Home

ଶୂନ୍ୟକାଳରେ ହୋ ହଲ୍ଲା: ବାଚସ୍ପତିଙ୍କ ମାଇକ୍‌ ଟାଣିଲେ ତାରା, ଟେବୁଲ ଉପରେ ଚଢିଲେ କାଡାମ

ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ତାତିଲା ବିଧାନସଭା । ଗୃହରେ ବିରୋଧୀ ବିଧାୟକ ହଟ୍ଟଗୋଳ କରିବା ସହ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ଗୁରୁବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା ପୋଲାଭରମ ପ୍ରସଙ୍ଗ । ଶୂନ୍ୟକାଳରେ ହୋ ହଲ୍ଲା…

ଶାସକ-ବିରୋଧୀ ମୁହାଁମୁହିଁ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୫ା୭: ଗୁରୁବାର ପୁଣି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପଏଣ୍ଟ ଅଫ ଅର୍ଡର ମାଗିଥିଲା ବିରୋଧୀ ବିଜେଡି। ଏଥିସହିତ ବିରୋଧୀଦଳ ନେତାଙ୍କୁ ଗିରଫ ଶଦ୍ଦ…

କେଜ୍‌ରିୱାଲଙ୍କୁ ବଡ଼ ଝଟ୍‌କା: ନ୍ୟାୟିକ ହେପାଜତ ଅଗଷ୍ଟ ୮ ପର୍ଯ୍ୟନ୍ତ ବଢିଲା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସମସ୍ୟା ଦୂର ହେବାର ନାଁ ଧରୁନି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ରାଉସ ଆଭେନ୍ୟୁ କୋର୍ଟ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତକୁ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ଅଗଷ୍ଟ ୮ରେ ଶୁଣାଣି ହେବ।…

ପ୍ରଥମ ଭାରତୀୟ ମହିଳା ଭାବେ ପୁଣି ଏହି ଦାୟିତ୍ୱ ନେଲେ ନୀତା ଅମ୍ବାନୀ

ପ୍ୟାରିସ, ୨୫ା୭: ପ୍ୟାରିସ ଅଲିମ୍ପିକ୍ସ ଉଦ୍‌ଘାଟନୀ ପୂର୍ବରୁ ଏଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ୧୪୨ତମ ଅଧିବେଶନରେ ଭାରତର ଅଗ୍ରଣୀ ଫିଲାନ୍‌ଥ୍ରୋପିଷ୍ଟ ତଥା ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ନୀତା ଅମ୍ବାନୀ ପୁନର୍ବାର ସର୍ବସମ୍ମତିକ୍ରମେ ଆଇଓସି ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।…

୪୧ ବର୍ଷ ପରେ ଜଣେ ଭାରତୀୟଙ୍କୁ ମିଳିଲା ଏହି ପୁରସ୍କାର: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୨୫।୭: ଜୁଲାଇ ୨୨ରେ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଭାରତର ଭେଟେରାନ ଶୁଟର ଅଭିନବ ବିନ୍ଦ୍ରାଙ୍କୁ ଅଲିମ୍ପିକ ଅର୍ଡର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ବିଶେଷ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ୨୦୦୮…

ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି।…

ମାଳଦ୍ୱୀପକୁ ବଡ଼ ଝଟ୍‌କା ଦେଲା ଭାରତ

ନୂଆଦିଲ୍ଲୀ,୨୫।୭: ୨୦୨୪ ବଜେଟରେ ମାଳଦ୍ୱୀପକୁ ଦିଆଯାଇଥିବା ଅନୁଦାନ ସହାୟତା ରାଶିରେ ଭାରତ ସରକାର ଏକ ବଡ଼ ହ୍ରାସ କରିଛନ୍ତି। ଏହା ପରେ ମୁଇଜୁଙ୍କ ଦେଶ ଭାରତରୁ ଅନୁଦାନ ଟଙ୍କା ପାଇବାରେ ତୃତୀୟ ସ୍ଥାନକୁ ଯାଇଛି। ଭାରତ ୨୦୨୪-୨୦୨୫ ବର୍ଷ ପାଇଁ ବଜେଟ…

ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ

ବଲାଙ୍ଗୀର,୨୫ା୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା। ତେବେ ଚିକିତ୍ସା ଚାଲିଥିବା ବେଳେ ମେଡିକାଲରେ ଡାକ୍ତର…

ଭାଜପାକୁ ଧର୍ମସଙ୍କଟରେ ପକାଇବେ ଅଜିତ ପାଓ୍ବାର: କରୁଛନ୍ତି ଏମିତି ପ୍ଲାନ

ନୂଆଦିଲ୍ଲୀ,୨୫।୭: ଚଳିତ ବର୍ଷ ଅକ୍ଟୋବର ମାସରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜନୈତିକ ଗତିବିଧି ସେଠାରେ ତୀବ୍ର ହେବ ବୋଲି ଜଣାପଡିଛି। ଆସନ ବଣ୍ଟନ ଉପରେ ସମସ୍ତ ଦଳର ନଜର ରହିଛି। ତେବେ ଗ୍ରାଣ୍ଡ ଆଲାଇନ୍ସରେ କେବଳ ଭାଜପାର ସହଯୋଗୀମାନେ…

ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ଦାଦାଗିରି: ସହକାରୀ ଯନ୍ତ୍ରୀଙ୍କୁ ହତ୍ୟା ଧମକ, ଥାନାରେ ମାମଲା

ଦେବଗଡ଼,୨୫ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କୁ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ଧକ୍କା ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି…

ହଠାତ୍‌ ଅଲିମ୍ପିକ୍ସରୁ ଓହରିଲେ ବିଶ୍ୱର ନମ୍ବର-୧ ଟେନିସ୍‌ ଖେଳାଳି: ପଛର କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୭: ବିଶ୍ୱ ନମ୍ବର ୱାନ ଟେନିସ ଖେଳାଳି ୟାନିକ ସିନର୍‌ ପ୍ୟାରିସ ଅଲିମ୍ପିକ୍ସରୁ ଓହରି ଯାଇଛନ୍ତି। ଗଳା ସଂକ୍ରମଣ (ଟନ୍‌ସିଲ) ହେତୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ଏହି ୨୨ ବର୍ଷୀୟ ଇଟାଲୀୟ ଖେଳାଳି ସୋସିଆଲ ମିଡିଆରେ ଲେଖିଛନ୍ତି, ଅଲିମ୍ପିକ ଗେମ୍ସରେ…

ହଠାତ୍‌ ଲୋକ ସଭାରେ କଂଗେସ ଏମ୍‌ପିଙ୍କୁ ‘ଷ୍ଟୁପିଡ୍‌’ କହିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୫।୭: ବଜେଟ୍‌କୁ ନେଇ ଲୋକ ସଭାରେ ଜୋରଦାର ହଙ୍ଗାମା ହୋଇଛି। କଂଗ୍ରେସ ସଦସ୍ୟମାନେ ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟଙ୍କ ମନ୍ତବ୍ୟକୁ ନେଇ ହଟ୍ଟଗୋଳ କରିଛନ୍ତି। ସରକାର ଏବଂ ସଦସ୍ୟଙ୍କୁ କ୍ଷମା ମାଗିବାକୁ ଜିଦ୍‌ ଧରିଛନ୍ତି। ଗୃହରେ ବଜେଟ ଉପରେ ଆଲୋଚନା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?