କଂଗ୍ରେସକୁ ବଡ଼ ଝଟ୍କା, ଇସ୍ତଫା ଦେଲେ…
ଚଣ୍ଡିଗଡ଼,୧୮।୬: ହରିୟାଣା କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ଝିଅଙ୍କୁ ଟିକେଟ ମିଳିଲା ନାହିଁ ବୋଲି ଦଳ ଛାଡ଼ି ଭାଜପାରେ ସାମିଲ ହେବାକୁ ଯାଉଛନ୍ତି ବରିଷ୍ଠ ନେତ୍ରୀ କିରଣ ଚୌଧୁରୀ। ସେ ଲୋକ ସଭା ନିର୍ବାଚନରେ ଭିବାନୀ-ମହେନ୍ଦ୍ରଗଡ଼ ଆସନରୁ ଝିଅ ତଥା ପୂର୍ବ…
ଶକ୍ତିଶାଳୀ ଭୂକମ୍ପ ଝଟ୍କାରେ ଥରିଲା ଇରାନ: ୪ ମୃତ, ୧୨୦ ଆହତ
ତେହରାନ,୧୮।୬: ଶକ୍ତିଶାଳୀ ଭୂକମ୍ପ ଝଟ୍କାରେ ଥରିଲା ଇରାନ। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୯ ରହିଥିଲା। ତେବେ ରଜାଭି ଖୋରାସାନ ପ୍ରଦେଶର କଶ୍ମୀର କାଉଣ୍ଟିଂରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଅତିକମ୍ରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ରୁ ଅଧିକ…
ମୁମ୍ବାଇର ୫୦ରୁ ଅଧିକ ଡାକ୍ତରଖାନାକୁ ବୋମାରେ ଉଡାଇ ଦେବାକୁ ଧମକ, ଆଲର୍ଟରେ ପୋଲିସ
ମୁମ୍ବାଇ,୧୮।୬: ମହାରାଷ୍ଟ୍ର ମୁମ୍ବାଇ ସହରର ଅନେକ ଡାକ୍ତରଖାନାକୁ ବୋମା ଯୋଗେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାପରେ ମୁମ୍ବାଇ ପୋଲିସ ଆଲର୍ଟ ହେବା ସହ ସମସ୍ତ ସ୍ଥାନଗୁଡ଼ିକର ଯାଞ୍ଚ କରୁଛି। ତେବେ ଏଯାବତ ଡାକ୍ତରଖାନାରୁ ସେଭଳି କିଛି ସନ୍ଦେହଜନକ ମିଳିନାହିଁ। ରିପୋର୍ଟ…
ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ
ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ ମିଶି…
ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର…
ଗଞ୍ଜାମ ଗାର୍ଲସ ହାଇସ୍କୁଲ ଚୋରି ମାମଲା,ଦୁଇ ଗିରଫ
ଗଞ୍ଜାମ,୧୮।୬(ବିଦ୍ୟାଧର ସାହୁ )ଗଞ୍ଜାମ ସହର ସ୍ଥିତ ଷ୍ଟେସନ ରୋଡ଼ ଠାରେ ଥିବା ଗଞ୍ଜାମ ବାଳିକା ଉଚ୍ଚ ବିଦ୍ୟାଳୟରୁ ଗତ ଦୁଇଦିନ ତଳେ ସ୍କୁଲର ଇନଭାଇରଟର ବେଟେରି, ଶିଶିକ୍ୟାମେରା ଆଦି ଚୋରି ହୋଇଥିଲା । ଏନେଇ ସୋମବାର ସ୍କୁଲ ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ…
ଅଶାନ୍ତ ବାଲେଶ୍ୱର: ପୁଣି ବଢିଲା କର୍ଫ୍ୟୁ ଅବଧି
ବାଲେଶ୍ୱର,୧୮।୬(ମାନସ ବିଶ୍ବାଳ ): ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ସହରରେ କର୍ଫ୍ୟୁ ଅବଧି ବଢାଯାଇଛି। ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି।…
ବିଜେଡି ନେତାଙ୍କ ବଡ଼ ଖୁଲାସା, ଏଥିପାଇଁ ହାରିଗଲୁ…
ଭୁବନେଶ୍ୱର,୧୮।୬: ରାଜ୍ୟରେ ଶୋଚନୀୟ ଭାବେ ପରାଜିତ ହୋଇଛି ବିଜେଡି। ତେବେ ଏହି ଅପ୍ରତ୍ୟାଶିତ ପରାଜୟକୁ ହଜମ କରିପାରୁ ନାହାନ୍ତି ଦଳୀୟ ନେତା। ତେବେ ପରାଜୟର କାରଣ ଖୋଜିବାକୁ ନଳ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ହୋଇଥିଲେ ହେଁ ସେ କମିଟି…
ପିଏମ୍ କିଶାନ ଯୋଜନାରେ ଗଞ୍ଜାମର ୨.୬୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ହଜାର ଟଙ୍କା
ଛତ୍ରପୁର, ୧୮।୬(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ )- ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ…
ଆକାଉଣ୍ଟକୁ ଆସିନାହିଁ କି ପିଏମ୍ କିଶାନ ଟଙ୍କା? ଏଠାରେ କରନ୍ତୁ ଅଭିଯୋଗ, ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପିଏମ୍ କିଶାନ ସମ୍ମାନ ନିଧି ଯେଜନାର ୧୭ତମ କିସ୍ତି ଜାରି କରିଛନ୍ତି। ଦେଶର ପ୍ରାୟ ୯.୨୬ କୋଟି କୃଷକଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଯାଇଛି। ତେବେ ଯଦି କୌଣସି କାରଣରୁ କାହା ଆକାଉଣ୍ଟକୁ ଟଙ୍କା…
ଟିମ୍ ଇଣ୍ଡିଆ ହେଡ୍ କୋଚ୍ ପାଇଁ ସାକ୍ଷାତକାର ଦେଲେ ଗମ୍ଭୀର, ଖୁବ୍ଶୀଘ୍ର ହୋଇପାରେ ଘୋଷଣା
ନୂଆଦିଲ୍ଲୀ,୧୮।୬: ଟିମ୍ ଇଣ୍ଡିଆର ଆଗାମୀ ହେଡ୍ କୋଚ୍ ହେବେ ଗୌତମ ଗମ୍ଭୀର। ଏହା ସ୍ପଷ୍ଟ ହୋଇଥିଲେ ହେଁ କୋଚ୍ ନିଯୁକ୍ତି ନେଇ ସମସ୍ତ ପ୍ରକ୍ରିୟାକୁ ଅନୁସରଣ କରୁଛି ବିସିସିଆଇ। ଏକମାତ୍ର ଆବେଦନକାରୀ ହୋଇଥିଲେ ହେଁ ଗମ୍ଭୀରଙ୍କ ସାକ୍ଷାତକାର ନିଆଯାଉଛି। ମଙ୍ଗଳବାର ଗମ୍ଭୀର…
ସ୍କୁଲ ଛୁଟିକୁ ନେଇ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୮।୬: ପୁଣି ବଢିଲା ଖରାଛୁଟି। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ସ୍କୁଲ ଖୋଲିବ କି ନାହିଁ ଏନେଇ ନିଷ୍ପତ୍ତି ନେବାକୁ ସବୁ ଜିଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ତେବେ ଖରାଛୁଟି ପର୍ବରୁ ମଙ୍ଗଳବାର ଅର୍ଥାତ୍ ଜୁନ୍…
Archives


