Home

ମ୍ୟାଚ୍‌ ଚାଲିଥିବା ସମୟରେ ବଡ଼ ଅଘଟଣ: ଟଳିପଡ଼ିଲେ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧: ଭାରତୀୟ କ୍ରିକେଟରୁ ଅତ୍ୟନ୍ତ ଦୁଃଖଦ ଖବର ଆସିଛି। ପୂର୍ବତନ ମିଜୋରାମ ରଣଜୀ କ୍ରିକେଟର କେ. ଲାଲରେମ୍ରୁଆତାଙ୍କର ପଡ଼ିଆରେ ଦେହାନ୍ତ ହୋଇଛି। ଏକ ସ୍ଥାନୀୟ କ୍ରିକେଟ ମ୍ୟାଚ ସମୟରେ ତାଙ୍କର ହୃଦଘାତରେ ମୃତ୍ୟୁ ଘଟିଛି। ଏହି ଘଟଣା କେବଳ ମିଜୋରାମରେ ନୁହେଁ…

ED ରେଡକୁ ବିରୋଧ କରି ଅମିତ ଶାହଙ୍କ କାର୍ଯ୍ୟାଳୟ ଆଗରେ TMCର ବିକ୍ଷୋଭ, ଏହି ସାଂସଦଙ୍କୁ ପୋଲିସ…

ନୂଆଦିଲ୍ଲୀ,୯।୧  ପଶ୍ଚିମବଙ୍ଗରେ ଇଡିର କାର୍ଯ୍ୟାନୁଷ୍ଠାନକୁ ନେଇ ହଙ୍ଗାମା ଜାରି ରହିଛି । ଏହାରି ଭିତରେ ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦମାନେ ଶୁକ୍ରବାର ଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କାର୍ଯ୍ୟାଳୟ ବାହାରେ ଜୋରଦାର ପ୍ରତିବାଦ କରୁଛନ୍ତି । ଡେରେକ୍ ଓ’ବ୍ରାଏନ୍, ଶତାବ୍ଦୀ…

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମେଧାବୀ ଛାତ୍ରଙ୍କ ଜୀବନ, ଗ୍ରାମରେ ଶୋକ

ପଟ୍ଟାଙ୍ଗି୯।୧(ଶରତ କୁମାର ଧଳ): ରାଜ୍ୟରେ ଚାଲିଛି ସଡ଼କ ସୁରକ୍ଷା ମାସ କିନ୍ତୁ ଏଠି ନିଜେ ସଚେତନ ହେଉନାହାନ୍ତି  ଲୋକେ। ସଚେତନତା କରାଇବା ଦୂରର କଥା ବର୍ଷର ଆରମ୍ଭରୁ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଗୋଟିଏ ପରେ ଗୋଟିଏ ଚାଲିଯାଉଛି ଜୀବନ ।…

ଦଧିମାଛଗାଡିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

ଖୋର୍ଦ୍ଧା,୯।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ସଦର ଥାନା ଅନ୍ତର୍ଗତ ଦଧିମାଛଗାଡ଼ିଆ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭୋର ସମୟରେ ଅଜଣା ଗାଡି ଧକାରେ ସ୍କୁଟି ଆରୋହୀ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ…

ଆମେରିକା ଯିବା ସ୍ବପ୍ନ ହୋଇଯିବ ଚୁର୍‌ମାର୍‌! ଭାରତକୁ ଚେତାବନୀ ଦେଲା ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୧: ଭାରତରେ ଥିବା ଆମେରିକୀୟ ଦୂତାବାସ ଆମେରିକା ଯାତ୍ରା କରିବାକୁ ଚାହୁଁଥିବା ଲୋକଙ୍କୁ ବଡ଼ ଚେତାବନୀ ଜାରି କରିଛି। ଏହି ଚେତାବନୀ ବିଶେଷ ଭାବରେ B1/B2 ପରିଦର୍ଶକ ଭିଜାରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ। ଦୂତାବାସ ସ୍ପଷ୍ଟ ଭାବରେ କହିଛି, ଆମେରିକା…

ସମୟ ଅଭାବରୁ ନୀତି ବାତିଲ, ରାତି ଉଜାଗର ରହିଲେ ମହାପ୍ରଭୁ

ପୁରୀ,୯।୧(ଅଜିତ୍‌ କୁମାର ମହାନ୍ତି): ସମ୍ପ୍ରତି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପହିିଲି ଭୋଗ ନୀତି ଚାଲିଛି । ନିଷ୍ପତ୍ତି ଅନୁଯାୟୀ ରାତି ୨ଟା ପରଠାରୁ ଶ୍ରୀମନ୍ଦିର ଦ୍ୱାର ଖୋଲାଯାଇ ନୀତିକାନ୍ତି କରାଯିବା ସହ ରାତି ୧୧ଟାରେ ପହୁଡ଼ କରାଯିବା କଥା। ତେବେ ବୁଧବାର ରାତିରେ…

ଚାଷୀଙ୍କ ମୁଣ୍ଡରେ ଚଡ଼କ, ନାମକୁ ମାତ୍ର ଉଠିଲା ଧାନ: ମିଲରଙ୍କ ଧର୍ମଘଟ ପ୍ରତ୍ୟାହାର ପରେ ବି ମିଳୁନି ନ୍ୟାୟ

ବଲାଙ୍ଗୀର,୯ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି। ମିଲରମାନଙ୍କ ଧର୍ମଘଟ ଯୋଗୁ ଚାଷୀଙ୍କ ଅଡୁଆ ଆହୁରି ବଢ଼ିଯାଇଛି। ଗତ ୪/୫ ଦିନ ହେଲା ଚାଷୀମାନେ ମଣ୍ଡିକୁ ଧାନ…

ଧର୍ମାନ୍ତର ବିବାଦକୁ ନେଇ ହୋଇପାରୁନି ସତ୍କାର, ୨୫ ଘଣ୍ଟା ଧରି ପଡି ରହିଛି ଶବ

ଜଳେଶ୍ୱର, ୯।୧(ନବୀନ ସାହୁ) : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତ ୪ନମ୍ବର ୱାର୍ଡ ରଙ୍ଗମାଟିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ପୁଅଙ୍କ ମଧ୍ୟରେ ଧର୍ମାନ୍ତର ବିବାଦକୁ ନେଇ ବୃଦ୍ଧ ବାପାଙ୍କ ଶବ…

ଟେନ୍‌ସନ୍‌ରେ ଚାଷୀ: ଟୋକନ ଅବଧି ସରିଯିବାର ଆଶଙ୍କା

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ ଶୁକ୍ରବାରରୁ ପୁଣି ଧାନ ଉଠାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ମାତ୍ର ଏବେ ମଧ୍ୟ ମଣ୍ଡିରୁ ଧାନ ଉଠାଣରେ ଆଶାନୁରୂପ ତପତ୍ରତା ପରିଲକ୍ଷିତ ହୋଇ ନାହିଁ।…

ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….

କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା…

ଦେଢ ମାସ ତଳେ ଚୋରି କରିଥିଲେ ଗହଣା: ପୋଲିସ ଧରିବା ପରେ…

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସଦର ଥାନା ଅନ୍ତର୍ଗତ ଶ୍ରୀହରି ନଗରରୁ ଗତବର୍ଷ ନଭେମ୍ବରରେ ହୋଇଥିବା ସୁନା ଗହଣା ଚୋରି ଘଟଣାରେ ଗୁରୁବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଶ୍ରୀହରି ନଗର ନିବାସୀ ଅଳଙ୍ଗ ଓରଫ୍‌ ଅଲଙ୍କାର…

ଶୁକ୍ରବାରରେ କନ୍ୟା ରାଶି ସମେତ ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା, ପୂରଣ ହେବ…

ବର୍ତ୍ତମାନ କନ୍ୟା ରାଶିରେ ଚନ୍ଦ୍ର ଥିବାରୁ, ଧ୍ୟାନ ସ୍ୱାଭାବିକ ଭାବରେ କ୍ରମ, ଦକ୍ଷତା, ସ୍ୱାସ୍ଥ୍ୟ ଏବଂ ଦାୟିତ୍ୱ ଆଡ଼କୁ ମୁହାଁଏ। ଏହି ଦିନଟି ବଡ଼ ପରିବର୍ତ୍ତନ କିମ୍ବା ଭାବପ୍ରବଣତା ପାଇଁ ନୁହେଁ, ବରଂ ଏହା ଶାନ୍ତ, ଶୃଙ୍ଖଳିତ ଏବଂ ସୁଚିନ୍ତିତ ପ୍ରୟାସକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri