେଶ୍ୱର, ୨୬।୭(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସାରେ ଦିଲ୍ଲୀ ଯାତ୍ରା କରିବେ। ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ ବିଭିନ୍ନ…

