Home

ଏହି ୫ ଗୁଣ ସ୍ତ୍ରୀଙ୍କ ପାଖରେ ଥିଲେ ଭାଗ୍ୟବାନ ହୋଇଥାନ୍ତି ସ୍ବାମୀ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି ଗୁଣ…

ମେଗା ଅକ୍ସନ ପୂର୍ବରୁ ବିସିସିଆଇ ସମ୍ମୁଖରେ ବଡ଼ ଦାବି ରଖିଲେ ସମସ୍ତ ଦଳ, ହୋଇପାରେ ହଙ୍ଗାମା !

ନୂଆଦିଲ୍ଲୀ,୨୪।୭: ଆଇପିଏଲ୍‌ ୨୦୨୫କୁ ଆହୁରି ଅନେକ ମାସ ଥିଲେ ହେଁ ଏବେଠାରୁ ଫ୍ରାଞ୍ଚାଇଜଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିଲେଣି। ନୂଆ ସିଜନ ପୂର୍ବରୁ ପୁଣିଥରେ ମେଗା ଅକ୍ସନ ହେବାକୁ ଯାଉଛି। ଏମିତିରେ ସମସ୍ତ ୧୦ ଟିମ୍‌ ପୁଣିଥରେ ନୂଆ ରୂପରେ ନଜର ଆସିବାକୁ…

ଅଲଗା ହେବାପରେ ପ୍ରଥମଥର ନତାଶାଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୪।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକ ଶେଷରେ ଅଲଗା ହୋଇଯାଇଛନ୍ତି। ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଉଭୟ ଏନେଇ ସୂଚନା ଦେଇଛନ୍ତି। ନତାଶା ପୁଅ ଅଗସ୍ତ୍ୟଙ୍କୁ ନେଇ ସର୍ବିଆ ପଳାଇଛନ୍ତି। ସେ ପ୍ରତିଦିନ ସେଠାରୁ ଅପଡେଟ ଶେୟାର୍‌ କରୁଛନ୍ତି। ନତାଶା…

ଚାଇନା ବୈଜ୍ଞାନିକଙ୍କୁ ଜହ୍ନ ମାଟିରୁ ମିଳିଲା ପାଣି, ‘ଚନ୍ଦ୍ରଯାନ-୧’ କରିଥିବା ଦାବି ହେଲା ସତ…

ନୂଆଦିଲ୍ଲୀ,୨୪।୭: ପୃଥିବୀ ପରେ ମଣିଷ ମହାକାଶରେ ଜଳ ସନ୍ଧାନ କରୁଛି। ମଣିଷର ଏହି ଆବିଷ୍କାର ଚନ୍ଦ୍ରରେ ପହଞ୍ଚିଛି,ଯେଉଁଥିଲାଗି ଅନେକ ମିଶନ ପଠାଯାଉଛି। ଭାରତ, ଆମେରିକା ଏବଂ ରୁଷିଆ ପରେ ଚାଇନା ମଧ୍ୟ ଚନ୍ଦ୍ର ପୃଷ୍ଠରେ ଅନେକ ମିଶନକୁ ଅବତରଣ କରିଛି। ବର୍ତ୍ତମାନ…

ସବୁ ରେକର୍ଡ ଭାଙ୍ଗିଦେଲେ ଦୀପିକା: ପ୍ରଥମ ଭାରତୟ ଅଭିନେତ୍ରୀ ଭାବେ…

ବଲିଉଡ୍‌ ଅଭିନେତ୍ରୀ ୧୭ ବର୍ଷର ଅଭିନୟ କ୍ୟାରିୟରରେ ବିଶେଷ ନାମ ଅର୍ଜନ କରିଛନ୍ତି। ଆଜିକାଲି ଦୀପିକା ଫିଲ୍ମ ‘କଲକି 2898 AD’ ମାଧ୍ୟମରେ ଅନେକ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଏଥିରେ ସେ ପ୍ରଭାସ, କମଲ ହାସନ ଏବଂ ଅମିତାଭ ବଚ୍ଚନଙ୍କ ପରି…

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ କେତେ ଟଙ୍କା ମିଳେ କ୍ଷତିପୂରଣ, ଜାଣିଲେ…

କାଠମାଣ୍ଡୁ/ନୂଆଦିଲ୍ଲୀ ,୨୪ା୭: ସୌର୍ଯ୍ୟ ଏୟାରଲାଇନ୍ସର ୯ଏନ୍‌-ଏଏମ୍‌ଇ (ସିଆରଜେ- ୨୦୦) ବିମାନ ଭାରତର ପଡ଼ୋଶୀ ଦେଶ ନେପାଳର ରାଜଧାନୀ କାଠମାଣ୍ଡୁର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁର୍ଘଟଣାର ଶିକାର ହୋଇଛି। କୁହାଯାଉଛି, ଏହି ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ପାଇଲଟ…

ବଢିପାରେ ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ଏହି ମାମଲାରେ କୋର୍ଟରେ ହେବେ ହାଜର

ଲକ୍ଷ୍ନୌ,୨୪।୭: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନର ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ସୁଲତାନପୁରର ଏମ୍‌ପି / ବିଧାୟକ କୋର୍ଟରେ ହାଜର ହେବେ। ଅମିତ ଶାହା ହେଟ୍‌ ସ୍ପିଚ୍‌ ମାମଲାରେ ଜୁଲାଇ ୨୬ରେ…

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବନ୍ଧାହେଲେ ଯୁବକ

ନିରାକାରପୁର,୨୪ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ଜଣେ ବିବାହିତ ଯୁବକଙ୍କୁ ନିରାକାରପୁର ପୋଲିସ ବୁଧବାର ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ କପିଳେଶରପୁର (ବାଲିଗାଁ)ଗ୍ରାମର ମାନସ ମହାପାତ୍ର ଓରଫ…

ନାବାଳକ ଗାଡ଼ି ଚଳାଉଥିଲେ ସାବଧାନ! ଏଣିକି ଗାଡ଼ି ଜବତ ସହ ମା’ବାପାଙ୍କ ବିରୋଧରେ ରୁଜୁ ହେବ ମାମଲା…

ଭୁବନେଶ୍ୱର,୨୪।୭: ରାଜ୍ୟରେ ବଢ଼ୁଥିବା ବେପାରୁଆ ଗାଡ଼ିଚାଳନା ତଥା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଠୋର ହୋଇଛି ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ)। ଆସନ୍ତା ସପ୍ତାହରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯିବ। ନାବାଳକ ଗାଡ଼ି ଚଳାଉଥିବା ଧରାପଡ଼ିଲେ ଗାଡ଼ି ଜବତ ହେବା ସହ ୨୫ ହଜାର…

ନେପାଳ ବିମାନ ଦୁର୍ଘଟଣା: ବିମାନ କର୍ମଚାରୀଙ୍କ ସମେତ ସ୍ତ୍ରୀ-ପୁଅଙ୍କ ଜୀବନ ଗଲା, ଭିଡିଓ ଦେଖିଲେ…

କାଠମାଣ୍ଡୁ,୨୪ା୭: ବୁଧବାର ନେପାଳର ରାଜଧାନୀ କାଠମାଣ୍ଡୁରେ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଏକ ଦୁଃଖଦ କାହାଣୀ ସାମ୍ନାକୁ ଆସିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ତିନିଜଣ ସଦସ୍ୟଙ୍କ ସମେତ ମୋଟ୍‌ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ପାଇଲଟ ଗୁରୁତର ହୋଇଛନ୍ତି। ତ୍ରିଭୂବନ ଅନ୍ତର୍ଜାତୀୟ…

ଘୁଞ୍ଚିଲା ଓଟିଇଟି ପରୀକ୍ଷା, ଜାଣନ୍ତୁ କେବେ ହେବ…

କଟକ,୨୪।୭: ଘୁଞ୍ଚିଲା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷା। ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ…

ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୪ା୭: ବୁଧବାର ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ବୋଲି ସାଂଘାତିକ ତଥ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?